ଆମ ଜିଲା ଖବର

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ ଭୋଇ (୪୨)। ମୂର୍ତ୍ତି ତିଆରି କରି ବର୍ଷକୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ମଥାନି ଠାରେ ରାସ୍ତା ବନ୍ଦ ହୋଇ ରହିଛି ।…

୮୭ବର୍ଷ ବୟସରେ ଈଶ୍ୱର ଚନ୍ଦ୍ରଙ୍କ ଦେହାନ୍ତ, ୭ଘଣ୍ଟା ପାଟଣାବଜାର ବନ୍ଦ

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡପାଟଣା ପଂଚାୟତ ଶିବ ନାରାୟଣ ପୁର ଶାସନର ବର୍ଷୀୟାନ ସାମାଜିକ କର୍ମୀ, ସଂଗଠକ ଈଶ୍ୱର ଚନ୍ଦ୍ର ଦାଶଙ୍କ ଶୁକ୍ରବାର ସକାଳୁ ଦେହାନ୍ତ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୭ବର୍ଷ ହୋଇଥିଲା। ସେ ପାଟଣା…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ଚିନାମାଳିପଶି ଗ୍ରାମର ଜୟରାମ ମହାନ୍ତ । ୨୦ଟିକିଆ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି କଟକଣା ଅଣାଯାଉଥିବା ସରକାରଙ୍କ ପକ୍ଷରୁ ସଫେଇ ଦିଆଯାଉଛି। ଅନ୍ୟପଟେ ଧାନ ସଂଗ୍ରହ ପ୍ରକ୍ରିୟାକୁ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର ବିଶବିଦ୍ୟାଳୟ ଅଧୀନ କଲେଜ ଗୁଡିକରେ ଚାଲିଥିବା ଯୁକ୍ତତିନି ସେକେଣ୍ଡ ସେମିଷ୍ଟାର ପରୀକ୍ଷା ସ୍ଥଗିତ…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ ଆଣି ପର୍ଯ୍ୟଟକଙ୍କୁ ନୂଆବର୍ଷର ଭେଟି ଦେବାକୁ ନନ୍ଦନକାନନ ଯୋଜନା କରିଛି। ନୂତନ ଜ୍ଞାନକୌଶଳ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହୋଇଥିବା ଜଣାପଡିଛି। ସୂଚନା ପ୍ରକାରେ ଡକରିକୋଟ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ପଦ୍ମନାଭପୁର ପଞ୍ଚାୟତ ନନ୍ଦଗାଁର ଜିତୁ ସାହୁଙ୍କ ସ୍ତ୍ରୀ ସୁଷମା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଧରାକୋଟ ପୋଲିସ ଗିରଫ କରିଛି। ସେ ହେଲେ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ। କେତେକ ସ୍ଥାନରେ ପିଲାଙ୍କୁ ଉତ୍ତର ଖାତା ମଧ୍ୟ ବଣ୍ଟା ସରିଥିଲା ଏବଂ କେବଳ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ ବ୍ୟୋମକେଶ ମିଶ୍ର ବୁଧବାର ବନ୍ଧା ହୋଇଥିଲେ। ମାମଲା ନଂ. ୮/୨୬ରେ ଭିଜିଲାନ୍ସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?