ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ ବ୍ଲକସ୍ତରୀୟ ଏହି ଦିବସ ପାଳନ କରାଯାଉଛି।…
କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ
ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟହାନି ଯୋଗୁ ଶରୀରର ବିକାଶ ହେଉନାହିଁ। ଏହାର ନିରାକରଣ ପାଇଁ ରାଜ୍ୟ…
ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ
ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର ଦାସ ୨୦୦୯ର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି।…
କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍ ସମ୍ମାନରେ ସମ୍ମାନିତ
ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ନୂଆଦିଲ୍ଲୀଠାରେ ନ୍ୟାଶନାଲ ଫାଉଣ୍ଡେଶନ ଅଫ ଇଣ୍ଡିଆ ପକ୍ଷରୁ ତାଙ୍କୁ ପ୍ରୋତ୍ସାହନ ସ୍ବରୂପ…
ନବଜାତ ଶିଶୁକନ୍ୟାକୁ ବୁଦାମୂଳେ ଫିଙ୍ଗିଦେଲେ, କାନ୍ଦଶୁଣି ଆଶାକର୍ମୀ କଲେ ଏମିତି କାମ…
ମୋରଡ଼ା,୨୮ା୨(ସ୍ମାରକ ମାଜୀ): ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ଏକ ନବଜାତ ଶିଶୁକନ୍ୟାକୁ କେହି ବୁଦାମୂଳରେ ଫିଙ୍ଗି ଦେଇଥିବାବେଳେ କାନ୍ଦ ଶୁଣି ଶନିବାର ଉଦ୍ଧାର କରିଛନ୍ତି ଆଶାକର୍ମୀ। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଝିଙ୍କିରିଆ ଗ୍ରାମର ଆଶାକର୍ମୀ ସାବିତ୍ରୀମଣୀ ଜେନାଙ୍କ ଘର ବାଡ଼ି…
ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..
ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ ମାମଲା ଦେବା ପରେ ପ୍ରେମିକ ଏବଂ ନବବଧୂ ଉଠାଇ ଆଣିଛି ପୋଲିସ l…
ହାଶିଶ ତେଲ ଜବତ ଘଟଣାରେ ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡଙ୍କ ସହ ଧରାପଡିଲେ…
କୋରାପୁଟ , ନନ୍ଦପୁର,୨୮।୨(ଅମିତାଭ ବେହେରା/ତୁଷାର କାନ୍ତ ମହାନ୍ତି ): ହାଶିଶ ତେଲ ଜବତ ଘଟଣାରେ ଦୀର୍ଘ ସମୟ ଧରି ଚାଲିଥିବା ହାଶିଶ ତେଲ ତସକରୀ ଘଟଣାରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି ବୋଲି ଶନିବାର ଖବରଦାତା ସମ୍ମିଳନୀରେ ଡିଆଇଜି କନୱାର…
ଗଣମାଧ୍ୟମ ସହିତ ସୁସମ୍ପର୍କ ରଖିବାରେ ବିଫଳ ମୋରଡ଼ା ପୋଲିସ, ପିଲାଚୋରି ଗୁଜବକୁ ନେଇ…
ମୋରଡ଼ା,୨୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସର କାର୍ଯ୍ୟ କରିବାର ଦକ୍ଷତାକୁ ନେଇ ଆଜି କ୍ଷୋଭ ପ୍ରକାଶ କରିଛନ୍ତି ମୋରଡ଼ା ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି। ସୂଚନା ଅନୁଯାୟୀ, ପିଲାଚୋରି ଗୁଜବକୁ ନେଇ ଉଦ୍ବେଗ ଜନକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ…
ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ: ପ୍ରଭାବିତ ହେବ ଲୁଣା ହେନ୍ତାଳ ଜଙ୍ଗଲ
ମହାକାଳପଡ଼ା,୨୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଅଞ୍ଚଳରେ ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ ହୋଇଛି। ସେଥିପାଇଁ ଶିଳ୍ପ ଉନ୍ନୟନ ନିଗମ ପକ୍ଷରୁ ସରକାରୀ ଜମି ନିଜ ଅକ୍ତିଆରକୁ ନେଉଛି। ବତିଘର ଖରିନାଶି ରାମନଗର ପଞ୍ଚାୟତରେ ୧୫୦…
୧୬୩ ମହିଳା ଗୋଷ୍ଠୀଙ୍କୁ ୮କୋଟି ୬୯ଲକ୍ଷ ୭୬ହଜାର ଟଙ୍କାର ଋଣ ସହାୟତା ପ୍ରଦାନ
ନନ୍ଦପୁର,୮।୨ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସୁଭଦ୍ରା ଶକ୍ତି କେନ୍ଦ୍ରରେ ଶୁକ୍ରବାର ମିଶନଶକ୍ତି ବିଭାଗ ତରଫରୁ ବ୍ଲକ ସ୍ତରୀୟ ସ୍ବୟଂ ସହାୟକ ଗୋଷ୍ଠୀ ଋଣମେଳା ବିଡିଓ ଦୁର୍ଗା ପ୍ରସାଦ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…
୫୦ ବର୍ଷ ପୂର୍ତ୍ତି ପାଳନ କଲା ଲୋଇସିଂହା ଏସ୍ବିଆଇ ଶାଖା
ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏସ୍ବିଆଇ ଶାଖା ୨୭ ଫେବୃଆରୀ ୧୯୭୬ରେ ପ୍ରତିଷ୍ଠା ହୋଇଥିଲା। ଶୁକ୍ରବାର ୫୦ ବର୍ଷ ପୁରିଥିବାରୁ ବ୍ୟାଙ୍କ ପକ୍ଷରୁ ୫୦ ବର୍ଷ ପୂର୍ତ୍ତି ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଶାଖାର ମୁଖ୍ୟ ମ୍ୟାନେଜର ଶାଳୀନି…
ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ, କନ୍ୟା ନାବାଳିକା ସନ୍ଦେହ
ବାଲେଶ୍ବର, ୨୮।୨( ବାଞ୍ଛାନିଧି ଦେ) : ବାଲେଶ୍ୱର ସହଦେବଖୁଣ୍ଟା ଥାନାରେ ବର କନିଆ ଅଟକ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ । ଏହି ଥାନା ଅନ୍ତର୍ଗତ ତେଲେଙ୍ଗାସାହି ଅଞ୍ଚଳର ଜଣେ ଯୁବକ…
Archives


