ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ
ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମରେ କଳିଙ୍ଗ ମହାବିଦ୍ୟାଳୟ,ଇନ୍ଦିରା ପ୍ରିୟଦର୍ଶିନୀ ଉଚ୍ଚ ମାଧ୍ୟମିକ…
କୋଚିଙ୍ଗ ସେଣ୍ଟର୍ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର
ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା ଗ୍ରୀଲ ଭାଙ୍ଗି ୪ ଜଣ ଦଶମ ଶ୍ରେଣୀର ଛାତ୍ର ଫେରାର ହୋଇଯାଇଛନ୍ତି। ନିଖୋଜ…
ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା
ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ ଏ. ସୱର୍ଣ୍ଣଲତା ପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ନିଶାମୁକ୍ତ ଓଡ଼ିଶା, ପକ୍ସୋ ଆଇନ…
ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…
ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ବହୁ ପରିମାଣର ଅବ୍ୟବହୃତ କବାଡି ସାମଗ୍ରୀ ପୋଡ଼ି…
କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ
କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି ଅସମତୁଲତା ଦୂର କରିବା ପାଇଁ ଶିକ୍ଷା ବିଭାଗ ଆବଶ୍ୟକତା ଅନୁଯାୟୀ ଶିକ୍ଷକଙ୍କୁ ଡେପୁଟେସନରେ…
ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ ପ୍ରଦାନ ଉତ୍ସବରେ ଓଡିଶା ଆରକ୍ଷୀ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ମୁଖ୍ୟ ଅତିଥି ଭାବେ…
ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ
ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି। ରାସ୍ତାର ଦୂରାବସ୍ଥା ଯୋଗୁ ଗୁରୁବାର ସକାଳ ୫,୩୦ ମିନିଟରେ ସୂଚନା ପାଇ ଗାଁର…
କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ
କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ କଥା ହେବା ବାହାନାରେ ହୋଟେଲ ନେଇ ସେଠାରେ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ…
ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଡାକ୍ତର ବାରିକ ପୂର୍ବରୁ…
ଏଗ୍ରିଷ୍ଟାକ୍ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି ଆଦି କାଗଜପତ୍ର ଦେବାକୁ କୁହାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିରୋଧ…
ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…
ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ନାବାଳକ ଜଣକ କସନ୍ଦି ପଞ୍ଚାୟତ ଡ଼ାରେଙ୍ଗବା ଗ୍ରାମର…
ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ
ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ…

