ନଦୀରେ ନାହିଁ ବାଲି, ଗଛଲତାରେ ଭରିଗଲାଣି
ଭଞ୍ଜନଗର,୧୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣଯନ୍ତ୍ରୀଙ୍କ ଅଧୀନରେ ଥିବା ଅନେକ ନଦୀରେ ଗଛ ପୂର୍ଣ୍ଣ ହୋଇଯାଉଛି। ବର୍ଷବର୍ଷ ଧରି କାଶତଣ୍ଡୀ ଫୁଲର ମୂଳ ନଦୀରେ ରହୁଛି। ଯେଉଁଠି ଫୁଲଗଛ ରହୁଛି ସେଠି ମାଟି ଉଚ୍ଚ ହୋଇ ରହୁଛି।…
ତାଣ୍ଡବ ରଚିଲା କାଳବୈଶାଖୀ, ଉପୁଡ଼ିଲା ବଡ଼ବଡ଼ ଗଛ
ଝରିଗାଁ,୧୮ା୪(କିଶୋର ଚନ୍ଦ୍ର ମଣ୍ଡଳ): କାଳବୈଶାଖୀ ପ୍ରଭାବରେ ଝରିଗାଁ ସଦରମହକୁମାସ୍ଥିତ ଶିରାଗୁଡ଼ା ସାହିଠାରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଏହି ରାସ୍ତା ଦେଇ ପ୍ରାୟ ଘଣ୍ଟାଏ ଧରି ଯାତାୟାତ ଠପ୍ ହୋଇଯାଇଥିଲା। ବର୍ଷା ପବନ କମିବାରୁ…
ଘର ପୋଡି କ୍ଷତିଗ୍ରସ୍ତଙ୍କୁ ମିଳିଲା ସହାୟତା
ଧରାକୋଟ,୧୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ଡାକିବଜା ଗ୍ରାମରେ ଶଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ୧୦ଟି ପରିବାରର ୧୧ ବଖରା ପୋଡି ଯାଇଥିଲା। ଏହି କ୍ଷତିଗ୍ରସ୍ତ ପରିବାରଙ୍କୁ ଶୁକ୍ରବାର ସହାୟତା ବଣ୍ଟନ କରାଯାଇଛି। ଘଟଣାସ୍ଥଳରେ…
ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର
ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ ସବୁକିଛି ଉଜାଡ଼ି ଦେଇଛି। କାଳବୈଶାଖୀ ପ୍ରଭାବରେ ମନହରପୁର ଗ୍ରାମରେ ବ୍ୟପକ କ୍ଷୟକ୍ଷତି ଘଟି ବଡ଼ବଡ଼…
ଭାଉଜଙ୍କ ସୁନା ଗହଣା ଚୋରି କରିବା ଦିଅରଙ୍କୁ ପଡ଼ିଲା ମହଙ୍ଗା
ଜୟପୁର,୧୮।୪ (ପବନ ପାଣିଗ୍ରାହୀ): ଭାଉଜଙ୍କ ସୁନା ଗହଣା ଚୋରି ଅଭିଯୋଗରେ ଜୟପୁର ସଦର ପୋଲିସ ଦିଅରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ରାଜକମଲ ଘଡେଇ(୨୫)। ମିଳିଥିବା ସୂଚନାନୁଯାୟୀ ଏପ୍ରିଲ ୧୧ରେ ଭଟାଛିଞ୍ଚତ୍ ଗ୍ରାମର କିଶୋରୀ ଘଡ଼େଇ ଲିଖିତ…
ବଦଳିଲା ସରକାରୀ ମହାବିଦ୍ୟାଳୟର ନାମ
କୋରାପୁଟ,୧୮ା୪(ଅମିତାଭ ବେହେରା): କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ସରକାରୀ ମହାବିଦ୍ୟାଳୟର ପୁଣିଥରେ ନାଁ ବଦଳିଛି। ଗତ ୧୬ ତାରିଖରେ ଏହାକୁ ରାଜ୍ୟ ସରକାର ବିଜ୍ଞପ୍ତି ମାଧ୍ୟମରେ ସରକାରୀ ଡିଏଭି ମହାବିଦ୍ୟାଳୟ ନାମରେ ନାମିତ କରିଛନ୍ତି। ଦୀର୍ଘଦିନର ଦାବି ପରେ କଲେଜ ତାର ପୂର୍ବ ନାମ…
ସମ୍ବଲପୁର ସିଆର୍ପିଏଫ୍ ଗୋଷ୍ଠୀ କେନ୍ଦ୍ର ସର୍ବଶ୍ରେଷ୍ଠ ବିବେଚିତ
ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ଭାରତର ସର୍ବବୃହତ ସାମରିକ ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର ଜନ୍ମଭୂମି ମଧ୍ୟପ୍ରଦେଶର ନିମଚରେ ଗୁରୁବାର ଆୟୋଜିତ ୮୬ତମ ସ୍ଥାପନା ଦିବସ ପରେଡରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗଦେଇ ଡେପୁଟି ଇନ୍ସପେକ୍ଟର ଜେନେରାଲ…
ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ
ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା ଶୁକ୍ରବାର ସମାପ୍ତ ହୋଇଛି। ମନ୍ଦିର ସମ୍ମୁଖ ପଡ଼ିଆରେ ୯ ଫୁଟର ଦୁଇଟି ନିଆଁ ଖନ୍ଦା…
ୟୁଜିସି ନେଟ୍ ପରୀକ୍ଷା ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ ଫର୍ମ ପୂରଣ କରିବାର ଶେଷ ତାରିଖ
ଭୁବନେଶ୍ୱର,୧୮ା୪: ୟୁଜିସି-ନେଟ୍ ଜାତୀୟ ଯୋଗ୍ୟତା ପରୀକ୍ଷା ୨୦୨୫ର ଜୁନ୍ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଛାତ୍ରୀଛାତ୍ର ଏନେଇ ସରକାରୀ ଓ୍ବେବ୍ସାଇଟ୍ ମାଧ୍ୟମରେ ଆବେଦନ କରିପାରିବେ। ଫର୍ମ ପୂରଣ କରିବାର ଶେଷ ତାରିଖ ମେ ୭ ରାତି ୧୧ଟା ୫୯…
ନ୍ୟାଶନାଲ ହେରାଲ୍ଡ ସ୍କାମ୍ ବିରୋଧରେ ତାତିଲା ଭାଜପା
କେନ୍ଦୁଝର,୧୮ା(ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାଶନାଲ ହେରାଲ୍ଡ ସ୍କାମ୍ରେ ୬ ହଜାର କୋଟିର ଅର୍ଥ ଲୁଟ୍ରେ ସିଧାସଳଖ ସଂପୃକ୍ତ ଥିବା କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଶୁକ୍ରବାର ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦୁଝର ସହରସ୍ଥିତ କଂଗ୍ରେସ…
ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର
ନିରାକାରପୁର,୧୮ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ନୟାଗଡ଼ ଜିଲା ରଣପୁର ଥାନା…
ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ, ବାପା-ଭାଇ ଗୁରୁତର
ସାକ୍ଷୀଗୋପାଳ,୧୮ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ କେତକୀ ପାଟଣା ପଞ୍ଚାୟତର ପଦ୍ମପୁର ଗ୍ରାମର ଚାଷୀ ଦୀପ୍ତିରଞ୍ଜନ ବାରିକ (୩୬)ଙ୍କ ବଜ୍ରପାତରେ ଶୁକ୍ରବାର ମୃତ୍ୟୁ ଘଟିଛି। ତାଙ୍କ ବାପା କାଶୀନାଥ ବାରିକ ଓ ମଝିଆ ଭାଇ ସୌମ୍ୟରଞ୍ଜନ ବାରିକ…
Archives


