ଗୋପାଳପୁର ଘଟଣା ନ ଲିଭୁଣୁ ପୁରୀରେ ଚାଞ୍ଚଲ୍ୟ: ପୁରୁଷ ବନ୍ଧୁଙ୍କ ସାମ୍ନାରେ +୩ ଛାତ୍ରୀଙ୍କୁ ଗଣବଳାତ୍କାର, ଜଙ୍ଗଲ ଦେଇ ଯାଉ ଯାଉ…
ପୁରୀ/ବ୍ରହ୍ମଗିରି,୧୬।୯: ପୁରୀ ଜିଲାର ବାଲିହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ତିନି ଦ୍ବିତୀୟ ବର୍ଷ ଛାତ୍ରୀ ଗଣବଳାତ୍କାରର ଶିକାର ହୋଇଛନ୍ତି। ଘଟଣାଟି ଗତ ଶନିବାର ମଧ୍ୟାହ୍ନରେ ଘଟିଥିବା ଜଣାପଡ଼ିଛି। ପୀଡ଼ିତା ତାଙ୍କ ପୁରୁଷ ବନ୍ଧୁଙ୍କ ସହ ବାଲିହରଚଣ୍ଡୀ ଦର୍ଶନ ପାଇ…
ଫୁଟ୍ବଲ ଟୁର୍ନାମେଣ୍ଟ: ଲମ୍ବଡୁରା ଟିମ୍ ଚାମ୍ପିୟନ
ଦେବଗଡ଼, ୧୬ା୯ (ଶଶାଙ୍କ ଶେଖର ଝାଙ୍କର)- ତିଲେଇବଣି ବ୍ଲକ ଲଇମୁରା ଗ୍ରାମପଞ୍ଚାୟତ ଅନ୍ତର୍ଗତ କନ୍ଦର୍ପ ଗ୍ରାମରେ ନୀଳଚକ୍ର ଯୁବକ ସଂଘ ପକ୍ଷରୁ ଆୟୋଜିତ ୨ ଦିନିଆ ଜିଲାସ୍ତରୀୟ ଫୁଟ୍ବଲ ଟୁର୍ନାମେଣ୍ଟ ସୋମବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ମୋଟ୍ ୧୬ଟି ଅଂଶଗ୍ରହଣ କରିଥିଲା।…
ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗ: ୫ ଦିନି ବିତିଲା, ଗିରଫ ହେଲେନି ଅଭିଯୁକ୍ତ
ଦେବଗଡ଼,୧୬ା୯(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଆଦର୍ଶ ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ଜଣେ ବ୍ୟବସାୟୀ ଯୌନ ନିର୍ଯାତନା ଦେଇଥିବା ବୁଧବାର ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି। ହେଲେ ଇତିମଧ୍ୟରେ ୫ ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ…
ରାସ୍ତା ଦବି ଯିବାରୁ ବିଜୁ ଏକ୍ସପ୍ରେସ ୱେ’ରେ ଫସିଲା ଟ୍ରକ
ବରଗଡ଼, ୧୬।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲା ସୋହେଲାରୁ ନୂଆପଡା ଜିଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେରେ ସୋମବାର ରାସ୍ତା ଦବି ଯିବାରୁ ଏକ ଟ୍ରକ ଫସିଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ ନିକଟ…
ଲଜ୍ ସମ୍ମୁଖରେ ବ୍ୟାଗ୍ ଧରିଥିବା ଯୁବକଙ୍କୁ ପୋଲିସର ସନ୍ଦେହ: ଗଞ୍ଜେଇ ଜବତ, ୨ ଗିରଫ
ନୂଆପଡ଼ା,୧୫ା୯ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ ଜୋଙ୍କ ଥାନା ପୋଲିସ ସୋମବାର ବିପୁଳ ପରିମାଣ ଗଞ୍ଜେଇ ଜବତ କରି ୨ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡିଘାଇ ଗାଁର ବବ୍ଲୁ ପ୍ରଧାନ…
ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚିଠା ଭୋଟର ତାଲିକା ପ୍ରକାଶିତ କଲେ ନୂଆପଡା ଜିଲାପାଳ, ସର୍ବମୋଟ ଭୋଟର ସଂଖ୍ୟା ରହିଛି…
ନୂଆପଡା ,୧୫/୯ (ମକାରୁ ବେମାଲ): ନୂଆପଡା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚିଠା ଭୋଟର ତାଲିକା ଆଜି ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ (Assembly Constituency)…
