ଆମ ଜିଲା ଖବର

ଶିକ୍ଷକ ସମାରୋହରେ ନିରାଶ ହେଲେ ଶିକ୍ଷକ, ସମ୍ମାନ ଗ୍ରହଣ କରି ନ ପାରି…

କଟକ ସଦର,୫ା୯(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବ୍ରହ୍ମପୁର ପଞ୍ଚାୟତର ଏକ କଲ୍ୟାଣମଣ୍ଡପରେ ଶୁକ୍ରବାର ଶିକ୍ଷା ସମ୍ମାନ ସମାରୋହ -୨୦୨୫ ଅନୁଷ୍ଠିତ ହୋଇଥିଲା। ଗୁରୁଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କଟକ ସଦର ବ୍ଲକ ଅନ୍ତର୍ଗତ ୧୮ଟି କ୍ଳଷ୍ଟରର…

କୁଡ଼ିଆ ଘରେ ୫୦ ବର୍ଷ ବିତିଲା, କୁମାରୀଙ୍କୁ ମିଳିଲାନି ପକ୍କା ଘର

ଭଞ୍ଜନଗର,୫ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଘୋଡ଼ାଦାଣ୍ଡି ନିକଟରେ ଏକ ସରକାରୀ ଜମିରେ ଆଜକୁ ୫୦ ବର୍ଷ ହେବ କୁଡ଼ିଆ ଘରେ ସୁକୁଟା ନାଇକ ଓ ବିଜୟ ନାଇକ ବଡ଼କୋଦଣ୍ଡା ଗ୍ରାମରୁ ଆସି ବସବାସ କରୁଥିଲେ। ୫ ବର୍ଷ ପୂର୍ବରୁ…

ନୂଆ ପଦକ୍ଷେପ: ଗୁରୁଙ୍କ ପ୍ରତିମୂର୍ତ୍ତି ତିଆରି କରି ପାଳିଲେ ଗୁରୁଦିବସ, ସମାଜ ପାଇଁ ପାଲଟିଲେ ଉଦାହରଣ

ଛତ୍ରପୁର,୫ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ଗଞ୍ଜାମ ବ୍ଲକର ଏକ ନିପଟ ପଲ୍ଲୀଗ୍ରାମ ତାରିଣୀ ପଲ୍ଲୀର ୟୁଥ୍‌ଫର୍‌ ଭିଲେଜ ପକ୍ଷରୁ ପବିତ୍ର ଗରୁଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଯାହାକି ଏହା ସମଗ୍ର ମାନବ ସମାଜ ଲାଗି ଏକ ଉଦାହରଣ ପାଲଟିବା ସହ…

ଆରମ୍ଭ ହେଲା କଂଗ୍ରେସର ‘ସଙ୍ଗଠନ ସୃଜନ ଅଭିଯାନ’: ଏହାର ମୂଳ ଲକ୍ଷ୍ୟ ହେଉଛି….

ବଲାଙ୍ଗୀର, ୫।୯(ସୁନୀଲ ମହାନ୍ତି): ଜିଲାରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ କରିବା ପାଇଁ ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଚାଲିଥିବା ‘ସଙ୍ଗଠନ ସୃଜନ ଅଭିଯାନ’ କାର୍ଯ୍ୟକ୍ରମ ଶୁକ୍ରବାର ଠାରୁ ବଲାଙ୍ଗୀର ଜିଲାରେ ଆରମ୍ଭ ହୋଇଛି। ସ୍ଥାନୀୟ ସାମ୍ବାଦିକ ଭବନ ଠାରେ…

ବନ୍ଧାହେଲେ ୨ ମହିଳା: ୬୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ବିଦ୍ୟାଧରପୁର ଗ୍ରାମର ମମତା ଦଳେଇଙ୍କୁ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଶୁକ୍ରବାର ସକାଳେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ତାଙ୍କ ନିକଟରୁ ୪୦…

