ଦୋଳ ବିମାନରେ ପୂଜା ପାଉଛନ୍ତି ରାଧାମାଧବ
କାକଟପୁର/ଅସ୍ତରଙ୍ଗ,୨ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ରିଶୋଲ ଅଞ୍ଚଳରେ ଦୋଳ ବିମାନ ଗାଁ ଗାଁ ବୁଲିବା ସହ ଦେବୀନଦୀ ପାର ହୋଇ ନଈଗୁଆଁ, ଖଣ୍ଡାସାହି ଗ୍ରାମ ପରିକ୍ରମା କରିଛନ୍ତି। ସେହିପରି ବରାଙ୍ଗ, ନଗର, ଶିଶୁଅ,…
କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ
ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି ମାଝୀ (୬୧) ନାମକ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେବାରୁ ଘଟଣା ସ୍ଥଳରେ…
ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ ୧୦ରୁ ଅଧିକ ମହିଳା, ବୁଲାଣି ରାସ୍ତାରେ ଘଟିଲା…
ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ ମହିଳା ଆହତ ହୋଇଛନ୍ତି। ସୂଚନାନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ…
ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…
ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇ ହସ୍ପିଟାଲେ ଚିକିତ୍ସିତ ହେଉଛନ୍ତି…
ଜବତ ହେଲା ଦେଶୀ ମହୁଲି, ଗାଁ ନିକଟରେ ଯାଉଥିବାବେଳେ ମାଡିବସିଲା ଅବକାରୀ ବିଭାଗ, ଘଟଣାରେ…
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ ଥାନା ଚାନ୍ଦପୁର ଗ୍ରାମ ନିକଟରେ ଯାଉଥିବା ଏକ ଇଣ୍ଡିଗୋ କାର୍ରୁ ୧୪୦ ଲିଟର ଦେଶୀ ମହୁଲି ଜବତ ହୋଇଛି। ତଦନ୍ତ ବେଳେ ମଦ ମାଫିଆ ଘର ଚାନ୍ଦପୁର ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି…
ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ: ଏହି ବୟସର ଝିଅଙ୍କୁ ମିଳିବ ଟିକା
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୋମବାର ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଛି। ଏହି କାର୍ଯ୍ୟକର୍ମକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡକ୍ଟର ସ୍ମୃତି ରଞ୍ଜନ ବିଶାଳ…
ଜୟପୁର ଜିଲା କୋର୍ଟରେ ଫେରାର ଥାନା ଅଧିକାରୀଙ୍କ ଆତ୍ମସମର୍ପଣ, ଗଞ୍ଜେଇ ବେପାରୀଙ୍କୁ ସହଯୋଗ….
ଜୟପୁର,୨।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚୋରା ଚାଲାଣକାରିଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଫେରାର ଥିବା ଥାନା ଅଧିକାରୀ ଜୟପୁର ଜିଲା ଜଜ୍ କୋର୍ଟରେ ଆତ୍ମ ସମର୍ପଣ । ଥାନା ଅଧିକାରୀ ଜଣକ ହେଉଛନ୍ତି ପୁରୀ ଜିଲା ଅସ୍ତରଙ୍ଗର ତତ୍କାଳୀନ ଥାନା ଅଧିକାରୀ ରାଜେଶ…
ଗାଙ୍ଗମାଙ୍କ ରତ୍ନ ମୁଦ ପ୍ରତିଷ୍ଠା: ଶତାଧିକ ଶ୍ରଦ୍ଧାଳୁ ସାମିଲ
ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗ୍ରାମଦେବୀ ମା’ଗାଙ୍ଗମାଙ୍କ ରତ୍ନ ମୁଦ ପ୍ରତିଷ୍ଠା ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶତାଧିକ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି କ୍ରମେ ରତ୍ନ ମୁଦ…
୧୫ ମାଓବାଦୀଙ୍କ ଆତ୍ମସମର୍ପଣ : ୯ ମହିଳା, ୬ ପୁରୁଷ
ନୂଆପଡା/ବରଗଡ଼,୨।୩ (ମକାରୁ ବେମାଲ/ପ୍ରେମାନନ୍ଦ ଖମାରୀ): ଭାରତକୁ ମାଓବାଦୀମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଡେଡ୍ ଲାଇନ୍ ମାର୍ଚ୍ଚ ୩୧ ପାଖେଇ ଆସୁଥିବାବେଳେ ଛତିଶଗଡ଼ ପୋଲିସକୁ ରବିବାର ବଡ଼ ସଫଳତା ମିଳିଛି। ବରଗଡ଼, ବଲାଙ୍ଗୀର ଓ ଛତିଶଗଡ଼ର ମହାସମୁନ୍ଦ ଡିଭିଜନାଲ…
ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍ ଅଫିସ୍ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ
ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବିଜେଡିର ଲୋକ ପ୍ରତିନିଧି ବିଡ଼ିଓଙ୍କଙ୍କ ସହ ଆଲୋଚନା କରୁଥିଲେ। ପରେ କଥା କଟାକଟି…
ତ୍ରିଶୂଳ ପୋଖରୀ ପାଣି ଦୂଷିତ: ରୋଗ ବ୍ୟାପିବା ଆଶଙ୍କା
ଲୋଇସିଂହା,୨।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ସହରର ତ୍ରିଶୂଳ ପୋଖରୀ ପାଣି ଦୂଷିତ ହୋଇପଡିଛି। ତଥାପି ଏହି ପୋଖରୀରେ ଦୈନିକ ଲୋଇସିଂହା ବସ୍ତିର ଶତାଧିକ ବ୍ୟକ୍ତି ସ୍ନାନ କରୁଥିବାରୁ ଚର୍ମ ରୋଗ ସହିତ ନା ନା ରୋଗ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି।…
ଓଲଟିଲା ଯାତ୍ରା ପାର୍ଟି ବସ୍: ୨୦ରୁ ଅଧିକ କଳାକାର ଆହତ
ଦେବଗଡ,୨।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ ଓପେରା ୱେଷ୍ଟର୍ଣ୍ଣ ଓଡିଶା ଯାତ୍ରା ପାର୍ଟି ବସ ଓଲଟି ୨୦ରୁ ଅଧିକ କଳାକାର ଆହତ ହୋଇଛନ୍ତି । ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଭାରସାମ୍ୟ ହରାଇ ବସ ଓଲଟି ପଡିଥିବା…
Archives


