ଗଞ୍ଜାମ ସିମା ଗାଜଲବାଡି ଘାଟିରେ ଲାଗିଲା ନିଆଁ, ବନବିଭାଗ ନାକେଦମ
ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଗାଜଲବାଡି ଘାଟିରେ ନିଆଁ ଲାଗି ଜଙ୍ଗଲ ପୋଡି ନଷ୍ଟ ହୋଇଛି । ବନବିଭାଗ ଗାଜଲବାଡି ସେକ୍ସନର କର୍ମଚାରୀମାନେ ଅକ୍ଲାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ…
୫ ଶହ ୪୦ କୋଟି ଟଙ୍କା ନିବେଶ କରିବେ ୨୯ ପୁଞ୍ଜିନିବେଶକାରୀ, ସୃଷ୍ଟି ହେବ ୪ ହଜାର ନିଯୁକ୍ତି ସୁଯୋଗ
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟରେ ଚାଲିଥିବା ଦୁଇ ଦିନିଆ ଇନ୍ଭେଷ୍ଟ କନ୍ଧମାଳ-୨୦୨୫ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଏହି ଦୁଇ ଦିନ ସମ୍ମିଳନୀରେ…
ଉତ୍ତମଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଅପୂରଣୀୟ କ୍ଷତି: ରାଷ୍ଟ୍ରପତି
ଭୁବନେଶ୍ୱର,୨୮।୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତି ଗଭୀର ଦୁଃଖ ପ୍ରକାଶ କରିବା ସହ ମର୍ମାହତ ବୋଲି କହିଛନ୍ତି। ନାୟକ ଭୂମିକାରେ ଅସଂଖ୍ୟ ଦର୍ଶକଙ୍କ…
ପୋତାଗଡ଼ରେ ବେଆଇନ ପାର୍କିଂ ଆଦାୟକୁ ନେଇ ବଢୁଛି ଅସନ୍ତୋଷ, ପର୍ଯ୍ୟଟକ ନିରାଶ
ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ସହର ନିକଟରେ ଐତିହାସିକ ପୋତାଗଡ଼ ଦୁର୍ଗ ଅବସ୍ଥିତ। ଏହି ପୋତାଗଡ଼ ଦୁର୍ଗକୁ ବୁଲିବାକୁ ବର୍ଷ ତମାମ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ବର୍ତ୍ତମାନ ପୋତାଗଡ଼ର ପୁନଃ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ବାଧା ଉପୁଜିବା ଲକ୍ଷରେ ତତ୍କାଳୀନ…
ବିଜେଡି ନେତାଙ୍କୁ ଦେଖି ମଞ୍ଚରୁ ପଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ
ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାନଟିକା ଜଳେଶ୍ୱର ପୀଠରେ ଶିବରାତ୍ରି ମେଳା ମହାସମାରୋହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସନ୍ଧ୍ୟାରେ ଉକ୍ତ ପୀଠରେ ଆୟୋଜିତ ଜଳେଶ୍ୱର ମହୋତ୍ସବରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗ ନ ଦେଇ ଫେରିଯିବା ଘଟଣା ଚର୍ଚ୍ଚାର…
ବିଦ୍ୟୁତ୍ ନେଲା ଜୀବନ, ବିଲରେ ଟଳିପଡ଼ିଲେ ଚାଷୀ
ବାଲେଶ୍ୱର,୨୮ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସିଂଲା ଥାନା କୁଣ୍ଡଳୀ ପଞ୍ଚାୟତ ଅନ୍ତର୍ଗତ ଦାଣ୍ଡିପଦାଠାରେ ଶୁକ୍ରବାର ସକାଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଣ୍ଡଳୀ ଗ୍ରାମର ହୃଦାନନ୍ଦ ମଲ୍ଲିକ (୬୦)। ହୃଦାନନ୍ଦ ବିଲକୁ ଚାଷକାର୍ଯ୍ୟ ପାଇଁ…
ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ
ଦେବଗଡ଼,୨୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଝରାଡିହି ଗ୍ରାମରେ ଅଭାବନୀୟ ଘଟଣା। ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ। ଏହାପରେ ଅଭିଯୁକ୍ତ ସ୍ୱାମୀ ଛତାବର ଡାକ୍ତରଖାନାରେ ମହିଳାଙ୍କ ଶବ ଛାଡି ଫେରାର ମାରିଛନ୍ତି।…
ଇକୋ ରିଟ୍ରିଟର ଶେଷ ଦିନ: ୩ ମାସ ଧରି ଲାଗିରହିଥିଲା ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଥିବା ଇକୋ ରିଟ୍ରିଟର ଶୁକ୍ରବାର ଶେଷ ଦିନ ରହିଛି । ଡିସେମ୍ବର ମାସର ପ୍ରଥମ ଦିନରେ ଏହାକୁ ଜି. ଉଦୟଗିରି ବିଧାୟକ…
ମନେରହିବେ ମୃତ୍ୟୁଞ୍ଜୟ: ପୂର୍ବତନ ଜିଲା ପରିଷଦ ସଭ୍ୟଙ୍କ ପରଲୋକ
ରାଇକିଆ,୨୮।୨-(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଲକର ୧୮ ନମ୍ବର ଜୋନର ପୂର୍ବତନ ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର (୪୧)ଙ୍କ ର ଅକାଳ ବିୟୋଗ ଘଟିଛି । କିଛି ଦିନ ଧରି ଅସୁସ୍ଥ ଥିବା ମୃତ୍ୟୁଞ୍ଜୟଙ୍କୁ ଗୁରୁବାର ଚିକିତ୍ସା ପାଇଁ…
ପୁଞ୍ଜି ବିନିଯୋଗରେ ୭୦% ମହିଳା ଭାଗୀଦାରି ଲକ୍ଷ୍ୟ:କୃଷି, ଏମ୍ଏସ୍ଏମ୍ଇ, ସ୍ବାସ୍ଥ୍ୟ, ଖାଦ୍ୟ ପ୍ରକ୍ରିୟାକରଣକୁ ଗୁରୁତ୍ୱ
ଦାରିଙ୍ଗିବାଡି, ୨୮/୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗିବାଡି ଇକୋ ରିଟ୍ରିଟରେ ଦୁଇ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଆରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଦୀର୍ଘ ୮ ମାସ ହେଲାଣି ଆମର…
ଅନ୍ୟ ଜାତିରେ ବିବାହ: ମୃତଦେହକୁ ମିଳିଲାନି କାନ୍ଧ
ବଇଣ୍ଡା, ୨୮ା୨(ପରିକ୍ଷିତ ସାହୁ):ରକ୍ତ ସମ୍ପର୍କ ଉପରେ ଭାରିପଡ଼ିଗଲା ଜାତିପ୍ରଥା। ସମାଜରୁ ବାସନ୍ଦ ଓ ଜରିମାନା ଭୟରେ ପାଖ ମାଡ଼ିଲେନି କେହି। ମୃତଦେହକୁ କାନ୍ଧ ଦେବା ତ ଦୂରର କଥା ଛୁଇଁବାକୁ ଆଗେଇ ଆସିଲେନି ପରିବାର ସଦସ୍ୟ। ସମ୍ପର୍କୀୟ, ବନ୍ଧୁବାନ୍ଧବ ଓ ସାହିଭାଇ…
ସପ୍ତମ ବେତନ ହାରରେ ଦରମା ଦାବି:ଧାରଣାରେ ବସିଲେ ପ୍ୟାକ୍ସ କର୍ମଚାରୀ
ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ କାର୍ଯ୍ୟରତ କର୍ମଚାରୀମାନେ ବିଭିନ୍ନ ଦାବି ନେଇ ଗୁରୁବାର ବରଗଡ଼ ଉପ ନିବନ୍ଧକ, ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଏଥି ସହିତ ସେମାନଙ୍କ ଦାବି ସମୂହ ନେଇ ସମବାୟ ସମିତିର ନିବନ୍ଧକଙ୍କ…
Archives


