ଆମ ଜିଲା ଖବର

ଶିକାରୀ ସହ ବନ୍ଧୁକ ଜବତ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ପୋଲିସ ମଙ୍ଗଳବାର ସକାଳେ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେହେଲେ ବୁଦୁରୁପାଲିର ସନିଆ ମଲ୍ଲିକ। ପୋଲିସ ସନିଆଙ୍କଠାରୁ ଦୁଇଟି ହରିଣ ସିଙ୍ଘ, ଗୋଟିଏ ଦେଶୀ ବନ୍ଧୁକ ଜବତ କରିଛି। ଆଜି ସନ୍ଧ୍ୟାରେ ସନିଆଙ୍କୁ କୋର୍ଟ…

ଅଲିମ୍ପିଆଡ ପୁରସ୍କାର: ପ୍ରତ୍ୟୁଷ ବେହେରାଙ୍କୁ ଗୋଲ୍ଡ ମେଡାଲ

ମୋରଡ଼ା,୯ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ବିଦ୍ୟଜ୍ୟୋତି ପବ୍ଲିକ ସ୍କୁଲରେ ଅଲିମ୍ପିଆଡ ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଡାଇରେକ୍ଟର ସଞ୍ଜୟ କୁମାର ସେନାପତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…

ଚଢ଼ାଉ କରି ଜଣଙ୍କ ପରେ ଜଣଙ୍କୁ ଧରିଲା ଅବକାରୀ ଟିମ୍‌

ମୋରଡ଼ା,୯ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ମୋରଡା ଅବକାରୀ ଅଧିକାରୀ ଦୀପକ କୁମାର ରାଉତଙ୍କ ସୂଚନା ମୁତାବକ, ଅବକାରୀ ବିଭାଗ…

ସରକାରଙ୍କ ମହିଳା ବିରୋଧୀ ନୀତି: ତାତିଲେ ସିଆରପି ଗ୍ରହଣ କରିବେନି …

ବଣାଇଁ,୯।୯(ପ୍ରଦୀପ ତ୍ରିପାଠୀ): ଓଡ଼ଶାରେ ସରକାର ପରିବର୍ତ୍ତନ ଓ ନୂତନ ସରକାରଙ୍କ ନିତି ପ୍ରଣୟନକୁ ନେଇ ସବୁକ୍ଷେତ୍ରରେ ଏବେ ଜଳୁଚି ଅସନ୍ତୋଷର ବହ୍ନି। ଆଜି ଲହୁଣୀପଡା ବ୍ଲକର ଶତାଧିକ ସିଆରପି ମହିଳା ବଣାଇଁ ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପୂର୍ବ ସରକାର…

କ୍ରୀଡା ଉତ୍ସବ : ବିଦ୍ୟାଳୟ ପାଇଁ ଗୌରବ ଆଣିଲେ…

ପୁରୁଷୋତ୍ତମପୁର,୯।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଡି ହାଇସ୍କୁଲପଡିଆରେ ବ୍ଲକଶିକ୍ଷାବିଭାଗ ପକ୍ଷରୁ ଏବିଇଓ ବିଜୟଚନ୍ଦ୍ର ବେହେରାଙ୍କ ସଂଯୋଜନାରେ ବ୍ଲକସ୍ତରୀୟ କ୍ରୀଡା ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଯୋଗଦେଇ କ୍ରିଡାର ମହତ୍ୱ ସମ୍ପର୍କରେ…

ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପ୍ରଧାନଶିକ୍ଷକଙ୍କ ସ୍ତ୍ରୀ ଥାନାରେ ଏତଲା ଦେବା ପରେ ବି ପୋଲିସ, ଶିକ୍ଷା ବିଭାଗର କାର୍ଯ୍ୟାନୁଷ୍ଠାନ ଠପ୍‌

ଭବାନୀପାଟଣା, ୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଗତ ୩ ତାରିଖ ଜୁନାଗଡ଼ ପୋଲିସ ଦ୍ୱାରା ପୋକ୍ସୋ ଆକ୍ଟରେ ଗିରଫ…

ଚାକିରି କରିବାକୁ ଆସିଥିଲେ ବେକରେ ଗାମୁଛା ଲଗାଇ ପଙ୍ଖାରେ ଝୁଲିପଡ଼ିଲେ

ଲାଞ୍ଜିଗଡ,୯। ୯( ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସହର ପୂଜାରୀପଡା ଠାରେ ରହୁଥବା ଏକ ଘରେ ଜଣେ ଯୁବକ ରବିବାର ବେକରେ ଗାମୁଛା ଦେଇ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଥିଲେ। ଯୁବକ ଜଣକ ବାଲେଶ୍ୱର ଜିଲା…

