ଆମ ଜିଲା ଖବର

ଧାରଣାରେ ବସିଲେ ବିଧାୟକ

ନୀଳଗିରି, ୫।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଦେଇଯାଇଥିବା ସେରଗଡ଼-ନୀଳଗିରି-ଝରଣାଘାଟି ୧୯ନଂ. ରାଜ୍ୟ ରାଜପଥ ଖାଲଖମାପୂର୍ଣ୍ଣ ହୋଇଥିବାରୁ ଯାତାୟାତ କରିବା ବିପଦପୂର୍ଣ୍ଣ ହୋଇପଡ଼ିଛି ା ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ପାଇଁ ୮୦କୋଟି ଟଙ୍କା ଅର୍ଥ ମଞ୍ଜୁର କରାଯାଇଥିବା ବେଳେ ବାଲେଶ୍ୱର ପୂର୍ତ୍ତ...

ଅଟେଇ ଜଙ୍ଗଲରେ ମହାବଳ ପାଦ ଚିହ୍ନ

ପାଟଣା,୫।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ରୋହଣୀଦୁମା ବଣ ମହୁଲଡ଼ିହା ମଝିରେ ଥିବା ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲରେ ମହାବଳ ବାଘର ସନ୍ଧାନ ମିଳିଛି। ଶନିବାର ବନ ବିଭାