ଧରାପଡ଼ିଲେ ଆନ୍ତଃରାଜ୍ୟ ସାଇବର ଠକ, ନଗଦ ୨ ଲକ୍ଷ ଟଙ୍କା ଜବତ
କୋରାପୁଟ,୧୦ା୨(ଅମିତାଭ ବେହେରା): କୋରାପୁଟ ସାଇବର ପୋଲିସ ଦ୍ୱାରା ସୋମବାର ଜଣେ ଆନ୍ତଃରାଜ୍ୟ ସାଇବର ଠକକୁ ଗିରଫ କରାଯିବା ସହ ତାଙ୍କ ଠାରୁ ନଗଦ ୨ ଲକ୍ଷ ଟଙ୍କା୧୦ ଟି ଚେକ୍ ବୁକ୍ ଓ ଗୋଟିଏ ମୋବାଇଲ ଜବତ କରିଥିବା ସୋମବାର ସ୍ଥାନୀୟ…
ବିବାହ ପରେ ଜାଣିବାକୁ ପାଇଲେ ସ୍ବାମୀ କିନ୍ନର, ଏବେ ଶାଶୁଘର ଆଗରେ ଧାରଣାରେ ବସିଲେ ବୋହୂ
ତିହିଡ଼ି,୧୦ା୨(ସଞ୍ଜିତ ବଳ): ଶାଶୁଘର ସାମ୍ନାରେ ଧାରଣା ଦେଇଛନ୍ତି ବୋହୂ। ବିବାହ ଆଳରେ ତାଙ୍କୁ ଠକିଦେଇଥିବା ଅଭିଯୋଗ କରି ବୋହୂ ପୁଷ୍ପାଞ୍ଜଳି ବେହେରା ସୋମବାର ପୂର୍ବାହ୍ନ ୧୧ଟାଠାରୁ ଏହି ଧାରଣା ଦେବା ସହ ଶାଶୁଘର ବିରୋଧରେ ଦଣ୍ଡ ବିଧାନ ସ୍ବରୂପ ୧କୋଟି ଟଙ୍କା…
ହଷ୍ଟେଲରେ ଅଘଟଣ: ନିଆଁ ଲାଗି ଛାତ୍ରୀ ଗୁରୁତର
ଗଜପତି,୧୦ା୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଛାତ୍ରୀନିବାସରେ ଅଭାବନୀୟ ଘଟଣା ଘଟିଛି। ଦେହରେ ନିଆଁ ଲାଗି ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଛାତ୍ରୀଜଣକ…
ବର୍ଦ୍ଧିତ ଭତ୍ତା ପାଇବାରୁ ବଞ୍ଚିତ୍ତ ୯୧ ବର୍ଷୀୟା ବୃଦ୍ଧା, ପରିଣତ ବୟସରେ…
ରାଇକିଆ,୧୦ା୨(ପ୍ରଦୀପ ବେହେରା): ସରକାର ୮୦ ବର୍ଷରୁ ଊଦ୍ଧର୍ବ ବୃଦ୍ଧା ବୃଦ୍ଧଙ୍କ ପାଇଁ ଭତ୍ତା ଟଙ୍କା ୧୨୦୦ରୁ ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହି ଟଙ୍କା ପାଇବାରେ ଜଟିଳତାର ସମ୍ମୁଖୀନ ହେଉଛନ୍ତି ବୃଦ୍ଧାବୃଦ୍ଧ। କନ୍ଧମାଳ ଜିଲା ରାଇକିଆ ବ୍ଲକର ଗମାଣ୍ଡି ଗ୍ରାମର ଡାଳିମ୍ବ…
ଟ୍ରେନ୍ ଟଏଲେଟ୍ରେ ଯୁବକଙ୍କ ମୃତଦେହ ଦେଖି ସଫେଇ କର୍ମଚାରୀ…
ସମ୍ବଲପୁର,୧୦ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍ରେ ଟ୍ରେନ୍ର ଟଏଲେଟ୍ରୁ ଏକ ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ। ମୃତ ଯୁବକ ଜଣକ ସମ୍ବଲପୁର ଜିଲା ବଡ଼ରମାର ପ୍ରସାଦୀ ବାଗ(୩୮) ବୋଲି ପରିଚୟ ମିଳିଛି। ସେ ସିକନ୍ଦରାବାଦରେ କୌଣସି…
ପଥରରେ ଛେଚି ଯୁବକଙ୍କୁ ହତ୍ୟା, ବାଇକ୍ ସହ ମୃତଦେହ ଜବତ
ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ଡୋଳବ ଗାଁ ନିକଟ ରାସ୍ତାକଡ ଚାଷଜମିରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ସକାଳେ ପାଟପୁର ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ପୋଡ଼ାମାରି ଗ୍ରାମ ଢ଼ିମିରା ସାହିର…
ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ
ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ସୋମବାର ସରକାରୀ ବସ୍ ସେବା ଆରମ୍ଭ ହୋଇଛି। ଆଜି ସକାଳେ ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି। ବରଗଡ଼ରୁ ସକାଳ ୮ଟାରୁ ଏହି ବସ୍ ବାହାରି ସମ୍ବଲପୁର, ଝାରସୁଗୁଡ଼ା ସୁନ୍ଦରଗଡ଼, ରାଉରକେଲା,…
ଆଜି ବରଗଡ଼ରୁ ଅଯୋଧ୍ୟାକୁ ଗଡ଼ିବ ବସ୍, ଜାଣି ରଖନ୍ତୁ ରୁଟ୍ ଚାର୍ଟ…
ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ଏଣିକି ସରକାରୀ ଯାତ୍ରୀବାହୀ ବସ୍ ସେବା ମିଳିବ। ସୋମବାର ଏହାର ଶୁଭାରମ୍ଭ ହେବ। ସୋମବାର ସକାଳ ୭ଟା ୩୦ମିନିଟ୍ରେ ଏହାର ଶୁଭାରମ୍ଭ କାର୍ଯ୍ୟକ୍ରମ ରହିଛି। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିବେ।…
ସିଲ୍ ହେଲା ନକଲି ଗୁଟ୍ଖା କମ୍ପାନୀ: ୨ କର୍ମଚାରୀଙ୍କୁ ଉଠାଇ ନେଲା ଜିଏସ୍ଟି ବିଭାଗ
କୁନ୍ଦୁରା,୯ା୨(ସନ୍ତୋଷ ପ୍ରହରାଜ)- କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍ ମସିଗାଁ ପଞ୍ଚାୟତର ବରଗୁଡା, ତରାପୁଟ ଗାଁ ଓ ଦିଗାପୁର ମୁଖ୍ୟ ରାସ୍ତା ପାର୍ଶ୍ୱରେ ଚାଲିଥିବା ନକଲି ଗୁଟ୍ଖା କମ୍ପାନୀ ଉପରେ କେନ୍ଦ୍ର ଏବଂ ଆନ୍ଧ୍ର ଜିଏସ୍ଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରି…
ପେପର୍ କାର୍ଟୁନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ
ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଭାକୁରଗୁଡାଠାରେ ଥିବା ପେପର୍ କାର୍ଟୁନ କାରଖାନାରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଛି। ଖବରପାଇ ରାୟଗଡ଼ା ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଦୀର୍ଘ ୩…
ସାନଭାଇଙ୍କୁ ଗୁଳିକରି ହତ୍ୟା ଘଟଣା: ଅଭିଯୁକ୍ତ ହତ୍ୟାକାରୀ ବଡ଼ଭାଇ କୋର୍ଟ ଚାଲାଣ
ଲାଞ୍ଜିଗଡ଼,୯।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ବନାଥପୁର ଥାନା ଅନ୍ତର୍ଗତ ବେଡ଼ାଗାଁ ପଞ୍ଚାୟତ ଦେହେଡ଼ା ଗାଁରେ ପୂର୍ବ ଶତ୍ରୁତାରୁ ବଡଭାଇ ସାନଭାଇଙ୍କୁ ଶୁକ୍ରବାର ରାତିରେ ଗୁଳିକରି ହତ୍ୟାରେ ସାନଭାଇଙ୍କ ମୃତ୍ଯୁ ଘଟିଥିବା ଘଟଣାରେ ଅଭିଯୁକ୍ତ ବଡଭାଇ କୃଷ୍ଣ ମାଝୀକୁ…
ଲାଞ୍ଜିଗଡରେ କଂଗ୍ରେସର କର୍ମୀଙ୍କ ବିଶାଳ ଶୋଭାଯାତ୍ରା, ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କୁ ଦାବିପତ୍ର
ଲାଞ୍ଜିଗଡ,୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଠାରେ ରବିବାର ଜିଲା କଂଗ୍ରେସ କମିଟିର କର୍ମୀ ସମ୍ମିଳନୀ ସହିତ ବିଶାଳ ଶୋଭାଯାତ୍ରା ଅନୁଷ୍ଠିତ ହେଇଥିବା ବେଳେ ଲାଞ୍ଜିଗଡ଼ର ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ପାଇଁ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର…
Archives


