ବାତ୍ୟା ମୋନ୍ଥାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ
ମହାକାଳପଡ଼ା,୨୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୋନ୍ଥା ବାତ୍ୟା ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ସାଙ୍ଗକୁ ପବନ ବହିବା ସମ୍ଭାବନା ଥିବାରୁ ଧାନ ଫସଲ ପ୍ରଭାବିତ...
୫୬ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଲେ ୧୧୩୩ ପରୀକ୍ଷାର୍ଥୀ
କର୍ଲାମୁଣ୍ଡା:୨୭।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଅଭିଯାନ ‘ଉଲ୍ଲାସ’ କାର୍ଯ୍ୟକ୍ରମର ଏଫଏଲଏନ୍ଏଟି ଶିକ୍ଷାର୍ଥୀଙ୍କ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୋରପଦର ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଅଗାଧୁପୁରଠାରେ ନବ ସାକ୍ଷରଙ୍କ ପରୀକ୍ଷା ଅନୁଷ୍ଠିତ...
ଲୋକକଳାକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ
ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅଗଝୋଳ ମା’ ଠାକୁରାଣୀ ମନ୍ଦିର ପରିସରରେ ରବିବାର ଘୁମୁସର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଭାରତ ଲୀଳା କଳାକାର ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସଭାପତି ବବୃବାହନ ଗୌଡ଼...
ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ, ପର୍ଯ୍ୟଟକଙ୍କୁ ବେଳାଭୂମି ବୁଲିବା ମନା
ଗୋପାଳପୁର,୨୭ା୧୦(ନବୀନ ରାଜ ଆଚାରୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ବଳ ଗୋଟାଇ ଭୀଷଣ ବାତ୍ୟା ରୂପ ଧାରଣ କରି ସ୍ଥଳଭାଗମୁହାଁ ହୋଇ ମାଡି ଆସୁଛି। ଏହାର ନାମ ‘ମୋନ୍ଥା’ ରହିଛି। ମଙ୍ଗଳବାର ସନ୍ଧ୍ୟା...
ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ଜାଣନ୍ତୁ ଏହି ବେଶର ମାହାତ୍ମ୍ୟ…
ପୁରୀ ୨୭।୧୦(ଅଜିତ୍ କୁମାର ମହାନ୍ତି): କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ବଡ଼ଠାକୁର ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ଦାରୁ ବିଗ୍ରହଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କ...
ବାତ୍ୟା ମୋନ୍ଥାର ପ୍ରଭାବ, ଗଞ୍ଜାମରେ ଛେଚିଲା ବର୍ଷା, ଫିକା ପଡ଼ିଲା କାର୍ତ୍ତିକ ସୋମବାର
ଗଞ୍ଜାମ,୨୭।୧୦,(ବିଦ୍ୟାଧର ସାହୁ ): ବାତ୍ୟା ମୋନ୍ଥାର ପ୍ରଭାବରେ ସୋମବାର ସକାଳେ ଗଞ୍ଜାମରେ ବର୍ଷା ଆରମ୍ଭ ହୋଇଛି । ପ୍ରବଳ ବର୍ଷା ଯୋଗୁ ପବିତ୍ର କାର୍ତିକ ମାସ ତୃତୀୟ ସୋମବାର ମଧ୍ୟ ଫିକା ପଡିଛି । ସହର ମଧ୍ୟରେ ଥିବା ବିଭିନ୍ନ ଶୈବ...
ବାତ୍ୟାର ପ୍ରାକ ପ୍ରଭାବ ଆରମ୍ଭ: ପାରାଦୀପ ୨ ନମ୍ବର ବିପଦ ସଙ୍କେତ
ଭୁବନେଶ୍ୱର,୨୭ା୧୦: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ...
ଶୌଚ ହେବାକୁ ଯାଇ ୨ ଦିନ ହେବ ନିଖୋଜ ଥିଲେ ପ୍ରଚଣ୍ଡ: ଆଜି ମିଳିଲା…
ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ସ୍ଥିତ ଖଣ୍ଡିଆବନ୍ଧରୁ ସୋମବାର ଜଣେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାବେଳେ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ପରଜଙ୍ଗ ବାଉଁଶ କାରିଗର ସାହିର ପ୍ରଚଣ୍ଡ ନାଏକ। ସୂଚନା ମୁତାବକ, ଶନିବାର...
ବିଦ୍ୟାଳୟ ପାଇଁ ଗୌରବ ଆଣିଲେ ପ୍ରିୟାଂଶୁ
ଭଞ୍ଜନଗର,୨୭ା୧୦(ବାବୁଲା ପ୍ରଧାନ): କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ଓ ଶନିବାର ଦୁଇଦିନ ରାଜ୍ୟସ୍ତରୀୟ ୧୭ ବର୍ଷରୁ କମ୍ ବୟସର ବିଦ୍ୟାଳୟ ସମୂହ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ପିଏମ୍ ଶ୍ରୀ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ଷଷ୍ଠ...
ଧବଳେଶ୍ୱର ମନ୍ଦିରରେ ବଡ଼ଓଷା, କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ପ୍ରସ୍ତୁତି ଆରମ୍ଭ
ଖୋର୍ଦ୍ଧା,୨୭ା୧୦(ପ୍ରଭାତ ପାଣିଗ୍ରାହୀ): ଆଉ ଦିନ କେଇଟା ପରେ ବଡ଼ଓଷା ଏବଂ କାର୍ତ୍ତିକ ପୂର୍ଣ୍ଣମୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ଶ୍ରୀଧବଳେଶ୍ୱର ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ ଏଥିଲାଗି ପ୍ରସ୍ତୁତି ଆରମ୍ଭ କରିଛି। ରବିବାରଠାରୁ ଟ୍ରଷ୍ଟ ବୋର୍ଡ ଆନୁଷ୍ଠାନିକ ଭାବେ...
ମା-ଝିଅଙ୍କୁ ବାନ୍ଧିଦେଲେ, ବଳାତ୍କାର ଧମକ ଦେଇ ଦୁର୍ବୃତ୍ତ ଲୁଟିନେଲେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା
ବଣାଇଁ,୨୭ା୧୦: ସୁନ୍ଦରଗଡ଼ ଜିଲା ବଣାଇଁ ମୁଖ୍ୟ ସହରରେ ପ୍ରଥମ ଥର ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା। ବଣାଇଁ ଥାନାଠାରୁ ମାତ୍ର ପାଞ୍ଚ ଶହ...
ନୂଆ ବୁଲେଟ କିଣାକୁ ନେଇ ଚାଲିଥିଲା ପାର୍ଟି: ପ୍ରଥମେ ପିଇଲେ ମଦ, ପରେ ସିଗାରେଟ୍ ନ ଦେବାରୁ…
ଜଗତ୍ସିଂହପୁର,୨୭ା୧୦ (ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ସହର ଉପକଣ୍ଠ ଯୋଗଧାରୀ ଛକରେ ପାନ ଦୋକାନ କରିଥିବା ଗୋପା (ପୋକପୁର) ଗ୍ରାମର ଚୈତନ୍ୟ ପୋଥାଳଙ୍କ ପୁଅ ଜ୍ଞାନ ରଞ୍ଜନ ପୋଥାଳ (୩୮)ଙ୍କୁ ୨୪ ତାରିଖ ରାତିରେ ଖଣ୍ଡାରେ ବୀଭତ୍ସ ଭାବେ ହାଣି...
Archives


