ଆମ ଜିଲା ଖବର

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ ଦେବାଶିଷ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ଏସ୍‌ପି ପ୍ରଶାନ୍ତ କୁମାର ଦାଶ, ଏସ୍‌ଡିପିଓ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା ଗୋଦାମ ଓ ପ୍ରସ୍ତୁତି ହେଉଥିବା ଦୋକାନରେ ଗୁରୁବାର ସକାଳୁ ବଡ଼ଧରଣର ଚଢ଼ାଉ କରାଯାଇଛି…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି। ଏହି ପରିପ୍ରେକ୍ଷୀରେ ଛତ୍ରପୁର ପୂର୍ବତନ ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ନିଜ…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ତାଙ୍କ ବିୟୋଗ ଖବର ଶୁଣି ଅଞ୍ଚଳରେ ଶୋକର…

ଝଡ଼ବାତ୍ୟାକୁ ରୋକିବ ଲୁଣା ହେନ୍ତାଳ ଜଙ୍ଗଲ, ୧୯୯୯ ମହାବାତ୍ୟାରେ…

ମହାକାଳପଡ଼ା,୧୭ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗର ଉପକୂଳ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଭାବେ ଜଣାଶୁଣା। ଏହି ଉପକୂଳବର୍ତ୍ତୀ ନଦୀ ସମୁଦ୍ର ଧାରେ ଧାରେ ପ୍ରାକୃତିକ ପରିବେଷ୍ଟିତ ଶୋଭା ବର୍ଦ୍ଧନ କରୁଛି ଲୁଣା ହେନ୍ତାଳ ଘଞ୍ଚ ଜଙ୍ଗଲ। ଏଥିରେ ବିଭିନ୍ନ…

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ୨ ନମ୍ବର ୱାର୍ଡ ଘାଟଘରସାହିରୁ ଆସିଛି ଏଭଳି ଦୁଃଖଦ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ପରେ ତାଙ୍କ ମୃତଦେହକୁ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହଙ୍କ ଆଭାସି ଉପସ୍ଥିତିରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ ଲାଗିଛି। ଇଂରାଜୀ ପେପର ମୂଲ୍ୟାଙ୍କନରେ ତ୍ରୁଟି ଅଭିଯୋଗ କରି ଛାତ୍ରଛାତ୍ରୀମାନେ ଆନ୍ଦୋଳନକୁ ଓହ୍ଲାଇବା…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି ଭୂଷଣ ପୁହାଣଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ଲକର ୫୦ରୁ ଊର୍ଦ୍ଧ୍ୱ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜେନେରେଟରରେ ପେଟ୍ରୋଲ ଢାଳିବା ବେଳେ ହଠାତ୍ ନିଆଁ ଲାଗିଯିବା ଫଳରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?