ଆମ ଜିଲା ଖବର

କଳାହାଣ୍ଡି ଜିଲା ପାଇଁ ପୁଣି ଗୌରବ ଆଣିଲେ ତପିମଣି ଜାନି, ସର୍ବଶ୍ରେଷ୍ଠ ବିଇଓ ଭାବେ…

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ)-ଭୁବନେଶ୍ୱର ଲୋକସେବା ଭବନ କନଭେନସେନ ସେଣ୍ଟରଠାରେ ଶୁକ୍ରବାର ‘ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବ’ ଓ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ’ ଅନୁଷ୍ଠିତ ହୋଇଥିଲା। ଏଥିରେ ଶିକ୍ଷାଦାନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଶ୍ରେଷ୍ଠ ଶିକ୍ଷକ,ବ୍ଲକ ଶିକ୍ଷାଅଧିକାରୀ,ଜିଲା ଶିକ୍ଷାଅଧିକାରୀ ମାନଙ୍କୁ…

ଗୁରୁ ଦିବସରେ ଶିକ୍ଷକନେତାଙ୍କୁ ଚୁନ ମାରିଦେଲେଦେଲେ: ନେଇଗଲେ ୩ଲକ୍ଷ ୫୩ ହଜାର

ପାଟଣା,୫ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ କମଳାକାନ୍ତ ପତି ସାଇବର ଠକେଇର ଶିକାର ହୋଇଛନ୍ତି। ତାଙ୍କ ୨ ବ୍ୟାଙ୍କ ଅକାଉଣ୍ଟ ସହ ଏକ କ୍ରେଡିଟ କାର୍ଡରୁ ଚତୁରତା ସହ ହ୍ୟାକର ମୋଟ ୩ ଲକ୍ଷ ୫୩…

ନୂଆବୋହୂ ହାତରୁ ଛାଡ଼ିନି ମେହେନ୍ଦୀ: ଲିଭିଗଲା ମଥାର ସିନ୍ଦୁର, ବାହୁନି ବାହୁନି କାନ୍ଦୁଛି….

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗୋପାଳପୁର ଗ୍ରାମର ନବବିବାହିତ ଯୁବକ ମନ୍ମଥ କୁମାର ଭୁଁୟା (୨୮) ସାପ କାମୁଡାରେ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସେ ଚାଷ ଜମିରେ କାମ କରୁଥିବା ବେଳେ ତାଙ୍କ ବାମ…

ମାଁ ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପଡ଼ିଲା ଶୁଭଖୁଣ୍ଟି

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା ’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି ଗାନ୍ଧୀ ଛକସ୍ଥିତ ଅସ୍ଥାୟୀ ଯାତ୍ରା ପୀଠରେ ଶୁଭଖୁଣ୍ଟି ସ୍ଥାପନ କରା ଯାଇଛି। ଆସନ୍ତା…

ବିଜେଡି ଉପରେ ବର୍ଷିଲେ ବିଧାୟକ: କହିଲେ ବିଜେଡି ଶିକ୍ଷକଙ୍କୁ ତଳିତଳାନ୍ତ କରି ରଖିଥିଲା

ଭଞ୍ଜନଗର,୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ଟାଉନ ହଲଠାରେ ଗୁରୁପୁଜନ ଉତ୍ସବ ଓ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଜିଲା ପାଇଁ ଗୌରବ ଆଣିଥିବା ପାୟଲଙ୍କୁ ଭେଟିଲେ ବିଧାୟକ

ଗଞ୍ଜାମ,୫।୯(ବିଦ୍ୟାଧର ସାହୁ ): ତାମିଲନାଡୁର ଚେନ୍ନାଇ ସ୍ଥିତ ନେହୁର ଇନଡୋର ଷ୍ଟାଡିୟମରେ ୱାକୋ ଇଣ୍ଡିଆ କିକବକ୍ସିଂ ଫେଡେରେଶନ ଦ୍ୱାରା ଆୟୋଜିତ କିକ ବକ୍ସିଂ ପ୍ରତିଯୋଗିତାରେ ରୌପ୍ୟ ହାସଲକାରୀ ପାୟଲ ନାହାକଙ୍କୁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି।…

୨୬୦ ଗାଁରେ ଆରମ୍ଭ ହେବ ଆଦି କର୍ମଯୋଗୀ ଅଭିଯାନ: ଜାଣନ୍ତୁ କେଉଁମାନେ ପାଇବେ ଏହାର ଲାଭ

ନୂଆପଡ଼ା,୫ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ବହୁ ଆକାଂକ୍ଷିତ ଆଦି କର୍ମଯୋଗୀ ଅଭିଯାନ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ  ଚଳନ୍ତା କାରରୁ ଗଞ୍ଜେଇ ଜବତକଲା  ପୋଲିସ  : ଛତିଶଗଡ଼ର ଦୁଇ  ଗିରଫ

ବଲାଙ୍ଗୀର,୫।୯( ସୁନିଲ ମହାନ୍ତି ): କଣ୍ଟାମାଳ ବୌଦ୍ଧରୁ ତୁଷୁରା ନାଇକେନ ଶିରା ଛକଦେଇ ବଲାଙ୍ଗୀକୁୁ କାରରେ ଗଞ୍ଜେଇ ଆସୁଥିଲା । ଏକ ସୁଇପ କାର୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସକୁ ଆଗରୁ ସୂଚନା ମଧ୍ୟ ମିଳିଥିଲା। ପୁର୍ବ ପ୍ରସ୍ତୁତି ଅନୁଯାୟୀ ଫିଲ୍ମ…

ଶିକ୍ଷକ ଗୋବିନ୍ଦ ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ସାକ୍ଷୀଗୋପାଳ, ୫। ୯ (କିଶୋର ମହାପାତ୍ର/ ପ୍ରଶାନ୍ତ ବାରିକ) ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା ସମାରୋହରେ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ପରହାଟ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪-୨୫…

ଗୁରୁ ଦିବସରେ ଏହି ବ୍ଲକରୁ ୪ ଶିକ୍ଷକ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ପାଟଣା,୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ବେଳେ ବିଜ୍ଞାନ ପାଇଁ ତୁରୁମୁଙ୍ଗା ଦଧିବାମନ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିରଞ୍ଚି ନାରାୟଣ ମହାରଣା,…

ଲୁଟେରା ଗିରଫ: ୨ ବାଇକ୍‌କୁ ଜବତ କଲା ତାରସିଂ ପୋଲିସ

ଭଞ୍ଜନଗର,୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ପୋଲିସ ଶୁକ୍ରବାର ଜଣେ ବାଇକ ଲୁଟେରାଙ୍କୁ ଗିରଫ କରିଛି। ସେହେଲେ ନାରାୟଣପାଟଣା ଗ୍ରାମର ନାରାୟଣ ନାୟକ। ପୋଲିସ ତାଙ୍କ ଠାରୁ ୨ଟି ଚୋରା ବାଇକ, ୩ ଟି ସାଇକେଲ ଜବତ କରିଛି। ଏଥିସହ ଅଭିଯୁକ୍ତ…

ଏକାବେଳେ ଚାଲିଗଲା ୨ ଭାଇଙ୍କ ଜୀବନ: ଭୋ ଭୋ ହେଇ କାନ୍ଦୁଛି ମା’

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଞ୍ଚିପଦର୍ ଗ୍ରାମରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି।ଗାଁ ମୁଣ୍ଡ ପୋଖରୀ କୁ ଗାଧୋଇବା କୁ ଯାଇ ପାଣିରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?