ଆଜି ୮ ଘଣ୍ଟିଆ ଆଗରପଡ଼ା ବନ୍ଦ ପାଳନ କଲା ବିଜେଡି
ଭଦ୍ରକ,୨୮ା୮(ସନାତନ ରାଉତ): ଭଦ୍ରକ ଜିଲାର ପ୍ରମୁଖ ବ୍ୟବସାୟିକ କେନ୍ଦ୍ର ଅଗରପଡ଼ା ବଜାରକୁ ଏନ୍ଏସି ଘୋଷଣା ଦାବିରେ ବିଜେଡି ପକ୍ଷରୁ ଗୁରୁବାର ୮ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଫଳରେ ଦୋକାନ ବଜାର ଓ ବିଭିନ୍ନ ଅଫିସ ବନ୍ଦ ରହିବା ସହ ଗାଡ଼ି…
ସମୁଦ୍ରରେ ଓଲଟିଲା ମାଛଧରା ଡଙ୍ଗା, ମିଳୁନି ମତ୍ସ୍ୟଜୀବୀଙ୍କ ପତ୍ତା
ଗଞ୍ଜାମ/ଛତ୍ରପୁର,୨୮ା୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଋଷିକୂଲ୍ୟା ମୁହାଣସ୍ଥିତ ସମୁଦ୍ରକୁ ମାଛ ଧରିବାକୁ ଯାଇ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି। ନିଖୋଜ ବ୍ୟକ୍ତି ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ନୋଳିଆ ନୋଳିଆ ନୂଆ ଗାଁର ମତ୍ସ୍ୟଜୀବୀ ଏ. କାଳିଆ। ବୁଧବାର ରାତିରେ…
ବଲାଙ୍ଗୀରରେ ମା’ ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ, ଦେବୀଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ବଲାଙ୍ଗୀର,୨୮ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀରରେ ଉତ୍ସାହ ଉଦ୍ଦୀପନାର ସହ ଗଣପର୍ବ ନୂଆଖାଇ ପାଳନ ଆରମ୍ଭ ହୋଇଛି। ବଲାଙ୍ଗୀର ସମଲେଶ୍ବରୀ ମନ୍ଦିରରେ ଧାର୍ଯ୍ୟ ଲଗ୍ନ ଅନୁସାରେ, ଗୁରୁବାର ପୂର୍ବାହ୍ନ ୯ଟା ୪୭ରୁ ୧୧ଟା୧୧ମିନିଟ୍ ମଧ୍ୟରେ ପାରମ୍ପରିକ ରୀତିରେ ନବାନ୍ନ ଅର୍ପଣ କରାଯାଇଛି। ଶତାଧିକ…
ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ
ସମ୍ବଲପୁର,୨୮ା୮: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ସମଲେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ…
୭ ଦିନ ପରେ ପହଁରି ପହଁରି କୂଳରେ ପହଁଞ୍ଚିଲେ ମତ୍ସ୍ୟଜୀବି
ବାସଦେବପୁର,୨୮।୮(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଚୂଡ଼ାମଣି ଗ୍ରାମର ୪ ଜଣ ମତ୍ସ୍ୟଜୀବି ଗତ ୨୧ ତାରିଖ ଦିନ ସମୁଦ୍ରକୁ ମାଛ ଧରିବାକୁ ଯାଇ ଫେରି ନ ଥିଲେ। ଗତ କାଲି ରାତିରେ ମାଛ ପେଟି ସାହାଯ୍ୟରେ ପହଁରି…
ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
ଦେବଗଡ,୨୮।୮(ଶଶାଙ୍କ ଶେଖର ଝାଙ୍କର): ହଠାତ୍ ଦେବଗଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସକାଳୁ ସକାଳୁ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ଖଳିନାଳି ଛକରେ ଥିବା ଏକ ମହୁଲ ଗଛରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତ…
ସକାଳୁ ଚା’ ପିଇବାକୁ ଆସି ଚାଲିଗଲା ଜୀବନ: ବସ ଧକ୍କାରେ ଏକାଧିକ ବାଇକ ଓ କାର ଭାଙ୍ଗି ଚୁରମାର
ଦାରିଙ୍ଗବାଡି, ୨୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଗୁରୁବାର ସକାଳ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗୋଟିଏ ଘରୋଇ ବସ ଧକ୍କାରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ମହିଳା…
ଦେବଗଡରେ ଅଗ୍ରପୂଜ୍ୟଙ୍କ ଦର୍ଶନ ଓ ଆଳତି କଲେ ଧର୍ମେନ୍ଦ୍ର ପ୍ରଧାନ
ଦେବଗଡ,୨୮।୮(ଶଶାଙ୍କ ଶେଖର ଝାଙ୍କର): କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ସଦସ୍ୟ ଧର୍ମେନ୍ଦ୍ର ପ୍ରଧାନ ଦେବଗଡ ଗସ୍ତରେ ଆସି ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଗଣେଶ ମେଳା ପରିଦର୍ଶନ କରିବାସହ ଅଗ୍ରପୂଜ୍ୟ ମହାପ୍ରଭୂ ଶ୍ରୀ ଗଣେଶଙ୍କ ଅଶିଷ କାମନା କରିଛନ୍ତି…
ପଡ଼ିଆରେ ଠିଆ ହୋଇଥିଲେ ଯୁବକ: ହଠାତ୍ ୩ ଜଣ ପହଞ୍ଚି କଲେ ଆକ୍ରମଣ, ଆଉ ତା’ ପରେ…
ରାୟଗଡ଼ା,୨୭ା୮(ଆଶିଷ ରଞ୍ଜନ ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ରାୟଗଡ଼ା ସହରରେ ଅଗ୍ନିଶମ କାର୍ଯ୍ୟାଳୟ ପଛପଟ ପଡ଼ିଆରେ ଘଟିଛି ହତ୍ୟାକାଣ୍ଡ। ଏକ ଧାରୁଆ ଅସ୍ତ୍ରରେ ତିନି ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ…
ସକାଳେ ସ୍ପାଏ କ୍ୟାମେରା, ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍, ସୁରକ୍ଷା ନେଇ ପ୍ରଶ୍ନବାଚୀ
ପୁରୀ,୨୭ା୮(ଅଜିତ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ଉପରେ ବୁଧବାର ସନ୍ଧ୍ୟାରେ ନୋ ଫ୍ଲାଇଙ୍ଗ ଜୋନ୍ରେ ଡ୍ରୋନ୍ ଉଡ଼ିଥିବା ଦେଖିବାକୁ ମିଳିଛି। ମାର୍କେଟ ଛକରୁ ଶ୍ରୀମନ୍ଦିର ନିକଟ, ପୁଣି ଶ୍ରୀମନ୍ଦିର ନିକଟରୁ ଡ୍ରୋନ୍ଟି…
ଜୁନାଗଡ଼ରେ ଭାଜପା ରାଜ୍ୟ ସଭାପତି, କହିଲେ ଲୋକଙ୍କ ସରକାର, ସେହିମାନଙ୍କ ପାଇଁ…
ଭବାନୀପାଟଣା,୨୭ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ୨ ଦିନିଆ ଗସ୍ତରେ ଆସିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ପ୍ରଥମ ଦିନରେ ସେ କେସିଙ୍ଗା ଓ ଭବାନୀପାଟଣା ବ୍ଲକ ଗସ୍ତ କରିଥିବାବେଳେ ବୁଧବାର ଦିତୀୟ ଦିନରେ ସେ ଜୁନାଗଡ଼ ଓ ଗସ୍ତ…
ଥାନାଧିକାରିଣୀ ଭାବେ ଦାୟିତ୍ୱ ନେଲେ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି
ଛତ୍ରପୁର,୨୭ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ଚମାଖଣ୍ଡି ଥାନାରେ ନୂତନ ଥାନା ଅଧିକାରିଣୀ ଭାବେ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ହେଡ୍ କ୍ୱାର୍ଟରରେ ଦାୟିତ୍ୱ ତୁଲାଇ ଥିବା ବେଳେ ତାଙ୍କର ଚମାଖଣ୍ଡି ଥାନାକୁ…

