ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ
କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ ନମ୍ବର ୨୯ ନିକଟରେ ପାହାଡ଼ରୁ ବିରାଟ ମାଟି ଅତଡ଼ା ସହ ପଥର ଖସି…
ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର
ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ ଛାତ୍ରାବାସ ଭିତରେ ପ୍ରାୟ ଦୁଇ ଫୁଟର ପାଣି ପଶିଯାଇଛି । ରାତିରେ ଅନ୍ତେବାସୀମାନେ…
ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ
ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି ରହିଥିବା ପାଇଖାନା ଟାଙ୍କିରେ ପଡି ଗୁରୁବାର ସନ୍ଧ୍ୟାରେ ଜଣେ ୬ ବର୍ଷ ଶିଶୁର…
ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ
ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଚାଲିଥିବା ଏକ ଲାଞ୍ଚ…
ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି
ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଚାଲିବ। ହେଲେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହେବା ତ…
୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ
ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା ଜିଲା ଖରିଆର ରୋଡ୍ ଅଞ୍ଚଳର ୨ଜଣ ଦାଦନ ସର୍ଦ୍ଦାରଙ୍କୁ ଗୁରୁବାର ଗିରଫ କରିଛି।…
ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ
ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ଆସୁଥିବା ଦେଖି ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ ଲୋକେ ମହାବଳକୁ…
ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…
ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗୁରୁବାର…
ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ
ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର ଧୀରେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ର ଏସ୍ ସୋହନ ରେଡ୍ଡୀ ସ୍ବର୍ଣ୍ଣ ପଦକ…
କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…
ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ଲୋକେ ଘରୁ ବାହାରି ପାରୁନାହାନ୍ତି। ନଦୀଗୁଡ଼ିକର ଜଳସ୍ତର…
ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍ର ଜଳପତ୍ତନ,ସଜାଗ ରହିଛି…
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ଦିଗପହଣ୍ଡି ବ୍ଲକ୍ସ୍ଥିତ ଘୋଡ଼ାହାଡ଼ ଡ୍ୟାମ୍ର ଜଳପତ୍ତନ କ୍ରମାଗତ ଭାବେ…
୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଏହି…

