ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ
ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ପହଞ୍ଚି ନିଖୋଜ…
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ ସେ ଜିଲାର ବିଭିନ୍ନ ଲୋକନୃତ୍ୟ, ଲୋକସଂସ୍କୃତି, ଦେବୀପୀଠ ଓ ପ୍ରାକୃତିକ ସ୍ଥଳୀ ପରିଦର୍ଶନ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ…
ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା ଛାତ୍ରୀ ଛାତ୍ରଙ୍କୁ ଧକ୍କା ଦେଇ ଏକ କାର୍ ବରଗଡ ପଟକୁ ଫେରାର୍ ହୋଇ…
ପାଟଣା ବ୍ଲକ୍ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ
ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି। ବ୍ଲକ୍ସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…
ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ
ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର ୮୦ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଦିଗପହଣ୍ଡି କୋର୍ଟରେ ଜେଏମଏଫସି…
ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…
ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଉପଜିଲାପାଳ ଡଃ ଶିବାଶିଷ ବରାଳ, ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ମନୋରଞ୍ଜନ…
ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ ଦିବସ ପାଳନ କମିଟିର ଆବାହକ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…
ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍ସରେ ଗତ ଗୁରୁବାର ଅପରାହ୍ନରେ ବାଇକରୁ ଖସିପଡ଼ି ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁର ଜିତୁ ସାହୁଙ୍କ ସ୍ତ୍ରୀ…
ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ
ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଛତ୍ରପୁର ପୋଲିସ ପରେଡ୍ ପଡ଼ିଆରେ ଆୟୋଜିତ ଏହି ଉତ୍ସବରେ ଓଡ଼ିଶା ସରକାରଙ୍କ…