ପ୍ରାର୍ଥନା ପରେ ପ୍ରଣାମ ନ କରିବାରୁ ପିଲାଙ୍କୁ ନିସ୍ତୁକ ମାଡ଼: ପାଲଟା ଅଭିଯୋଗକଲେ ନିଲମ୍ବିତ ଶିକ୍ଷୟିତ୍ରୀ
ବେତନଟୀ(ଧରଣୀଧର ମହାନ୍ତି)/ବୈଶିଙ୍ଗା(ରତନ ଦାଶ),୧୫ା୯- ପ୍ରାର୍ଥନା ପରେ ପ୍ରଣାମ ନ କରିବାରୁ ୩୦ଜଣ ଛାତ୍ରୀଛାତ୍ରଙ୍କୁ ବାଉଁଶବାଡ଼ିରେ ନିସ୍ତୁକ ମାଡ଼ମାରି ଆହତ କରିବା ଅଭିଯୋଗରେ ନିଲମ୍ବିତ ଶିକ୍ଷୟିତ୍ରୀ ଘଟଣାର ୨ଦିନ ପରେ ସୋମବାର କେତେଜଣ ଅଭିଭାବକକଙ୍କ ନଁାରେ ବୈଶିଙ୍ଗା ଥାନାରେ ପାଲଟା ଅଭିଯୋଗ କରିଛନ୍ତି।…
ଫାଣ୍ଡି ନିକଟରେ ଛକି ବସିଥିଲା ପୋଲିସ: ଗଞ୍ଜେଇ ବୋଝେଇ ସ୍କୁଟିକୁ ମାଡିବସିଲା, ତା’ପରେ…
ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ) : ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ ସୋମବାର ଅପରାହ୍ନ ପ୍ରାୟ ସାଢେ ୨ ଟାରେ ଏକ ଗଞ୍ଜେଇ ବୋଝେଇ ସ୍କୁଟି (ନଂ.ଓଡି ୨୦ ଡି-୩୬୬୧)କୁ ଜବତ କରିଛନ୍ତି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୨…
ଦାଦନ ଖଟିବାକୁ ଯାଇ ହାଇଦ୍ରାବାଦରେ ନିଖୋଜ ହେଲେ ଶ୍ରମିକ, ପାଚେରୀ ଚଢି …
ଲାଞ୍ଜିଗଡ, ୧୫।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ମାଳିଯୁବାଙ୍ଗ ପଞ୍ଚାୟତ ସେରକଝଲା ଗ୍ରାମର ରାଜିଙ୍ଗା ମାଝୀ (୩୫) ଦାଦନ ଖଟିବାକୁ ଯାଇ ହାଇଦ୍ରାବାଦରେ ନିଖୋଜ ହୋଇଯାଇଛନ୍ତି । ଏ ବାବଦରେ ତାଙ୍କ ସ୍ତ୍ରୀ ସୀତା ମାଝୀଙ୍କୁ…
ହୋଇପାରୁନାହିଁ ଆଧାର କାର୍ଡ: ନବମ ଶ୍ରେଣୀରେ ନାମ ଲେଖାଇପାରିଲେନି ଛାତ୍ରୀ, ଚର୍ଚ୍ଚାରେ ଏହି ଘଟଣା…
ଗଞ୍ଜାମ,୧୫।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ର ପୁର ପଞ୍ଚାୟତ ଅଇଁଠା ବଣ ଗ୍ରାମରେ ରୁହନ୍ତି ଏସ ସୁରେନ୍ଦ୍ର ଦାସ ଓ ତାଙ୍କ ପରିବାର । ପରିବାର କହିଲେ ସୁରେନ୍ଦ୍ରଙ୍କ ବାପା,ମା, ପୁଅ ଓ ଗୋଟିଏ ଝିଅ…
ଗଜେନ୍ଦ୍ର ମାଝୀ , ଲକ୍ଷ୍ମଣ ନାହାକଙ୍କୁ ରାଷ୍ଟ୍ର ନିର୍ମାତା ପୁରସ୍କାର
ଗଞ୍ଜାମ,୧୫/୯(ବିଦ୍ୟାଧର ସାହୁ ): ବ୍ରହ୍ମପୁର ରୋଟାରି କ୍ଲବ ପକ୍ଷରୁ ଗଞ୍ଜାମ ବ୍ଲକର ଶିକ୍ଷକ ଗଜେନ୍ଦ୍ର ମାଝୀ,ଲକ୍ଷ୍ମଣ ନାହାକଙ୍କ ସମେତ ବରିଷ୍ଠ ଶିକ୍ଷକ କୈବଲ୍ୟ ପ୍ରସାଦଙ୍କୁ ରାଷ୍ଟ୍ର ନିର୍ମାତା ପୁରସ୍କାର ପ୍ରଦାନ କରାଯାଇଛି । ଏହି ଅବସରରେ ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ…
ଅନ୍ତିମ ସଂସ୍କାର ପାଇଁ ନିଆଯାଇଥିଲା ସ୍ବର୍ଗଦ୍ୱାର, ଜୁଇରୁ ଉଠିବସିଲେ ବୃଦ୍ଧା, ଆଉ ତା’ପରେ…
ଗଞ୍ଜାମ, ୧୫।୯: ଶବ ସତ୍କାର କରିବା ବେଳେ ଉଠି ବସିଲେ ବୃଦ୍ଧା। ଏମିତି କିଛି ଆଶ୍ଚର୍ଯ୍ୟକର ଘଟଣା ଘଟିଛି ପୁରୀ ସ୍ବର୍ଗ ଦ୍ବାରରେ । ଗଞ୍ଜାମ ପୋଲସରାରୁ ମହିଳା ଜଣଙ୍କୁ ଅନ୍ତିମ ସଂସ୍କାର କରିବା ପାଇଁ ପୁରୀ ଅଣାଯାଇଥିଲା । ଚିତା…

