ଆମ ଜିଲା ଖବର

ଜିଲା ପ୍ରଶାସନ,ବିଦ୍ୟାର୍ଥୀ ବିବାଦ ଘନଉଛି

ରସୁଲପୁର,୭ା୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅନ୍ତର୍ଗତ ରାଉତରାପୁର ପଞ୍ଚାୟତ ଦର୍ଶନ ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ରୁପାନ୍ତରକରଣ କରାଯାଇଛି ା ଏଠାରେ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ଡେପୁଟେଶନରେ ପଠାଇବା ଘଟଣାକୁ ନେଇ କ୍ରମଶଃ ଜିଲା ପ୍ରଶାସନ ଓ ବିଦ୍ୟାର୍ଥୀମାନଙ୍କ ମଧ୍ୟରେ ବିବାଦ ଘନେଇବାରେ...

ଶତାଧିକ ତାଳ ଗଛ କାଟି ନେଲେ ଦୁର୍ବୃତ୍ତ, ପ୍ରଶାସନ ଚୁପ

ପଟ୍ଟାମୁଣ୍ଡାଇ,୭ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ବାଲିପାଟଣା ପଞ୍ଚାୟତର ଖଡିପାଳ-ଆଗାଡିଆ ମୌଜାରୁ ଶତାଧିକ ତାଳ ଗଛ ଦୁର୍ବୃତ୍ତମାନେ କାଟି ନେଇଛନ୍ତି। ଏ ନେଇ ୧୫ ଦିନ ତଳେ ତହସିଲରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଥିଲା। ପଟ୍ଟାମୁଣ୍ଡାଇର ତତ୍‌କାଳିନ ତହସିଲଦାର...

ଅର୍ଥକରୀ ଫସଲ ହିଁ ଚାଷୀଙ୍କୁ ସ୍ବାବଲମ୍ବୀ କରିବ

କେନ୍ଦ୍ରାପଡ଼ା ଅଫିସ,୭ା୨:କେନ୍ଦ୍ର ସରକାରଙ୍କ ବଜେଟରେ କୃଷିକୁ ପ୍ରାଧାନ୍ୟ ଦିଆଯାଇଛି। ପ୍ରତି ଜିଲାରେ ଗୋଟିଏ ଉପତ୍ାଦକୁ ଗୁରୁତ୍ୱ ଦେବା ପାଇଁ ଏଥିରେ ଯୋଜନା କରାଯାଇଛି। ପାରମ୍ପରିକ କୃଷିକୁ ପ୍ରାଧାନ୍ୟ ଦେବା ସହ ଏଥିପାଇଁ ୫ ବର୍ଷୀୟା ଯୋଜନା କରିବାକୁ ହେବ। ଅର୍ଥକରୀ...

୨୨ ଦିନ ପରେ ବି ଚାଷୀଙ୍କୁ ଟଙ୍କା ମିଳୁନି

ପଟ୍ଟାମୁଣ୍ଡାଇ,୭ା୨(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତବର୍ଷ ଖରିଫ ଧାନକିଣାରେ ଅବ୍ୟବସ୍ଥା ସାମନାକୁ ଆସିଛି। ମଣ୍ଡିରେ ଧାନ ବିକ୍ରିର ପ୍ରାପ୍ୟ ଚାଷୀଙ୍କୁ ୪୮ ଘଣ୍ଟା ମଧ୍ୟରେ ପ୍ରଦାନ ପାଇଁ ପ୍ରାବଧାନ ରହିଛି। ମାତ୍ର ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚାଷୀଙ୍କୁ ଧାନ ବିକ୍ରି ପ୍ରାପ୍ୟ...

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ

କଟକ ଅଫିସ,୭ା୨: ଦେଢ଼ବର୍ଷର ଶିଶୁକନ୍ୟା ବଳାତ୍କାର ମାମଲାରେ କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଭିଯୁକ୍ତଙ୍କୁ ଅଧିକ ୧ ବର୍ଷ ଜେଲ୍‌ଦଣ୍ଡ...

ଶେଷ ପର୍ଯ୍ୟାୟରେ ତୈଳ ସନ୍ଧାନ କାର୍ଯ୍ୟ

ଗୋପ,୭।୨(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ, ଇନ୍ଧନ ସନ୍ଧାନ କାର୍ଯ୍ୟ ଜୋର୍‌ସୋରରେ ଚାଲିଥିବା ବେଳେ ଏବେ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଗଲାଣି। ଆଉ ସପ୍ତାହ ପରେ କମ୍ପାନୀ ପକ୍ଷରୁ ଆରମ୍ଭ ହେବ...

ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ଝଟ୍‌କା

କଟକ ଅଫିସ,୭ା୨:ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଝଟ୍‌କା ଲାଗିଛି। ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ଲିଙ୍କ୍‌ ସଂକ୍ରାନ୍ତୀୟ ଶୁଣାଣି ଜାରି ରହିବ ବୋଲି ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସି-ସୋର...

ଯୁଦ୍ଧାସ୍ତ୍ର ପରୀକ୍ଷଣ ପାଇଁ ସମୁଦ୍ରରେ ୩ ଦିନିଆ କଟକଣା

ପାରାଦୀପ,୭।୨(ସ୍ବ.ପ୍ର.):ଉପକୂଳବର୍ତ୍ତୀ ଓଡିଶାର ୪ ଜିଲାର ମତ୍ସ୍ୟଜୀବୀଙ୍କ ପାଇଁ ଫେବୃୟାରୀ ୮ରୁ ୧୦ ପର୍ଯ୍ୟନ୍ତ ସାମୁଦ୍ରିକ କଟକଣା ଜାରି କରାଯାଇଛି। ପ୍ରତିରକ୍ଷା ବିଭାଗ ଚାନ୍ଦିପୁର ପକ୍ଷରୁ ଜାରି ବିଜ୍ଞପ୍ତିରୁ ମିଳିଥିବା ସୂଚନା ଅନୁସାରେ, ଏହି ୩ ଦିନ ସମୁଦ୍ରରେ କିଛି ଯୁଦ୍ଧାସ୍ତ୍ର...

ଚିଟ୍‌ଫଣ୍ଡ ଠକେଇ: ରାଜ ଗଡସନ୍‌ ଏମ୍‌ଡିଙ୍କୁ ୫ବର୍ଷ ଜେଲ

ବାଲେଶ୍ୱର ଅଫିସ, ୭।୨:ବାଲେଶ୍ୱର ଚିଟ୍‌ଫଣ୍ଡ ଅଦାଲତର ବିଚାରପତି ବିଶ୍ୱଜିତ୍‌ ଦାସ ଏକ ଠକେଇ ମାମଲାର ବିଚାର କରି ରାଜ ଗଡସନ୍‌ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ଜଗଦୀଶ ମିଶ୍ରଙ୍କୁ ୫ବର୍ଷ ଜେଲ୍‌ଦଣ୍ଡ ସହ ୩ଲକ୍ଷ ୮୧ହଜାର ଟଙ୍କା ଜରିମାନା ଆଦେଶ...

ଜୁଏଲେରିରୁ ସୁନା ଅଳଙ୍କାର ଚୋରି ଘଟଣା: ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ, ୫୨୩ ଗ୍ରାମ୍‌ ସୁନା ଜବତ

ବ୍ରହ୍ମପୁର ଅଫିସ,୬ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲେରିରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନାଗହଣା ଚୋରି ଘଟଣାର ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ପାତ୍ର ଓରଫ ଲିପୁଙ୍କୁ ସୋମବାର ପୋଲିସ ଗିରଫ କରିଛି। ସୀମାଞ୍ଚଳ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣା; ଠିକ୍‌ ତଦନ୍ତ କରି ସତ ସାମ୍ନାକୁ ଅଣାଯାଉ: ଜୟନ୍ତୀ

ବ୍ରହ୍ମପୁର ଅଫିସ,୬ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିକରି ହତ୍ୟା ଘଟଣାରରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ କରି ଗୋପାଳଙ୍କ ଘରୁ ଫେରିଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଆସିଥିବା ଟିମ୍‌ ବିଭିନ୍ନ ଦିଗ ଉପରେ ତଥ୍ୟ ଓ ପ୍ରମାଣ ସଂଗ୍ରହ...

ମରଣାନ୍ତକ ଆକ୍ରମଣ ଘଟଣା, ୭ କୋର୍ଟ ଚାଲାଣ

ଗୋପାଳପୁର,୬ା୨(ଡି.ଏନ.ଏ.): ଗୋଳନ୍ଥରା ଥାନା କନିଷି ହାଟ ଅଞ୍ଚଳରେ ଏକ ପରିବାରକୁ ଅଶ୍ଳୀଳ ଗାଳିଗୁଲଜ ସହ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ମାମଲାରେ ପୋଲିସ ସୋମବାର ହଳଦିଆପଦର ଓ ଗୋଷଣୀନୂଆଗାଁ ଅଞ୍ଚଳର ୭ ଯୁବକଙ୍କୁ ଗିରଫ ପରେ କୋର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri