୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ କରିବା ଘଟଣା: ଅଭିଯୁକ୍ତ ଅଟକ
ବରୀ,୨୭।୨(ମହେନ୍ଦ୍ର କୁମାର ସ୍ବାଇଁ): ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା…
ପ୍ରେମିକାଙ୍କୁ ପାଇବା ପାଇଁ ନାବାଳକଙ୍କୁ ବାଟରୁ ହଟାଇଦେଲେ, ୨ ହତ୍ୟାକାରୀ ଗିରଫ
ଦେବଗଡ,୨୭।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ନାବାଳକ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପରକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଖୁଲାସା କରିଛି । ଏହି ଘଟଣାରେ ୨ ହତ୍ୟାକାରୀଙ୍କୁ ଗିରଫ…
କମ୍ପାନୀ ଉପସଭାପତିଙ୍କୁ ଅପହରଣ ଘଟଣା: ଅଭିଯୁକ୍ତଙ୍କୁ ଧରାଇ ଦେଲେ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା
ବଡ଼ବିଲ,୨୭ା୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଗ୍ରଓ୍ବୋଲ କମ୍ପାନୀ (ଗ୍ରଓ୍ବୋଲ ମିନେରାଲସ୍ ଆଣ୍ଡ୍ ମେଟାଲସ୍ ଏଲ୍ଏଲ୍ପି)ର ଭାଇସ୍ ପ୍ରେସିଡେଣ୍ଟ୍ ନିମାନନ୍ଦ ପ୍ରଧାନଙ୍କ ଅପହରଣ ଘଟଣାରେ ପୋଲିସ ଏବେ ଯାଏ କମ୍ପାନୀର ଡ୍ରାଇଭର ଏମ୍ଡି ଫିରୋଜଙ୍କ ସମେତ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…
ମହାରାଣୀ ସାଗରରେ ପ୍ରତୀକାତ୍ମକ ଅମୃତ ସ୍ନାନ କଲେ ସାଧୁସନ୍ଥ
ବଲାଙ୍ଗୀର,୨୭ା୨(ସୁନୀଲ ): ସନାତନ ଧର୍ମର ସବୁଠୁ ବଡ଼ ମେଳା ମହାକୁମ୍ଭ ଅବସରରେ ବୁଧବାର ବଲାଙ୍ଗୀର ମହାରାଣୀ ସାଗରଠାରେ ପ୍ରତୀକାତ୍ମକ ଅମୃତ ସ୍ନାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବୁଧବାର ଭୋର ୪ଟା ୩୦ ମିନିଟ୍ରୁ ଏଠାରେ ଅମୃତ ସ୍ନାନ କାର୍ଯ୍ୟକ୍ରମ ପାଇଁ ପୂଜାବିଧି…
ଅନୁଗୋଳରେ ହାତୀ ଆକ୍ରମଣରେ ଯୁବକ ମୃତ, ଆଠଗଡ଼ରେ ବିଦ୍ୟୁତ ଝଟକାରେ ଗଲା ଦନ୍ତା ଜୀବନ
ଭୁବନେଶ୍ୱର,୨୭।୨: ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। କ୍ରମାଗତ ଭାବେ ମଣିଷମାନେ ଜଙ୍ଗଲ ନଷ୍ଟ କରି ଚାଲୁଥିବାରୁ ଫଳସ୍ୱରୂପ ଭୋକିଲା ହାତୀମାନେ ଜନବସତି ମୁହଁ ହେଉଛନ୍ତି। ଯେଉଁଥିରେ ଉଭୟ ପକ୍ଷ ଜୀବନ ହରାଉଛନ୍ତି। ଏହିପରି ଭାବେ ଅନୁଗୁଳ…
ମାଟ୍ରିକ ପରୀକ୍ଷାରେ ଅବହେଳା: ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ନିଲମ୍ବିତ
ବଲାଙ୍ଗୀର,୨୭।୨: ରାଜ୍ୟରେ ବର୍ତମାନ ଦଶମ ପରୀକ୍ଷା ଚାଲିଥିବା ବେଳେ ଅବ୍ୟବସ୍ଥା ଅଭିଯୋଗରେ ସେଣ୍ଟର ସୁପରିଟେଣ୍ଡେଣ୍ଟଙ୍କ ସହିତ ୫ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲରେ ଦଶମ ପରୀକ୍ଷାରେ କପି ସହ ଅବ୍ୟବସ୍ଥା ଅଭିଯୋଗ ହୋଇଥିଲା। ଘଟଣାରେ ଉପଜିଲାପାଳ ପରୀକ୍ଷାରେ…
