ଆମ ଜିଲା ଖବର

ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକଙ୍କ ପରଲୋକ

ରିଷିଡ଼ା,୨ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ନେତ୍ରାନନ୍ଦ ବାରିକ (୭୨)ଙ୍କ ଶନିବାର ନିଜ ବାସଭବନରେ ପରଲୋକ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଶଯ୍ୟାଶାୟୀ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ପରିବାର ସଦସ୍ୟଙ୍କ…

ପୋଷ ଆଇନ ଉପରେ ଛାତ୍ରୀଙ୍କୁ ସଚେତନ କଲେ ଉପଜିଲାପାଳ: ପରସ୍ପରକୁ ସମ୍ମାନ ଦେବାକୁ…

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାରପୋଷ (posh) ଆଇନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଭଞ୍ଜନଗର ଉପ ଜିଲାପାଳ ତଥା କଲେଜ ପରିଚାଳନା କମିଟି ସଭାପତି ଉମା ଶଙ୍କର ବେହେରା ମୁଖ୍ୟ ଅତିଥି…

ଅବ୍ୟବସ୍ଥା ଘେରରେ କେର୍ଣ୍ଣାପଲା ଗାଁ, ପ୍ରାକ୍‌ ଶିକ୍ଷାରୁ ବଞ୍ଚିତ କୋମଳମତି ଶିଶୁ

କର୍ଲାମୁଣ୍ଡା,୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରମହକୁମାଠାରୁ ୨୦ କିମି ଦୂରରେ ଅବସ୍ଥିତ ବୋରାପଦର ପଞ୍ଚାୟତର କେର୍ଣ୍ଣାପଲା ଗାଁ। ୩୫ ପରିବାର ବିଶିଷ୍ଟ ଏହି ଗାଁରେ ୧୦୫ ଜଣ ମହିଳା ପୁରୁଷ ରହିଛନ୍ତି। ୨୦୨୦ରେ ଗାଁରେ ଥିବା ପ୍ରାଥମିକ…

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଉପସଭାପତିଙ୍କୁ ପଚରାଉଚରା

କଟକ,୨ା୮: OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ପଚରାଉଚରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସକୁ ଡାକି ବୋର୍ଡ ଉପସଭାପତିଙ୍କୁ ପଚରାଉଚରା କରାଯାଉଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟର ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନାରୁ ଜଣାପଡ଼ିଛି। ଜୁଲାଇ ୨୦ରେ ହେବାକୁ…

ଛାତ୍ରଙ୍କୁ ପିଟିଲେ ଛାତ୍ରୀ ଭଞ୍ଜନଗର ମହିଳା କଲେଜ ସମ୍ମୁଖରେ ହାଇଡ୍ରାମା

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ଏକ ହାଇ ଡ୍ରାମା ଦେଖିବାକୁ ମିଳିଛି। କେଉଁ ଏକ ଶିକ୍ଷାନୁଷ୍ଠାନର ଜଣେ ଛାତ୍ରୀ ଆଉ ଜଣେ ଛାତ୍ରଙ୍କୁ ନିସ୍ତୁକ ପିଟୁଥିବା ଏକ ଭିଡିଓ ଆଜି ଅପରାହ୍ନରେ ଭାଇରାଲ…

ଫେରିବା ବାଟକୁ ଅନାଇ ବସିଛି ସ୍ତ୍ରୀ,ବାଟରେ ଗାଡ଼ି ସହ ହୁହୁ ହୋଇଜଳିଗଲେ ବାପ-ପୁଅ

କୋରାପୁଟ,୨।୮(ଅମିତାଭ ବେହେରା) କୋରାପୁଟ ସଦର ଥାନା ଅନ୍ତର୍ଗତ ପୋଡ଼ାଗଡ଼ କନ୍ୟାଶ୍ରମ ସମ୍ମୁଖରେ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ଶନିବାର ମଧ୍ୟାହ୍ନରେ ଟ୍ରକ୍‌ ଓ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏଥିରେ ବାଇକରେ ଯାଉଥିବା ବାପା ଓ ପୁଅଙ୍କ…

ତହସିଲ କାର୍ଯ୍ୟାଳୟରେ ଫାଇଲ ଯାଞ୍ଚ କଲେ ଅତିରିକ୍ତ ଜିଲାପାଳ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲାର ଅତିତିକ୍ତ ଜିଲାପାଳ ରମେଶ ଜେନା ଦାରିଙ୍ଗବାଡ଼ି ତହସିଲ କାର୍ଯ୍ୟାଳୟକୁ ଶନିବାର ପରିଦର୍ଶନ କରିଛନ୍ତି। ସେ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତହସିଲଦାରଙ୍କ ପ୍ରକୋଷ୍ଠକୁ ଯାଇଥିଲେ ସେଠାରେ ଦାୟିତ୍ୱରେ ଥିବା ତହସିଲଦାର ଫାଲ୍ଗୁନୀ କୁମାର, ଅତିତିକ୍ତ ତହସିଲଦାର ଦୁଃଶାସନ…

ମଧ୍ୟାହ୍ନଭୋଜନରେ ଝିଟିପିଟି, ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ବଲାଙ୍ଗୀର/ଟିଟିଲାଗଡ଼,୨ା୮(ସୁନୀଲ ମହାନ୍ତି/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ ଝିଟିପିଟି ପଡ଼ିଥିବା ମଧ୍ୟାହ୍ନଭୋଜନ ଖାଇବା ପରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି। ଏହି ଘଟଣା ସମ୍ପର୍କରେ ଅଭିଭାବକମାନେ ଜାଣିବା…

ଓମ୍‌ ଶାନ୍ତି ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ):ଆସନ୍ତା ୯ ତାରିଖରେ ରକ୍ଷା ବନ୍ଧନ ଉତ୍ସବ ପାଳନ ହେବ। ଏହା ପୁର୍ବରୁ ଭଞ୍ଜନଗର ପ୍ରଜାପିତା ବ୍ରହ୍ମକୁମାରି ଇଶରୀୟ ବିଶବିଦ୍ୟାଳୟ (ଓମ ଶାନ୍ତି) ଶାଖା କାର୍ଯ୍ୟାଳୟ ପକ୍ଷରୁ ଆଜକୁ ୪ ଦିନ ହେବ ରକ୍ଷା ବନ୍ଧନ ଉତ୍ସବ ପାଳନ ହେଉଛି।…

ହତ୍ୟା ଉଦ୍ୟମ ପୂର୍ବରୁ ଅଭିଯୁକ୍ତଙ୍କୁ ଧରାଇଦେଲା ୧୧୨, ବନ୍ଧା ହେଲେ ଡେଲାଙ୍ଗର ୫

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଘଟଣ ରୋକିବାରେ ସକ୍ଷମ ହୋଇଛି। ଏହି ମାମଲାରେ ଭଞ୍ଜନଗର ପୋଲିସ ଶନିବାର ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର ୫ ଜଣକୁ ଗିରଫ କରିଛି। ସେମାନେ…

ଶବ୍ଦ ପ୍ରଦୂଷଣ କରି ୧୭ ବାଇକ୍‌ ଚାଳକ ଗଣିଲେ ମୋଟା ଅଙ୍କର ଫାଇନ୍‌

ବରଗଡ଼,୨ା୮(ପ୍ରେମାନନ୍ଦ ଖମାରୀ): ଅନଧିକୃତ ସାଇଲେନ୍ସର ଲଗାଇଥିବା ବାଇକ୍‌ ଚାଳକଙ୍କ ଉପରେ ବରଗଡ଼ ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଏହି କ୍ରମରେ ହୋଇଥିବା ସ୍ବତନ୍ତ୍ର ଅଭିଯାନରେ ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ୧୭ବାଇକ୍‌ଚାଳକଙ୍କଠାରୁ ୭୫ହଜାର ଟଙ୍କା ଫାଇନ ଆଦାୟ କରିଛି। ଅନଧିକୃତ…

ପରକୀୟା ପ୍ରୀତିରୁ ଅଘଟଣ: ଦେହରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମହତ୍ୟା, ପୁରୁଷ ଗୁରୁତର

ବାରିପଦା/ଉଦଳା,୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖିଚିଂସ୍ଥିତ ପଣସି ଅଞ୍ଚଳରେ ଶନିବାର ପରକୀୟା ପ୍ରୀତିକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ଦେହରେ ପେଟ୍ରୋଲ ଢାଳି ମହିଳା ଓ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ମହିଳାଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?