ଗ୍ରାମ ଉନ୍ନୟନ କମିଟିର ନୂତନ କର୍ମକର୍ତ୍ତା ଚୟନ: ନାରାୟଣ ସଭାପତି ନିଯୁକ୍ତ
ରିଷିଡା,୧୯ା୮ (ସୁଶାନ୍ତ ମଲ୍ଲିକ):କର୍ଲାମୁଣ୍ଡା ବ୍ଲକ ରିଷିଡା ଗ୍ରାମ ଉନ୍ନୟନ କମିଟିର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି l ସଭାପତି ନନ୍ଦକିଶୋର ରଣାଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ସମ୍ପାଦକ ନରୋତ୍ତମ ସେଲମା ଗତବର୍ଷର ଆୟବ୍ୟୟ ଉପସ୍ଥାପନ କରିଥିଲେ। ସର୍ବସମ୍ମତି କ୍ରମେ ନାରାୟଣ ରଣା…
ଏନଏସି ଘୋଷଣା ବାଦ ଦେବା ପ୍ରତିବାଦରେ ୮ ଘଣ୍ଟିଆ ସାଲେପୁର ବନ୍ଦ
ସାଲେପୁର, ୧୯/୮(ଅରବିନ୍ଦ ଭୂୟାଁ): ସାଲେପୁରକୁ ଏନଏସି ଘୋଷଣାରୁ ବାଦ ଦେବା ପ୍ରତିବାଦରେ ଆଜି ୮ ଘଣ୍ଟିଆ ସାଲେପୁର ବନ୍ଦ ଡାକରା ଦିଆଯାଇଛି। ସାଲେପୁର ବିଜୁ ଜନତା ଦଳ ପକ୍ଷରୁ ଆଜି ସାଲେପୁର ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳ ୬…
ଯୁବକଙ୍କୁ ନିର୍ମମ ହତ୍ୟା: ପୋଲିସ ଗୁଳିରେ ଅଭିଯୁକ୍ତ ଆହତ
ସମ୍ବଲପୁର,୧୯।୮(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ମୋତିଝରଣ ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟାକରି ଫେରାର ଅଭିଯୁକ୍ତ ପୋଲିସ ସହ ଗୁଳି ବିନିମୟରେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପୋଲିସ ଗିରଫ କରି ଚିକିତ୍ସା ପାଇଁ ଭିମସାରରେ ଭର୍ତ୍ତି କରିଛି। ତାଙ୍କ ବାମ…
ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର
ବାଲେଶ୍ୱର,୧୯।୮(ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆମତ୍ାହୁତି ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଏଚ୍ଓଡି ସମୀର ସାହୁଙ୍କ ଜାମିନ ପୁଣି ଖାରଜ ହୋଇଛି। ବାଲେଶ୍ୱର ଜିଲା ଓ ଦୌରାଜଜ୍ ସୋମବାର…
୧୨ ବର୍ଷର ଝିଅଙ୍କୁ ବଳାତ୍କାର କଲେ ବାପା: ଘଟଣା ଜଣାପଡ଼ିବା ପରେ…
ପାଲଲହଡ଼ା,୧୯ା୮ (ଦିବ୍ୟଜ୍ୟୋତି ଦାଶ):୧୨ ବର୍ଷୀୟା ନାବାଳିକା ଝିଅକୁ ସାବତ ବାପା ବଳାତ୍କାର କରିଥିବା ସୋମବାର ଅନୁଗୋଳ ଜିଲା ପାଲଲହଡ଼ା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଦେବଗଡ଼ ଜିଲାର ଜଣେ ମହିଳା ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଲେ ୫ ଯୁବକ: ନିଛାଟିଆ ସ୍ଥାନରେ ଗଣବଳାତ୍କାର ପରେ କଲେ…
ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର):ଯୁବଗୋଷ୍ଠୀ ମଧ୍ୟରେ ବଢ଼ିଚାଲିଛି ଅପରାଧ ପ୍ରବଣତା। ବିଶେଷ କରି ଅପରାଧରେ କିଶୋରମାନଙ୍କ ସମ୍ପୃକ୍ତି ସମ୍ପ୍ରତି ଏକ ଚିନ୍ତାର କାରଣ ପାଲଟିଛି। ସମ୍ବଲପୁର ଜିଲା ଯୁଯୁମୁରାରେ ରବିବାର ସନ୍ଧ୍ୟାରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଜଣାପଡ଼ିଛି। ଏଥିରେ ମୋଟ ୫ଜଣଙ୍କ ସମ୍ପୃକ୍ତି…
