୧୨ ଫୁଟର ବୋଡ଼ା, ୭ ଫୁଟର ନାଗ ସାପ ଉଦ୍ଧାର, ଓଜନ ରହିଛି…
ଭଞ୍ଜନଗର,୧୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍ଆଇ ଲକ୍ଷ୍ମୀଧର ମହାନ୍ତି ଓ ପୋଲିସ ଟିମ୍ ରାତିରେ ସହରରେ ପାଟ୍ରୋଲିଂ କରୁଥିଲେ। ଏହି ସମୟରେ ଚକରା ବିଷୋୟୀ ଛକ ଏସ୍ବିଆଇ ଏଟିଏମ୍ ନିକଟରେ ଏକ ବିରାଟ ବୋଡ଼ା ସାପ ରାସ୍ତା ପାର…
Mettle Meet 2025 ଗ୍ରାଣ୍ଡ ଫାଇନାଲ: ବାଜି ମାରିଲେ ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ଏମ୍ସ, ଭୁବନେଶ୍ୱର
ଭୁବନେଶ୍ୱର,୧୦ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ଆନୁକୂଲ୍ୟରେ ୨ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟଲ୍ ମିଟ୍-୨୦୨୫’ର ରବିବାର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ ହୋଇଥିବା…
ପୁରୁଣା ଅଙ୍ଗନଓ୍ବାଡି କେନ୍ଦ୍ରରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର; ମୁଣ୍ଡକୁ ପଥରରେ ଛେଚା,ଦେହ ସାରା କ୍ଷତ…ପରିବାର…
ଥୁଆମୂଳ ରାମପୁର, ୧୦।୮(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ଥାନା ଅଧୀନସ୍ଥ ଗୁଣପୁର – କିର୍କିଚା ଗ୍ରାମରେ ଜଣେ ୩୦ ବର୍ଷିଆ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ…
ସରକାରୀ ଯୋଜନାରୁ ବଞ୍ଚିତ ୧୯୪ ହାଇସ୍କୁଲ, ୬ ଦଫା ଦାବିରେ ୧୬ରେ ଭୁବନେଶ୍ୱରରେ ଆନ୍ଦୋଳନ
ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଓଡିଶା ସ୍କୁଲ କଲେଜ ଓ କର୍ମଚାରୀ ସମନୟ ସମିତି ରବିବାର ସ୍ଥାନୀୟ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ସଭା ଗୃହଠାରେ ଓଷ୍ଟା ତରଫରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ସଭାପତି ଦିଲୀପ କୁମାର ସ୍ବାଇଁ…
ବରଗଡ଼ରେ ଅଭିନବ ପ୍ରତିବାଦ: କାର୍ଡବୋର୍ଡ ଧରି ମୁଖ୍ୟ ଡାକ୍ତରଖାନାରେ ପହଞ୍ଚିଲା ଛାତ୍ର କଂଗ୍ରେସ
ବରଗଡ଼, ୧୦।୮(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କୁ କାର୍ଡବୋର୍ଡ (ବୁଢାପଟ୍ଟା)ରେ ଚିକିତ୍ସା ଚର୍ଚ୍ଚାର ବିଷୟ ହୋଇଛି। ଏହାର ପ୍ରତିବାଦରେ ରବିବାର ଜିଲା ଛାତ୍ର କଂଗ୍ରେସର କର୍ମକର୍ତ୍ତା ଏବଂ କର୍ମୀବୃନ୍ଦ କାର୍ଡବୋର୍ଡ ଧରି ଜିଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚିଥିଲେ।…
ଚନ୍ଦ୍ରଭାଗାରେ ଅଘଟଣ: ସମୁଦ୍ରରେ ବୁଡ଼ି ଚାଲିଗଲା ୩ ଯୁବକଙ୍କ ଜୀବନ
କୋଣାର୍କ,୧୦।୫: ପୁରୀ ଜିଲା କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରରେ ରବିବାର ଏକ ଅଘଟଣ ଘଟିଛି। ସମୁଦ୍ରରେ ବୁଡ଼ି ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ଜଣ ଯୁବକ ଭୁବନେଶ୍ବରର ହୋଇଥିବା ବେଳେ ଅନ୍ୟ ଜଣେ କଟକ ପାହାଳ ଅଞ୍ଚଳର ହୋଇଥିବା ସୂଚନା…
ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ବିଲ୍ଡିଂର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ପଦବୀ…
କୋରାପୁଟ,୧୦ା୮(ଅମିତାଭ ବେହେରା ): ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟସ୍ଥିତ ସରକାରୀ ଡିଏଭି ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ ଉଦ୍ଘାଟନ…
ବାପା, ମାଆଙ୍କ ସାମ୍ନାରେ ଝିଅକୁ ଅପହରଣ: ହତ୍ୟା ଧମକ ଦେଇ ଛଡ଼ାଇ ନେଲେ
ମୟୁରଭଞ୍ଜ,୧୦ା୮: ମୟୂରଭଞ୍ଜ ଜିଲାର ଉଦଳା ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ ବାପା-ମା’ଙ୍କ ସାମ୍ନାରେ ଜଣେ ଝିଅକୁ ୪ରୁ ୫ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଘଟଣାଟି ଦିନଦ୍ଵିପ୍ରହରରେ ଘଟିଥିବା ବେଳେ ଅପହୃତ ଝିଅର ବାପା-ମା’ ବିରୋଧ…
୬୦ ବର୍ଷରେ ଦଶମ ଶ୍ରେଣୀ ପାସ୍ କଲେ ମହିଳା, ଶିକ୍ଷୟିତ୍ରୀଙ୍କ ହାତରୁ ସାର୍ଟିଫିକେଟ୍ ନେବା ସମୟରେ…
ଝରିଗାଁ,୧୦ା୮(କିଶୋର ଚନ୍ଦ୍ର ମଣ୍ଡଳ): ବୟସ ମାତ୍ର ଏକ ସଂଖ୍ୟା ହୋଇଥିବାବେଳେ ୬୦ ବର୍ଷ ବୟସର ଜଣେ ମହିଳାଙ୍କ ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା ଦଶମ ଶ୍ରେଣୀ ପାସ୍ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କାନାକୋଟ…
ଖୋ ଖୋ ଖେଳିବାକୁ ଯାଇ କାର୍ ଦୁର୍ଘଟଣା: ଜଣେ ମୃତ, ୫ ଗୁରୁତର
ଝାରସୁଗୁଡ଼ା,୧୦ା୮(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସୁନାରୀମୁଣ୍ଡା ଛକରେ ଥିବା ହୋଟେଲ ଉତ୍କଳ କଣ୍ଟିନେଣ୍ଟାଲର ସମ୍ମୁଖରେ ଥିବା ଡିଭାଇଡରରେ କାର୍ ଧକ୍କା ହେବାରୁ ରବିବାର ପୂର୍ବାହ୍ନରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଥିବାରୁ ଝାରସୁଗୁଡ଼ା ମୁଖ୍ୟ ଡାକ୍ତରଖାନାରୁ…
ଭାସିଭାସି ଆସି ବୈତରଣୀ କୂଳରେ ଲାଗିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ
ପାଟଣା,୧୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ପଞ୍ଚାୟତ ଅନ୍ତର୍ଗତ ଡିଗିଡିଗିଆ ସାହି ବୈତରଣୀ ନଦୀକୂଳରେ ରବିବାର ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଭାସି ଭାସି ଆସି ଲାଗିଛି। ତେବେ ମୃତକଙ୍କ ପରିଚୟ ମିଳି ନ ଥିବା…
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ଟ୍ୟାଙ୍କର
ଅତାବିରା,୧୦ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ସମ୍ବଲପୁର ୫୩ ନଂ ଜାତୀୟ ରାଜପଥ ଉପରେ ହୁତୁହୁତୁ ହୋଇ ଜଳିଗଲା ଆଲୁମିନିୟମ ବୋଝେଇ ଟ୍ୟାଙ୍କର। ରବିବାର ସକାଳୁ ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ସରଣ୍ଡା ଛକରେ ଏକ ବଡ଼ ଅଘଟଣ ଦେଖିବାକୁ ମିଳିଛି l…

