ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ ବାତୋ ଗ୍ରାମର ତପନ କୁମାର ଜେନାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ ଲାଠୋର ଥାନା ଅଧୀନ ଫୁଲଝର ଗ୍ରାମର ହେମନ୍ତ ଶବର(୫୫) ବୋଲି ଜଣାପଡ଼ିଛି। ପୋଲିସ…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନାରେ। ସ୍ଥାନୀୟ ଶିବ ମନ୍ଦିର ନିକଟରେ ଥିବା ପମ୍ପ ହାଉସ୍ରେ ବୁଧବାର…
ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…
ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ ଧାରଣା ଦିଆଯାଇଛି। କେନ୍ଦ୍ର ସରକାରଙ୍କୁ ଦେଓଗାଁ ଚିନିକଳର ପୁନରୁଦ୍ଧାର ପାଇଁ ତୁରନ୍ତ ହସ୍ତକ୍ଷେପ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍ଜିକ୍ୟୁଟିଭ୍ ପ୍ରଡ୍ୟୁସର ସୁପସା ଦତ୍ତଙ୍କ ସମେତ ନିର୍ଦ୍ଦେଶକ, ପ୍ରଯୋଜକ…
କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ
ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ ମାମଲାରେ କାର ଚାଳକ ଓ ସହଯାତ୍ରୀଙ୍କୁ ଗିରଫ କରି କୋର୍ଟ…
ପୁଶିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ
ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର ପରିଦର୍ଶନ କରାଯାଇଛି। ରେଳଧରଣାର ଅପରପାର୍ଶ୍ୱରେ ବାଲଡ଼ା ପଞ୍ଚାୟତ ଡାବାପୁଟ, ଅଟୁବ, ଲୁଲୁବୁର, ବଡହଞ୍ଜର,…
ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…
ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ ନେଉଥିବା ସମୟରେ ମା’ କୋଳରୁ ଶିଶୁପୁତ୍ର ହୋଇଛି ଚୋରି, ଏନେଇ ନିରାକାରପୁର ରେଳବାଇ…
ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ
ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ଅଞ୍ଚଳର ପ୍ରତାପ ଚନ୍ଦ୍ର ସାହୁ ବୋଲି ସରକାରୀ…
କଲ୍ୟାଣସିଂହପୁର ବ୍ଲକ୍ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ
କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ବାଇକ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ସୋମବାର ସକାଳ ୧୦ରେ ବୁଡ଼ାଗୁଡ଼ା…
କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ
ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ ଘରର ଛପର କଣା ହୋଇଯାଇଛି। ତୁରନ୍ତ କ୍ଷତିପୂରଣ ସହ, ସ୍ଥାୟୀ ଗୃହ, ରନ୍ଧା…
କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍ ପ୍ରଶାସନ
ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା।ଏହାର ପ୍ରଭାବରେ ବ୍ଲକର ମଧୁବନ ଗ୍ରାମପଞ୍ଚାୟତ ପୁରଟୁଗୁଡାରେ ସଞ୍ଜୀବ ନାରେଙ୍ଗକାଙ୍କ ଘରର ଟିଣ…
Archives


