ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଆରମ୍ଭ, ସୁପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ
ଦିଗପହଣ୍ଡି,୩୧|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନୂଆସାହି ଆରାଧ୍ଯ ଦେବୀ ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଶୁଭାରମ୍ଭ ହୋଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମାଁ ଙ୍କ ଯାତ୍ରା ଭାଦ୍ରବ ଶୁକ୍ଳ ଏକାଦଶୀ ତିଥି ଠାରୁ ୫ ଦିନ ବ୍ୟାପୀ ଅନୁଷ୍ଠିତ…
ମାଛମୁଣ୍ଡ ପାଇଁ ଗଡିଥିଲା ମୁଣ୍ଡ, ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ଓଡିଶା ପୋଲିସ
ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଉପକଣ୍ଠ ପାଣ୍ଡିଆ ଛକ ନିକଟ ରୁଷିକୁଲ୍ୟା ନଦୀ ବ୍ରିଜ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ ଲୋକମାନ ସେଖ (୪୫)ଙ୍କ ହତ୍ୟା ମାମଲାରେ ପୁରୁଷୋତ୍ତମପୁର ପୋଲିସ ପଶ୍ଚିମବଙ୍ଗରୁ ଦୁଇ ଅଭିଯୁକ୍ତ ସୁନ୍ଦର ସେଖ (୨୮) ଓ…
ଜଗନ୍ନାଥପ୍ରସାଦକୁ ମିଳିଲା ଏନ୍ଏସି ମାନ୍ୟତା, ପରସ୍ପରକୁ ମିଠା ଖୁଆଇ କଲେ ଆଲିଙ୍ଗନ
ଜଗନ୍ନାଥପ୍ରସାଦ,୩୧ା୮(ବିଭୁପ୍ରସାଦ ପଟ୍ଟନାୟକ): ବହୁଦିନର ସ୍ବପ୍ନ ଆଜି ପୂରଣ ହୋଇଛି। କିଏ ବାଣ ଫୁଟାଇ ଉତ୍ସବ ପାଳନ କରୁଛନ୍ତି ତ କିଏ ପରସ୍ପରକୁ ମିଠା ଖୁଆଇ ଆଲିଙ୍ଗନ କରୁଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ। ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି…
ପୂଜାପାଠ ପରେ ବିକିଥାନ୍ତେ ବାଘଛାଲ, ପୂର୍ବରୁ ଧରାପଡ଼ିଗଲେ ଅବସରପ୍ରାପ୍ତ ପୋଲିସ ଏଏସ୍ଆଇଙ୍କ ସହ…
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ ରବିବାର ସକାଳେ ଏକ କଲରାପତରିଆ ବାଘଛାଲକୁ ଜବତ କରିଛନ୍ତି। ଏହି ମାମଲାରେ ଜଣେ ଅବସରପ୍ରାପ୍ତ ପୋଲିସ ଏଏସ୍ଆଇ, ଜଣେ ବାବାଜୀଙ୍କ ସମେତ ୭ ଜଣକୁ ଗିରଫ କରାଯାଇଛି। ଏହି…
ଲୋକଙ୍କ ପାଖରେ ସମସ୍ତ ଯୋଜନା ପହଞ୍ଚିବା ନେଇ ଆହ୍ବାନ ଦେଲେ ମନ୍ତ୍ରୀ
ଗୋପାଳପୁର,୩୧ା୮(ନବୀନ ରାଜ ଆଚାରୀ): ରବିବାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି l ସକାଳେ କାର୍ଯ୍ୟାଳୟରେ ପରିଷଦ ଅଧ୍ୟକ୍ଷ ଏ.ଜାନକୀ ରାମ ପତାକା ଉତ୍ତୋଳନ କରିଥିଲେ। ପରେ ନୂଆବସ୍ ଷ୍ଟାଣ୍ଡ ପରିସରରେ ଏକ…
ଦୀର୍ଘ ୫୨ ବର୍ଷପରେ ପୁରୁଷୋତ୍ତମପୁର ଏନଏସି ପାଳିଲା ସ୍ବାୟତ୍ତ ଶାସନ ଦିବସ
ପୁରୁଷୋତ୍ତମପୁର,୩୧।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ବାୟତ୍ତ ଶାସନ ଦିବସ ନିର୍ବାହୀଅଧିକାରୀ ଗୋବିନ୍ଦ ଡନସେନାଙ୍କ ସଂଯୋଜନାରେ ଓ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ପୌରହିତ୍ୟରେ ରବିବାର ଇନଡୋର ଷ୍ଟାଡିୟମ ପରସରରେ ଅନୁଷ୍ଠିତ ହୋଇଯାଇଛି। ୧୯୭୩ରେ ଏନଏସି ପ୍ରତିଷ୍ଠାର ଦୀର୍ଘ ୫୨ ବର୍ଷପରେ ପ୍ରଥମକରି…
