ଆମ ଜିଲା ଖବର

ଶିକ୍ଷକତା ଜୀବନରୁ ଅବସରନେଲେ ପ୍ରଧାନଶିକ୍ଷୟିତ୍ରୀ: ଛଳଛଳ ଆଖି, କାଲି ଘଣ୍ଟାରେ ୭ଟା ବାଜିବ ସତ ହେଲେ ସେ ଆଉ….

କର୍ଲାମୁଣ୍ଡା,୩୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ପଞ୍ଚାୟତର ବିନ୍ଧାଣୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ନଳିନୀ ସାହୁ ସୋମବାର ଶିକ୍ଷକତା ଜୀବନରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ପରିଚାଳନା ସମିତି ସଭାପତି ଗିରିଧାରୀ…

ଚୈତ୍ର ମଙ୍ଗଳବାର ତୃତୀୟ ପାଳି: ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୧।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଚାଲିଛି ଚୈତ୍ର ଯାତ୍ରା। ମଙ୍ଗଳବାର ତୃତୀୟ ପାଳିରେ ମା’ ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର…

ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା: ଛାତ୍ରୀଛାତ୍ର ଖାଇଲେ ମାଣ୍ଡିଆ, ରାଶି ଲଡୁ

କର୍ଲାମୁଣ୍ଡା:୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦର ସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟରେ…

ଉତ୍କଳ ଦିବସ: ମହାପୁରୁଷଙ୍କୁ ମାଲ୍ୟାର୍ପଣ କରି ସ୍ମୃତିଚାରଣ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ) ଗଞ୍ଜାମ ବରିଷ୍ଠ ନାଗରିକଙ୍କ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ପୌର ପରିଷଦ କର୍ମକର୍ତ୍ତା ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଥିବା ଉତ୍କଳମଣି ଗୋପବନ୍ଧୁ ଦାଶ, କଳିଙ୍ଗର ବରପୁତ୍ର ବିଜୁ ପଟ୍ଟନାୟକ,…

ଜାଳ ସଂଗ୍ରହ କରିବାକୁ ଯାଇ ଗଛରୁ ପଡ଼ି ଯୁବକଙ୍କ ମୃତ୍ୟୁ

ପାଟଣା,୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୂଷା ଖୋରି ଗ୍ରାମର ଜଣେ ୪୫ବର୍ଷୀୟ ଯୁବକ ମଙ୍ଗଳବାର ପୂର୍ବାହ୍ନରେ ଗଛରୁ ପଡ଼ି ପ୍ରାଣ ହାନୀ ଘଟିଛି। ମୃତକ ଜଣକ ହେଉଛନ୍ତି ଗୋବର୍ଦ୍ଧନ ଦାସ। ସୂଚନା ଅନୁଯାୟୀ ସେ ଜଙ୍ଗଲକୁ ଜାଳ…

ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍‌ପି ଅଭିଳାଷ ଜି. ପୋଲିସ ପେରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ…

ପୋଲିସ ପ୍ରତିଷ୍ଠା ଦିବସ: ୫ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସ୍‌ପି

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଛତ୍ରପୁର ପୋଲିସ ପଡ଼ିଆଠାରେ ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଉପସ୍ଥିତ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇ…

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ କୋଠାର ଉପର ମହଲାରେ ଥିବା ଦୋକାନରୁ ଧୂଆଁ ବାହାରୁଥିବାର ଦେଖିଥିଲେ। ସୂଚନା ପାଇ ଅଗ୍ନିଶମ…

ନାଳରେ ପଡିଛି ଦନ୍ତାହାତୀର ମୃତଦେହ

ପାଲଲହଡ଼ା,୪।୧: ଅନୁଗୋଳ ଜିଲା ସଇଡ଼ା ପଞ୍ଚାୟତ ବିଜୁସାହି ନିକଟ ନାଳରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ଘଟିଛି ତାହା ଜଣାପଡିନାହିଁ। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…

ଭଞ୍ଜନଗରରେ ଉତ୍କଳ ଦିବସ ପାଳନ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭଞ୍ଜନଗର,୧।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳନ ହୋଇଯାଇଛି। ସକାଳେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…

ଟ୍ରଲର ଦୁର୍ଘଟଣା: ୨୦ ଘଣ୍ଟା ରାସ୍ତା ଜାମ

ଅନୁଗୋଳ,୧।୪(ମାନସ ବିଶ୍ୱାଳ): ଅନୁଗୋଳ ସହର ହନୁମାନ ବଜାରରେ ଏକ ଟ୍ରଲର ଦୁର୍ଘଟଣା ଘଟି ୨୦ ଘଣ୍ଟା ରାସ୍ତା ଜାମ ହୋଇଛି। ଫଳରେ ଲୋକଙ୍କ ଯାତାୟତରେ ନାହିଁ ନ ଥିବା ଅସୁବିଧା ହୋଇଛି। ଅନ୍ୟପକ୍ଷେ ଟଲରକୁ ରାସ୍ତାରୁ ହଟାଇବା ବ୍ୟବସ୍ଥା ନ ହେବାରୁ…

ଉତ୍କଳକୁ ବିରୋଧ:କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼, ୧।୪(ପ୍ରେମାନନ୍ଦ ଖମାରୀ): ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ଧୂମଧାମରେ ପାଳନ କରାଯାଉଛି। ତେବେ ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ କୋଶଲ ସଂଗଠନ ସମୂହ ଉତ୍କଳ ଦିବସ ଏବଂ ବନ୍ଦେ ଉତ୍କଳ ଜନନୀକୁ ବିରୋଧ କରି ଆସୁଛନ୍ତି। ଏଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri