ଆମ ଜିଲା ଖବର

କୁଲାଡ଼ ଉପର ବ୍ୟାଘ୍ର ଦେବୀ ମନ୍ଦିରରୁ ଖସିଲା ପଥର, ଲୋକେ ଆତଙ୍କିତ, ପ୍ରଶାସନ…

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସହର ନିକଟସ୍ଥ କୁଲାଡ ଉପର ବ୍ୟାଘ୍ରଦେବୀ ମନ୍ଦିରରୁ ବୁଧବାର ସନ୍ଧ୍ୟାରେ ଏକ ବିରାଟ ପଥର ଖସି ପଡ଼ିଛି। ଯାହାକୁ ନେଇ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ପଥରଟି ଖସି ତଳକୁ ଆସିବା ସମୟରେ ତଳେ…

ଡୁଲୁରୀ ପୋଲ ନିକଟରେ ବାଇକ ଦୁର୍ଘଟଣା: ଗୁରୁତରଙ୍କ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା ମିଳୁନି,ତଳେ ରଖି… 

ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡୁଲୁରୀ ପୋଲ ନିକଟରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଗୁରୁତର ଅଛନ୍ତି। ସେମାନେ…

ସରକାରୀ ବାବୁଙ୍କ ଡ୍ରାଇଭରଙ୍କ ଦବଙ୍ଗଗିରି: ନାଲିବତୀ ଗାଡ଼ି ନେଇ ଧମକାଉଥିଲେ, ମାଗୁଥିଲେ ଚାନ୍ଦା, ଏବେ…

ବାଙ୍କୀ, ୨୯।୧୦( ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଜିଲାପାଳଙ୍କ ସରକାରୀ ନାଲିବତୀ ଗାଡ଼ି ଡ୍ରାଇଭରଙ୍କ ଦବଙ୍ଗଗିରି । ଉପଜିଲାପାଳଙ୍କ ଗାଡ଼ି ନେଇ ରାତିରେ ଚୋରା ବାଲି ଟ୍ରକ୍‌ରୁ ଚାନ୍ଦା ଆଦାୟ ଅଭିଯୋଗ ହୋଇଥିଲା। ସେ ହାତରେ ପାଇପ୍‌ ଧରି ମଦ ପିଇବା ବ୍ୟକ୍ତିମାନଙ୍କୁ…

ନାଳରେ ଭାସିଗଲେ ମହିଳା, ପତ୍ତା ମିଳୁନି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ଜଣେ ମହିଳା ବୁଧବାର ସାରେ ଗ୍ରାମ ନାଳକୁ କୌଣସି କାମରେ ଯାଇଥିବା ବେଳେ ଭାସିଯାଇଛନ୍ତି। ସେ ହେଲେ ଆମ୍ବି ନାୟକ। ଖବର ଲେଖା ହେବା ସୁଦ୍ଧା(ରାତି ୮ଟା) ତାଙ୍କର କୌଣସି…

ଦିନ ଦ୍ୱିପହରରେ ମାତିଛନ୍ତି ଲୁଟେରା, କାର୍‌ କାଚ ଭାଙ୍ଗି ଲୁଟିନେଲେ ୨୦ ଲକ୍ଷ ଟଙ୍କା, ଟାଉନ ଥାନାରେ…

ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ବଢ଼ି ଚାଲିଛି ଲୁଟ୍‌ପାଟ୍‌। ଜିଲା ସଦର ମହକୁମା ଏଥିରୁ ବାଦ୍‌ ପଡ଼ି ନାହିଁ। ବୁଧବାର ଦିନ ଦ୍ୱିପ୍ରହରରେ ବରଗଡ଼ ସହର ଗାନ୍ଧିଛକ ନିକଟ ଏକ ହୋଟେଲ ସମ୍ମୁଖରେ ରଖାଯାଇଥିବା ଏକ କାର୍‌(ଓଡ଼ି୧୭ଏବି ୬୨୫୫)ର କାଚ ଭାଙ୍ଗି…

ଦୁଃଖ ଦେଇଗଲା ‘ମୋନ୍ଥା’: ହେକ୍ଟର ହେକ୍ଟର ଜମିରେ ବର୍ଷା ପାଣି, ଚାଷୀ ମୁଣ୍ଡରେ ହାତ…

ଛତ୍ରପୁର,୨୯।୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ମୋନ୍ଥା’ ପ୍ରଭାବରେ ଗଞ୍ଜାମ ଜିଲାରେ ତିନି ଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଜିଲାରେ ହେକ୍ଟର ହେକ୍ଟର ଧାନ ଫସଲ ସମ୍ପୂର୍ଣ୍ଣ ଉଜୁଡି ଯାଇଛି l ବର୍ଷା କିଛି ପରିମାଣରେ କମି ଯାଇଥିଲେ…