ଜୟପାଟଣା-ନର୍ଲାକୁ ନୂଆ ଏନ୍ଏସି ମାନ୍ୟତା, ବାଦ୍ ପଡ଼ିଲା ଏମ୍.ରାମପୁର
ଭବାନୀପାଟଣା,୩୧ା୮(ଉତ୍ତମ କୁମାର ଦାଶ): ରାଜ୍ୟ ସରକାର ରବିବାର ସ୍ବାୟତ୍ତ୍ୱ ଶାସନ ଦିବସ ଅବସରେ ରାଜ୍ୟରେ ୧୬ ଟି ନୂଆ ଏନ୍ଏସି ଓ ମ୍ୟୁନିସିପାଲିଟିର ନାମ ଘୋଷଣା କରିଛନ୍ତି। ଏହି ନୂଆ ଏନ୍ଏସିରେ କଳାହାଣ୍ଡି ଜିଲାର ଜୟପାଟଣା ଓ ନର୍ଲା ସ୍ଥାନ ପାଇଛି।…
ଜଗନ୍ନାଥପ୍ରସାଦ ନୂଆ ଏନ୍ଏସି, ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ
ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ରବିବାର ମ୍ୟୁନିସିପାଲିଟି ମାନ୍ୟତା ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧୀନରେ ଆସୁଥିବା ଜଗନ୍ନାଥପ୍ରସାଦକୁ ନୂତନ ଏନ୍ଏସି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ…
ପୂର୍ବ ଶତ୍ରୁତାକୁ ନେଇ ଦିନ ଦୁଇପ୍ରହରରେ ନିର୍ମମ ହତ୍ୟା
ରିଷିଡା,୩୧।୮(ସୁଶାନ୍ତ ମଲ୍ଲିକ): ପୂର୍ବ ଶତ୍ରୁତା ନେଇ ଛାତିକୁ ହାଣିଦେଲେ ଟାଙ୍ଗିଆରେ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ବକ୍ଲ ଅନ୍ତର୍ଗତ ଗୋପାଳପୁର ଗ୍ରାମରେ। ଶୁକ୍ରବାର ଅପରାହ୍ନରେ ଶଶିକାନ୍ତ ମହାନନ୍ଦ (୨୮) ଓ ଉକ୍ତ ଗ୍ରାମର ଗଜେନ୍ଦ୍ର ଭୋଇ (୫୦)ଙ୍କ…
କେସିଙ୍ଗାରେ ସ୍ବାୟତ୍ତ ଶାସନ ଦିବସ: ସହରକୁ ଆଗେଇ ନେବା ପାଇଁ ଅଧ୍ୟକ୍ଷ…
କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଏନ୍ଏସିରେ ସ୍ବାୟତ୍ତ ଶାସନ ଦିବସ ମହାସମାରୋହରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ନେତୃତ୍ୱରେ ରବିବାର ସ୍ଥାନୀୟ କଲ୍ୟାଣ ମଣ୍ଡପରେ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଥମେ ଅଧ୍ୟକ୍ଷ ସମସ୍ତ କାଉନସିଲରଙ୍କ ଉପସ୍ଥିତିରେ ଦୀପ ପ୍ରଜ୍ଜ୍ୱଳନ…
ଜାତୀୟ କିକବକ୍ସିଂ ଚାମ୍ପିଅନଶିପ ଗଞ୍ଜାମର ପାୟଲଙ୍କୁ ରୌପ୍ୟ
ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ତାମିଲନାଡୁର ଚେନ୍ନାଇସ୍ଥିତ ନେହୁର ଇନଡୋର ଷ୍ଟାଡିୟମରେ ୱାକୋ ଇଣ୍ଡିଆ କିକବକ୍ସିଂ ଫେଡେରେଶନ ଦ୍ୱାରା ଆୟୋଜିତ ଚିଲ୍ଡେନ ଏବଂ କ୍ୟାଡେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅଗଷ୍ଟ ୨୭ରୁ ଆରମ୍ଭ ହୋଇଥିବା ୱକୋ ଭାରତ ଜାତୀୟ କିକବକ୍ସିଂ ଚାମ୍ପିୟନସିପ ୨୦୨୫ରେ…
ଜଙ୍ଗଲରେ ପଡିଛି ଅର୍ଦ୍ଧଦଗ୍ଧ ଗଳିତମୃତଦେହ: ତନାଘନା ଚଳାଇଛି
ବଣାଇଁ,୩୧।୮(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା କାଶୀରା ଗ୍ରାମ ନିକଟସ୍ଥ ବ୍ରାହ୍ମଣୀପାଟ ମେଢ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ପଡିରହିଛି । ଅଧିକ ଗନ୍ଧ ହେବାରୁ ଗ୍ରାମବାସୀ କୋଇଡ଼ା ପୋଲିସକୁ ସୁଚନା ଦେଇଥିଲେ। କୋଇଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି…

