ଆମ ଜିଲା ଖବର

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ ବିରୋଧରେ ଚାଲିଥିବା ଏକ ମାମଲାର ବିଚାର କରି ତାଙ୍କୁ ୩ବର୍ଷ କାରାଦଣ୍ଡ ଏବଂ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର ଝିଅକୁ ବଳାତ୍କାର ଉଦ୍ୟମ କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଗୁରୁବାର ଏନେଇ…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ ପ୍ରବଳ ବର୍ଷାରେ କୋଇଡା ବ୍ଲକରେ ସ୍ଥିତି ସଂଘାତିକ ହୋଇପଡ଼ିଛି । ଆଜି ସକାଳୁ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ହିଁ…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ ବଡ଼ ସଫଳତା ମିଳିଛି। ମାମଲାର ୨୪ ଘଣ୍ଟା ନ ପୁରୁଣୁ ମାମଲାର ମୁଖ୍ୟ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ସେଠାରେ ୨୪ ଘଣ୍ଟିଆ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଗଜବହାଲ ସରପଞ୍ଚ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଜାତୀୟ ସୁଇମିଂ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ତିନୋଟି ଗୋଲଡ ମେଡାଲ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା ସମେତ ପଶ୍ଚିମବଙ୍ଗର ପଶ୍ଚିମ ଓ ଦକ୍ଷିଣବଙ୍ଗରେ ବୁଧୁବାର ସନ୍ଧ୍ୟାରୁ ସ୍ଥାନେ ସ୍ଥାନେ ପ୍ରବଳରୁ…

ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣ ନେବା ଘଟଣା, ଡିଆରସିସିଙ୍କ ତଦନ୍ତ

ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶଲାଗି ଯୋଜନା ପରେ ଯୋଜନା କରିବାସହ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର କରାଯାଇଛି। ଗୁରୁବାର ସକାଳେ ଏହି ଜଙ୍ଗଲ ଭିତରୁ ମାଈ ହାତୀର ନିରନ୍ତର ଚିତ୍କାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ ବିତାଉଛନ୍ତି ଲୋକେ। ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ମିଲିମିଟର ବର୍ଷା ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?