ନେତା-କର୍ମୀଙ୍କ ସହ କଂଗ୍ରେସ ପର୍ଯ୍ୟବେକ୍ଷକଙ୍କ ଆଲୋଚନା, ସଭାପତି ଚୟନ ନେଇ ଚାଲିଛି କସରତ

ଛତ୍ରପୁର,୫ା୯(ଦିଲ୍ଲୀପ ସାମଲ): କଂଗ୍ରେସ ପକ୍ଷରୁ ଗଞ୍ଜାମ ଜିଲା (ପୂର୍ବ) ସଭାପତି ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି । ସଙ୍ଗଠନ ସୃଜନ ଅଭିଯାନ ମାଧ୍ୟମରେ ଦଳର ବରିଷ୍ଠ ନେତୃବୃନ୍ଦ ତୃଣମୂଳସ୍ତରରେ ଥିବା ନେତୃମଣ୍ଡଳୀ ଓ କର୍ମୀଙ୍କଠାରୁ ତଥ୍ୟ ସଂଗ୍ରହ କରି ସଭାପତି…

‘ନିଜକୁ ଜଳାଞ୍ଜଳି ଦେଇ ସମସ୍ତଙ୍କୁ ଆଲୋକିତ କରୁଥିବା ବ୍ୟକ୍ତି ହେଉଛନ୍ତି ଶିକ୍ଷକ’

ଦାରିଙ୍ଗବାଡି,୫।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାଣୀଦୁର୍ଗା ରେସିଡେନ୍ସି କଲ୍ୟାଣ ମଣ୍ଡପଠାରେ ବ୍ଲକ ସ୍ତରୀୟ ଗୁରୁ ଦିବସ ଏବଂ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଯାମିନୀକାନ୍ତ ପଡ୍ରାଙ୍କ ଅଧ୍ୟକ୍ଷତା…

ଫୁଲୁଛି ହୀରାକୁଦ, ଚଳିତବର୍ଷ ଖୋଲିବ ସର୍ବାଧିକ ୨୪ ଗେଟ୍‌

ସମ୍ବଲପୁର,୫ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ଅଧିକ ୪ଟି ସ୍ଲୁଇସ୍‌ ଖୋଲାଯାଇ ମୋଟ ୨୦ଟି ସ୍ଲୁଇସ ଗେଟ୍‌ରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ସୂଚନାଯୋଗ୍ୟ, ଗୁରୁବାର ୩ଟି ପର୍ଯ୍ୟାୟରେ ଅଧିକ ୧୦ଟି…

ଜଙ୍ଗଲରେ ମାଟିତଳେ ପୋତିଥିଲେ ମଦ, ଅବକାରୀ ବିଭାଗ ଚଢାଉ କରି…

ଆଠଗଡ଼,୫।୯: କଟକ ଜିଲା ଖୁଣ୍ଟୁଣି ଥାନା ଡାଳୁଅ ଏବଂ ଖଣ୍ଡୁଆଳି ଜଙ୍ଗଲରେ ଅବକାରୀ ବିଭାଗ ପକ୍ଷରୁ ବୁଧବାର ବଡ଼ ଧରଣର ଚଢାଉ କରାଯାଇଛି। ଚଢାଉ ବେବେ ମାଟି ତଳୁ ବିପୁଳ ପରିମାଣର ଦେଶୀମଦ ଜବତ କରାଯାଇଛି। ମାଟି ତଳୁ ୧୯୯୫ ଲିଟର…

ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି…

ଗୁରୁ ଦିବସରେ ଅଘଟଣ: ପିଲା ବସିଥିବାବେଳେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି…

ବାସୁଦେବପୁର ୫।୯(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ପଞ୍ଚାୟତରେ ବହୁମା ଘେରି ପ୍ରାଥମିକ ବିଦ୍ୟାଳୟରେ ଗୁରୁ ଦିବସ ଅବସରରେ ହଠାତ୍‌ ସ୍କୁଲ ଛାତ ଖସି ପଡିବାରୁ ୩ ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରୀମାନେ ହେଲେ…

ତାତିଲେ ମହିଳା, ଆମ ବସ୍‌ ଅଟକାଇବାରୁ ଯାତ୍ରୀମାନେ…

ପାଟଣା,୫ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଣମହୁଲଡିହା, ପିଛୁଳାବେଡ଼ା ଓ ରହୁଣି ଦୁମା ଗାଁକୁ ଆମ ବସ୍‌ ଯାଉ ନ ଥିବାରୁ ଶୁକ୍ରବାର ଶତାଧିକ ମହିଳା ଏକତ୍ରିତ ହୋଇ ଜମୁଳେଇବେଡ଼ା ଛକ ନିକଟରେ ବସ୍‌କୁ ଦୀର୍ଘ ୪ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?