ଆମ ଜିଲା ଖବର

‘ଆମ ସଂସ୍କୃତି,ଆମ ଖେଳନା’ କାର୍ଯ୍ୟକ୍ରମ ଅନୁଷ୍ଠିତ: କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କାର

ତୁମୁଡିବନ୍ଧ,୭।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ସମୋବାର ପୂର୍ବାହ୍ନରେ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମଟିକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାତ କୁମାର…

କୋଦଳାରେ ଅଘଟଣ: ପୋଖରୀରେ ଚାଲିଗଲା ଜଣଙ୍କ ଜୀବନ

ବେଗୁନିଆପଡା,୭।୪(ସୁଶାନ୍ତ କୁମାର ପଟ୍ଟନାୟକ):ଗଞ୍ଜାମ କୋଦଳାରେ ଅଘଟଣ। ପାଣିରେ ବୁଡ଼ିଯାଇ ପ୍ରାଣ ହରାଇଲେ ଜଣେ ବ୍ୟକ୍ତି। ମୃତକ ଜଣକ ହେଲେ କୋଦଳା ବାଇଗଣୀଆ ସାହିର ୪୦ ବର୍ଷୀୟ କଂଗ୍ରେସ ଜେନା। ଚିନାବାଦାମ ଖୁଚୁରା ବିକ୍ରୟ କରି ସେ ନିଜର ପେଟ ପୋଷୁଥିଲେ। ବୁଗୁଡ଼ାରୁ…

ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ

ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା ଅଭିଯୋଗ…

ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତ

କେସିଙ୍ଗା,୭।୪(ତୁମେଶର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଶ୍ରୁପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ସ୍ବାସ୍ଥ୍ୟ ଦିବସ ସୋମବାର ପାଳିତ ହୋଇଯାଇଛି। ରେଡ଼କ୍ରସ କାଉନସେଲର ତଥା ସମ୍ବଳ ଶିକ୍ଷକ ଗୋବିନ୍ଦ ବ୍ରହ୍ମାଙ୍କ ନେତୃତ୍ୱରେ ଅନୁଷ୍ଠିତ…

ସରିଲା ଚୂଡ଼ାନ୍ତ ସର୍ଭେ: ରିଂ ରୋଡ୍‌ରେ ସୁସଜ୍ଜିତ ହେବ ଅତାବିରା

ଅତାବିରା,୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ମୁଖ୍ୟାଳୟରୁ ଗ୍ରାମାଞ୍ଚଳକୁ ସଂଯୋଗୀକରଣ କରିବ ରିଂ ରୋଡ୍‌ l ବିକଶିତ ଗାଁ ବିକଶିତ ଓଡ଼ିଶାର ବାସ୍ତବ ରୂପ ନେବ ଅତାବିରା l ଝାଉଁଜୋରର ଉଭୟ ପାର୍ଶ୍ୱରେ ସୌନ୍ଦର୍ଯ୍ୟକରଣ ହୋଇ ପ୍ରତ୍ୟହ ହେବ ଆଳତି l…

ନାବାଳିକା ଅପହରଣକାରୀଙ୍କୁ ଦୁଇବର୍ଷ ଜେଲ୍ 

କେନ୍ଦୁଝର,୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି  ବିଜୟ କୁମାର ମିଶ୍ର  ସୋମବାର ଏକ  ୧୬ ବର୍ଷ ବୟସ୍କା ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ତେଲକୋଇ ଥାନା ଅନ୍ତର୍ଗତ ଭିମକାଣ୍ତ ଗ୍ରାମର ଅଭିଯୁକ୍ତ ଅଭିମନ୍ୟୁ…

ତାତିଲେ ବିଦ୍ୟୁତ୍‌ ଉପଭୋକ୍ତା

ଅନୁଗୋଳ ଅଫିସ ୭।୪(ମାନସ ବିଶ୍ୱାଳ)- ଅଲ୍‌ ଇଣ୍ଡିଆ ଇଲେକ୍ଟ୍ରିସିଟି କଞ୍ଜୁମର୍ସ ଆସୋସିଏଶନର(ଏଆଇଇସିଏ) ଆହୱା କ୍ରମେ ୧ରୁ ୭ ଏପ୍ରିଲ ଦେଶବ୍ୟାପୀ ପ୍ରତିବାଦ ସପ୍ତାହ ଜାରି ରହିଛି । ଏହି ପରିପେକ୍ଷିରେ ପ୍ରିପେଡ ସ୍ମାର୍ଟ ମିଟର ଲଗାଇବା ବନ୍ଦ କରିବା, ଟାଇମ୍‌ ଅଫ୍‌…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

ସାହିଯାତ ଆରମ୍ଭ: ଶ୍ରୀକ୍ଷେତ୍ର ଉତ୍ସବମୁଖର

ପୁରୀ,୭ା୪(ଅଜିତ୍‌ କୁମାର ମହାନ୍ତି): ପବିତ୍ର ରାମନବମୀଠାରୁ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ଏଥିପାଇଁ ଶ୍ରୀକ୍ଷେତ୍ର ଉତ୍ସବମୁଖର ହୋଇଉଠିଛି। ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ଶ୍ରୀରାମ ଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ନୀତିକାନ୍ତି…

ଘରେ କେହି ନ ଥିବା ବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୭।୪,(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗାରାବନ୍ଧ ଥାନା ଅଞ୍ଚଳରୁ ବଡ ଧରଣର ଚୋରି ହୋଇଛି। ଗାରାବନ୍ଧ କୁମୁଟି ସାହିର ଟି.ପ୍ରଦୀପ ସପରିବାର ତିରୁପତି ଦର୍ଶନ ପାଇଁ ଗତ ଶୁକ୍ରବାର ଯାଇଥିଲେ। ସେଠାରେ ସେ ଦର୍ଶନ ସାରି ରବିବାର ଘରକୁ…

ଖୋର୍ଦ୍ଧାରେ ଫୁଟିଲା ବୋମା: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଖୋର୍ଦ୍ଧା,୭ା୪: ସଦର ଥାନା ଅନ୍ତର୍ଗତ ଶଢ଼େଇଗଡ଼ ଗ୍ରାମରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ଜୀବନ ଚାଲିଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ସେହି ଗ୍ରାମର ନିରାକାର ସିଂ। ଆହତ ହେଲେ ବଣ୍ଟି ଅରିସଲ। ତାଙ୍କୁ ଗୁରୁତର…

ଜନଜାତି ହାଟ କାମରେ ଆସୁନି

ଦାରିଙ୍ଗବାଡ଼ି,୭ା୪ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଜନଜାତିଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ଜନଜାତି ହାଟକୁ ଏକ ଦଶନ୍ଧିରୁ ଅଧିକା ଦିନ ବିତିଥିଲେ ବି ଆଜି ପର୍ଯ୍ୟନ୍ତ କାର୍ଯ୍ୟରେ ଲାଗିପାରୁ ନାହିଁ। ଦାରିଙ୍ଗବାଡ଼ି ପରେ ସିମନବାଡ଼ି ବଜାର ଉପରେ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri