ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି
ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ପବିତ୍ର ରଣାଙ୍କୁ ସ୍କୁଲ ନିକଟରେ ଗୋଟିଏ ପାଗଳ କୁକୁର ଗୋଡ଼ାଇ ଗୋଡ଼ାଇ…
ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରୀଛାତ୍ର ପୁରସ୍କୃତ
ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିଶାମୁକ୍ତ…
ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ ୮,୬୧୦ ଟଙ୍କା ଏବଂ ବିଦ୍ୟୁତ କେବୁଲ ତାର ଜବତ କରାଯାଇଛି। ଗତ ୧୦…
ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ ହସ୍ତୀ ଦିବସ ପାଳିତ: ହାତୀ ସୁରକ୍ଷା ପାଇଁ ସଚେତନତା ସଭା
ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଚନ୍ଦ୍ରଗିରି ରେଞ୍ଜ ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ ହସ୍ତୀ ଦିବସ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ପଦ୍ମପୁର ଗାଁ…
ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ ଦାବି ଜୋର ଧରିଛି। ଏନେଇ ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ରଙ୍କ ନେତୃତ୍ୱରେ…
ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ
ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ବିଶାଳ ବାଇକ୍ ରାଲି ଷଡ଼ଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ବାହାରି ଗେଡ଼ମା…
ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…
ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରୁ ଏହି ଶୋଭାଯାତ୍ରା ବାହାରି ପାଟଣା ବଜାର ପରିକ୍ରମା କରିବା…
ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ
ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (MKUY) ର ସମନ୍ୱିତ କୃଷି ପ୍ରଣାଳୀ…
ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍
ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ ଆବଶ୍ୟକୀୟ ସୁରକ୍ଷା ପ୍ରଦାନ ଦାବିରେ ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍ ପକ୍ଷରୁ ବରଗଡ଼…
ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା ପୂର୍ବାହ୍ନରେ ନିଜ ଘରେ ରୋଷେଇ କରୁଥିବା ସମୟରେ ହଠାତ୍ ରନ୍ଧନ ଗ୍ୟାସ ଲିକ…
ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…
ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଚଳିତ ଖରିଫ୍ ଋତୁରେ ଧାନକିଣା ପାଇଁ ରାଜ୍ୟରେ…
ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍ ଗଲେ ୩ ଅଭିଯୁକ୍ତ
ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବନ୍ୟଜନ୍ତୁମାନଙ୍କ ପାଇଁ ପାଣି ପିଇବାର ବ୍ୟବସ୍ଥା ନିମନ୍ତେ ବନ…

