ଆନ୍ଧ୍ରପ୍ରଦେଶରୁ ଫେରୁଥିଲେ ଓଡ଼ିଶା: ବାଟରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ
ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ରୁଦ୍ର ସେଠୀ(୨୪) ଆନ୍ଧ୍ର ପ୍ରଦେଶ ସୋମପେଣ୍ଠା ସହର ନିକଟ ଜାତୀୟ ରାଜପଥରେ ସଡକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ବାଇକ (ନଂ. ଓଡ଼ି ୦୭ ଇ -୭୮୧୭)ପଛରେ ବସିଥିବା ତାଙ୍କ…
ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ତଦନ୍ତ ଆରମ୍ଭ
ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମା’ ଚାମୁଣ୍ଡା ମନ୍ଦିର ନିକଟ ଏକ ତୋଟାରୁ ଶୁକ୍ରବାର ସକାଳେ ପ୍ରାୟ ୫୫ ବର୍ଷୀୟା ବୃଦ୍ଧାଙ୍କ ଗଳିତ ମୃତଦେହ ପୋଲିସ ଜବତ କରି ତଦନ୍ତ ଚଳାଇଛନ୍ତି। ମୃତକଙ୍କ ପରିଚୟ ଜଣାପଡିନାହିଁ। ଦିଗପହଣ୍ଡି ଥାନା…
ବାଇକ-ହାଇୱା ମୁହାଁମୁହିଁ ଧକ୍କା: ବାଇକ ଆରୋହୀ ମୃତ
ମୋହନା,୧୮।୪(ମନ୍ମଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା କଂସାମାରି ଗାଁର ରାଜନ ମୋହନ ଦୋରା (୪୮) ଅଡବାରୁ ଏକଟିଭିଏସ ବାଇକ (ଓଡି ୦୭ଡି ୯୨୧୩)ଯୋଗେ କଂସାମାରି ଯିବା ସମୟରେ ମେରାପଲ୍ଲୀ ଗାଁ ନିକଟରେ ଏକ ବୁଲାଣିରେ ବିପରୀତ ଦିଗରୁ ଏକ ହାଇୱା…
୩ଟି ମନ୍ଦିରର ରତ୍ନମୁଦ ଉତ୍ସବ: ଶ୍ରଦ୍ଧାଳୁଙ୍କ ମଧ୍ୟ ଉତ୍ସାହ
ଥୁଆମୂଳ ରାମପୁର,୧୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଆଦି ପୀଠ ଶକ୍ତି ପୀଠ ମହାମାଇ ମାଁ ମାଣିକେଶ୍ବରୀ ବିଜେ ଥୁଆମୂଳ ରାମପୁର, ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଦେବ ଦେବ ମହାଦେବ ଶ୍ରୀ ରାମେଶ୍ବରଙ୍କ ନିର୍ମାଣଧୀନ ଭବ୍ୟ ମନ୍ଦିରର ରତ୍ନା ଭରଣ (ରତ୍ନ…
ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ସନ୍ଦେହ
ଖୋର୍ଦ୍ଧା/ବେଗୁନିଆ,୧୮ା୪(ପ୍ରଭାତ ପାଣିଗ୍ରାହୀ/ସନ୍ଧ୍ୟାରାଣୀ ମିଶ୍ର): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ନିକଟ ଖୁଣ୍ଟବନ୍ଧ ଗ୍ରାମର ଏକ ବିଲରେ ଥିବା ଗଛ ଡାଳରେ ଗୋଟିଏ ଓଢ଼ଣିରେ ଝୁଲୁଥିବା ଅବସ୍ଥାରେ ୨ଟି ମୃତଦେହକୁ ଗୁରୁବାର ପୋଲିସ ଜବତ କରିଛି। ମୃତକମାନେ ହେଲେ ରାଜସୁନାଖଳା…
ଶପଥ ନେଲେ ଓକିଲ ସଂଘର ନୂତନ କର୍ମକର୍ତ୍ତା