ବିଜେଡି ଛାଡି ଭାଜପାରେ ଯୋଗ ଦେଲେ ବ୍ଲକ ଅଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ
ପାଟଣା,୧୮।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜନୈତିକ ହଲଚଲ ଦେଖା ଦେଇଛି। ରବିବାର ପାଟଣା ଏବଂ ସାହାରପଡ଼ା ବ୍ଲକରୁ ବିଜେଡି ଓ ଭାଜପା ଛାଡି କେତେକ ନେତା ଭୁବନେଶ୍ୱରଠାରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ…
ବରିଷ୍ଠ ନେତା ହରିବନ୍ଧୁ ପ୍ରଧାନଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା
ଭଞ୍ଜନଗର,୧୮।୮(ବାବୁଲା ପ୍ରଧାନ): ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ଜଣାଶୁଣା ନେତା ତଥା ସାମାଜିକ କର୍ମୀ ହରିବନ୍ଧୁ ପ୍ରଧାନଙ୍କର (୭୩) ସୋମବାର ପରଲୋକ ଘଟିଛି। ତାଙ୍କର ବିୟୋଗରେ ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ରାଜନେତା ସହ ବିଭିନ୍ନ ଧର୍ମ ଅନୁଷ୍ଠାନ…
ମଦ ବିକ୍ରି ବନ୍ଦ ଦାବି ତେଜିଲା
ପଦ୍ମପୁର,୧୮ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ପଞ୍ଚାୟତ ଢୋଲବନ୍ଧ ଓ ପାଖ ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଦାବି କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଢୋଲବନ୍ଧର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସମେତ ଶତାଧିକ ଗ୍ରାମବାସୀ ପଦ୍ମପୁର ଉପଜିଲାପାଳ…
ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । କିଛି ସ୍ଥାନରେ…
ପୁଅ, ଝିଅଙ୍କୁ ଟ୍ୟୁଶନ ଛାଡିବାକୁ ଯାଉଥିଲେ ବାପା, ବାଟରେ ଘଟିଲା ଛାତିଥରା ଘଟଣା
ଛତ୍ରପୁର,୧୮।୮(ଦିଲ୍ଲୀପ ସାମଲ): ଛତ୍ରପୁର ଜାତୀୟ ରାଜପଥ ଡିଆରଡିଏ ଛକ ନିକଟରେ ଟ୍ରକ ଦୁର୍ଘଟଣାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ବେଳେ ବାପା ଓ ଦୁଇ ଭାଇ ଅଳ୍ପକେ ବଞ୍ଚିଯାଇଛନ୍ତି। ମୃତ ନାବାଳିକା ଜଣକ ହେଲେ କାଳିଆବାଲିର ଅବସରପ୍ରାପ୍ତ ଆର୍ମି ଏସ.ଦେବରାଜ ରେଡ୍ଡିଙ୍କ…
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା: ଆସନ୍ତା ମାସରୁ ଓଡ଼ିଶାରେ ଆରମ୍ଭ ହେବ SIR
ଭୁବନେଶ୍ୱର,୧୮।୮: ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ମାସରୁ ଓଡ଼ିଶାରେ ସ୍ପେଶାଲ ଇଣ୍ଟେନସିଭ ରିଭିଜନ (SIR) ଆରମ୍ଭ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ୨୪ ବର୍ଷ ପରେ ଓଡ଼ିଶାରେ SIR…