ପୁଣି ମା’ ହେଲେ ଆଉ ଜଣେ ଦଶମ ଶ୍ରେଣୀ ଛାତ୍ରୀ, ଶିଶୁକନ୍ୟାଙ୍କୁ ଦେଲେ ଜନ୍ମ
ବରୀ,୨୭।୨(ମହେନ୍ଦ୍ର କୁମାର ସ୍ବାଇଁ): ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା…
ଜଳୁଛି ଜଙ୍ଗଲ: ଗାଁରେ ସଚେତନତା, ସହରରେ ନିଆଁ
ରାଇକିଆ,୨୭ା୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ରେଞ୍ଜରେ ଗତକିଛି ଦିନ ହେଲା ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସଚେତନତା ନାଁରେ ଗ୍ରାମାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି। ମାତ୍ର ଏହାର କୌଣସି ପ୍ରଭାବ ପଡୁନାହିଁ। ଗୁରୁବାର ରାଇକିଆ ସହର ଉପକଣ୍ଠ…
ମହିଳାଙ୍କୁ ଭୁଜାଲିଲେ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା
ସାବରଙ୍ଗ,୨୭ା୨(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୟାକଣୀଡ଼ିହି ଗ୍ରାମରେ ବୁଧବାର ବିଳମ୍ବିତ ରାତ୍ରିରେ ପରମେଶ୍ୱର ସାହୁଙ୍କ ବୋହୂଙ୍କୁ ଭୁଜାଲିରେ ହାଣି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍ କରିଛନ୍ତି। ମହିଳା ବାଧା ଦେବାରୁ ତାଙ୍କ ମୁଣ୍ଡକୁ ଭୁଜାଲିର ହାଣି…
ଛାତ୍ରଙ୍କ ଉପରେ ମାଡ଼ିଗଲା ଛତୁଆ ବୋଝେଇ ଟ୍ରକ୍, ଚାଲିଗଲା ଜୀବନ
ହାଟଡିହୀ,୨୭ା୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ହଦଗଡ଼ ଚେତନା କେନ୍ଦ୍ର ନିକଟରେ ଏକ ଛତୁଆ ବୋଝେଇ ଟ୍ରକ୍ ଚଢ଼ିଯିବାରୁ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଏବଂ ଡ୍ରାଇଭରଙ୍କୁ ଅଟକ ରଖାଯାଇଥିବା ବେଳେ କ୍ଷତିପୂରଣ ଦାବିରେ ପରିବାର,…
ଜଗତସିଂହପୁର ପୀଡ଼ିତା ହୋମଗାର୍ଡଙ୍କ ଚାଞ୍ଚଲ୍ୟକର ଅଭିଯୋଗ: ମିଳୁଛି ହତ୍ୟା ଧମକ, ଟଙ୍କା ନେଇ…
ଜଗତସିଂହପୁର,୨୭।୨: ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ମହିଳା ହୋମଗାର୍ଡଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା ଘଟଣା ଓଡିଶା ପୋଲିସର ଛବି ମଳିନ କରିଥିବା ବେଳେ ଏହି ଘଟଣାରେ ଆଉ ଏକ ବଡ ଅଭିଯୋଗ ଲାଗିଛି। ଟଙ୍କା ନେଇ ମାମଲାର…
ପୁଞ୍ଜି ନିବେଶକାରୀଙ୍କ ଜରିଆରେ ହେବ କନ୍ଧମାଳର ବିକାଶ
ଦାରିଙ୍ଗବାଡ଼ି,୨୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍ ପରିସରରେ ଗୁରୁବାର ପୂର୍ବାହ୍ନରେ ୨ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଶୁଭ ଉଦ୍ଘାଟନ ହୋଇଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍ପି ସୁକାନ୍ତ କୁମାର…
Archives