ବାତ୍ୟା ‘ମୋନ୍ଥା’ ଯିବା ପରେ ମଶା ଉପଦ୍ରବ ବୃଦ୍ଧି: ଚିନ୍ତାରେ ଜନସାଧାରଣ, ମ୍ୟାଲେରିଆ ହେବା ଆଶଙ୍କା… 

ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): ବାତ୍ୟା “ମୋନ୍ଥା”ର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ୨ ଦିନ ଧରି ବର୍ଷା ଲାଗି ରହିଥିଲା। ବୁଧବାର ବର୍ଷା ଛାଡିବା ପରେ ଅପରାହ୍ନଠାରୁ ମଶା ବୃଦ୍ଧି ପାଇଛି। ବଜାର, ଛକ, ଡ୍ରେନ ରହିଥିବା ସ୍ଥାନ…

ଦେଓଗାଁରେ ଚାଞ୍ଚଲ୍ୟ: କପା କିଆରିରେ ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା, ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି…

ବଲାଙ୍ଗୀର/ଦେଓଗାଁ,୨୯ା୧୦(ସୁନିଲ କୁମାର ମହାନ୍ତି/କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡ଼ା ଫାଣ୍ଡି ଅନ୍ତର୍ଗତ ଗଏଲପିଟା ନିକଟରେ ଥିବା ଏକ କପା କିଆରିରେ ବୁଧବାର ସକାଳେ ଜନୈକା ଯୁବତୀଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ଏ ନେଇ ଥାନାରେ…

ପୁଣି ଜନନୀ ଯନ୍ତ୍ରଣା: ପ୍ରସୂତିଙ୍କୁ ୧ କିଲୋମିଟର ବୋହି ଆଣିଲେ ଫାର୍ମାସିଷ୍ଟ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ମଳାସ ପଦର ଗାଁ କୁସୁମା ସାହିରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ସୂଚନା ପ୍ରକାରେ ମଙ୍ଗଳବାର ମଳାସ ପଦର ଗାଁ କୁସୁମା ସାହିର ଭାଗ୍ୟ ବିଶୋୟୀ (୨୦ )ଙ୍କୁ ପ୍ରସବ ଯନ୍ତ୍ରଣା…

କାରଖାନାର ମନମୁଖୀ କାର୍ଯ୍ୟ: ବର୍ଷାକୁ ଖାତିର ନ କରି ଜାରି ରହିଛି ଆନ୍ଦୋଳନ

କେନ୍ଦୁଝର,୨୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣା ସ୍ଥିତଏମ୍‌ଏସ୍‌ପି କାରଖାନାରେ ବାହାର ଅଣ ଓଡ଼ିଆ ନିଯୁକ୍ତିକୁ ନେଇ ଗତ ୨୭ ତାରିଖରୁ ଚାଲିଥିବା କାରଖାନା ସମ୍ମୁଖରେ ସ୍ଥାନୀୟ ଲୋକେ ଆନ୍ଦୋଳନ ଜାରି ରଖିଛନ୍ତି। ଏଣେ ଆନ୍ଦୋଳନ ଚାଲିଥିବା ବେଳେ…

ଟଳିଲା ବାତ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା, ସହାୟତା ଦାବି କରି…

ଭଞ୍ଜନଗର,୨୯ା୧୦(ବାବୁଲା ପ୍ରଧାନ): ବାତ୍ୟା ଭଞ୍ଜନଗର ଅଞ୍ଚଳରେ ଯେଉଁଭଳି ତାଣ୍ଡବ ରଚିବ ବୋଲି ଆଶଙ୍କା କରାଯାଉଥିଲା ସୌଭାଗ୍ୟବଶତଃ ସେଭଳି କିଛି ହୋଇନାହିଁ। କିନ୍ତୁ ବର୍ଷା ପାଇଁ ବ୍ଲକର ଅନେକ ଝାଟିମାଟି ଘର ଭାଙ୍ଗିଯାଇଛି। ଏଥିସହ ଜମିରେ ପାଣି ଭରି ରହିବା ଯୋଗୁ ଧାନଫସଲ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ୧୦ ବଗି ଲାଇନଚ୍ୟୁତ

ରାଉରକେଲା,୨୯ା୧୦: ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ଏକ ମାଲବାହୀ ଟ୍ରେନ୍‌ ବୁଧବାର ଲାଇନଚ୍ୟୁତ ହୋଇଛି। ବାନୋ ଓ କନରାଓ୍ବା ଷ୍ଟେଶନ ମଧ୍ୟରେ ଟ୍ରେନ୍‌ଟି ଲାଇନଚ୍ୟୁତ ହୋଇଛି। ତେବେ ଏହି ମାଲବାହୀ ଟ୍ରେନ୍‌ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?