ପ୍ରତି ଗାଁରେ ରୋପଣ ହେବ ଗଛ ଚାରା

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପରିସରରେ ମଙ୍ଗଳବାର ବଡପାଟଣା, ଟାଙ୍ଗରପଡ଼ା ଏବଂ ସରାସ କୋଲା ପଞ୍ଚାୟତକୁ ୫ଶହ ଲେଖାଏଁ ଚାରା ଗଛ ପ୍ରେରଣ କରାଯାଇଛି। ଏକ ପେଡ ମା’ କି ନାମପର କାର୍ଯ୍ୟକ୍ରମରେ ଆସନ୍ତା ୧୭ରେ ପ୍ରତି…

କାର୍‌ ଭିତରେ ନାବାଳିକାଙ୍କୁ ବଳାତ୍କାର ମାମଲା: ସେହିଦିନର ଘଟଣା ସମ୍ପର୍କରେ ଖୁଲାସା କଲେ ଏସଡିପିଓ

ଦାରିଙ୍ଗବାଡି, ୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଜଣେ ନାବାଳିକା ଗଣେଶ ମୂର୍ତ୍ତି ବିସର୍ଜନ ମେଢ଼ ଦେଖିବାକୁ ଯାଇ ବଳାତ୍କାରର ଶିକାର ହୋଇଥିଲେ । ଉକ୍ତ ମାମଲାରେ ଅଭିଯୁକ୍ତଙ୍କୁ ପୋଲିସ ଦାରିଙ୍ଗବାଡିରୁ ଗିରଫ କରିଛି…

ତିନି ମାସ ବିତିଲା, ଫେରିଲାନି ପୁଅ…

କୃଷ୍ଣପ୍ରସାଦ,୯।୯(କୈଳାଶ ଚନ୍ଦ୍ର ପଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବ୍ରାହ୍ମଣଦେଓ ଗ୍ରାମର ଚନ୍ଦନ କୁମାର ବିଶ୍ୱାଳ(୧୯) ତିନି ମାସ ହେଲା କେଉଁ ଆଡେ ନିଖୋଜ ହୋଇଯାଇଥିବା ବେଳେ ତାଙ୍କର କୋଣସି ପତ୍ତା ମିଳିପାରୁ ନାହିଁ। ଏନେଇ ପରିବାର ଲୋକେ ହତାଶ ହୋଇ…

ଧର୍ମଶାଳାରୁ ସମ୍ପୂର୍ଣ୍ଣ ସଫା ହୋଇଯିବ ବିଜେଡି! ଆସନ୍ତାକାଲି ମହାମିଶ୍ରଣ ପର୍ବ, ଭାଜପାରେ ମିଶିଯିବେ ଏମାନେ…

ଧର୍ମଶାଳା,୯।୯(ଶିବ ପ୍ରସାଦ ମହାନ୍ତି): ସାଧାରଣ ନିର୍ବାଚନ ପରେ ବିଜେଡି ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି । ଯାଜପୁର ଜିଲା ଧର୍ମଶାଳାରୁ ଲିଭିଯିବ କି ଶଙ୍ଖ ଚିହ୍ନ। ଏମିତି ଆଲୋଚନା ବଜାର ଘାଟରେ ଶୁଣିବାକୁ ମିଳୁଛି। କାରଣ ଆଉ ଧର୍ମଶାଳା ନିର୍ବାଚନ…

ବସିଥିଲେ ଦର୍ଶକ, ଷ୍ଟେଜ ଉପରେ ଡ୍ରେସ ଖୋଲିଦେଲେ ନିଶା ମହାରଣା, ଆଉ ପୋଲିସ ସାଜିଲା..

ପାଟଣା,୯।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ତେଣ୍ଡରା ଗ୍ରାମର ହାଟ ପଡ଼ିଆରେ ମା’ ବିଶେଇପାଟ ଯାତ୍ରା କମିଟି ଆନୁକୁଲ୍ୟରେ ଚାଲିଥିବା ଦୁର୍ଗାଶ୍ରୀ ଅପେରାରେ ଆଇଟମ ଗର୍ଲ ନିଶା ମହାରଣା ସବୁ ସୀମା ଅତିକ୍ରମ କରିଛନ୍ତି। ଷ୍ଟେଜ ଉପରେ ସେ ଛାତିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?