ଦେବଗଡ,୧୮।୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ନ୍ୟାୟଳୟ ପରିସରରେ ଗୁରୁବାର ଜିଲା ଓକିଲ ସଂଘ ନୂତନ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଅଧିକାରୀ ରିଙ୍କୁ ନାଥଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦେବଗଡ…
ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ମାପଚୁପ ଆରମ୍ଭ, ଘର ଖାଲି କରିବାକୁ ନିର୍ଦ୍ଦେଶ
ବରଗଡ,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ଆରମ୍ଭ ହୋଇଛି। ଗୁରୁବାରରୁ ପୁଣି ଏହି ରାସ୍ତାରେ ମାପଚୁପ ଆରମ୍ଭ ହୋଇଛି। ମାପଚୁପରେ ଏହି ରାସ୍ତାର ଜବରଦଖଲ ଅଂଶ ଚିହ୍ନଟ କରାଯାଉଛି। ପୌର…
ବିଫଳତାରୁ ଶିଖିଲେ ସଫଳତା ମିଳିବ
ନୂଆପଡ଼ା,୧୮।୪(ମକାରୁ ବେମାଲ)-ନୂଆପଡ଼ା ଆଦର୍ଶ ଆବାସିକ ବିଦ୍ୟାଳୟର ୯ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ ମୁଖ୍ୟ ଅତିଥି, ଇଂରାଜୀ ଅଧ୍ୟାପକ ଲୋହିତାକ୍ଷ ଯୋଶୀ ମୁଖ୍ୟବକ୍ତା,…
ସାଇବର ଠକଙ୍କୁ ସହଯୋଗ କରିବା ପଡ଼ିଲା ମହଙ୍ଗା
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ପାଟଣା ଥାନା ସାହାରପଡ଼ାରୁ ସାଇବର ଠକଙ୍କୁ ସିମ୍କାର୍ଡ ବିକିବା ଅଭିଯୋଗରେ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ମିଟୁଆଣି ଗ୍ରାମର ସତ୍ୟଜିତ୍ ସିଦ୍ଧାର୍ଥ ବାରିକ…
ସମାନ୍ୟ ବଚସାରୁ ଯୁବକଙ୍କ ନିର୍ମମ ହତ୍ୟା
ଆନନ୍ଦପୁର,୧୭।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ୮ନମ୍ବର ୱାର୍ଡ ବଡ଼ମଳିକ ସାହିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଭୁଜାଲି ବେକ କାଟି ଜଣେ ଯୁବକଙ୍କ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।…
ସୋନିଆ, ରାହୁଲଙ୍କ କୁଶ ପୁତ୍ତଳିକା ଦାହ କଲା ଭାଜପା ଯୁବମୋର୍ଚ୍ଚା
ନୂଆପଡ଼ା,୧୭ା୪ (ମକାରୁ ବେମାଲ):ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡି ପକ୍ଷରୁ ଅଭିଯୋଗ ଫର୍ଦ୍ଦ ଦାଖଲକୁ ନେଇ କଂଗ୍ରେସ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହାକୁ…
କୋଟିଆରେ ଆଧାର କେୱାଇସିକୁ ନେଇ ଦ୍ୱନ୍ଦ୍ୱ
ପଟ୍ଟାଙ୍ଗି,୧୭ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର-ଓଡ଼ିଶାର କାର୍ଯ୍ୟକଳାପକୁ ନେଇ ସୀମାନ୍ତବାସୀ ଦ୍ୱନ୍ଦ୍ୱରେ। କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ତଥା ନେରିଡିବାଲସାରେ ମାର୍ଚ୍ଚ ୩୧ରେ ପଡ଼ୋଶୀ ଆନ୍ଧ୍ରର ସାଲୁର ବ୍ଲକ୍ ପ୍ରଶାସନ ପହଞ୍ଚି ନେଟୱର୍କ ବା…
Archives


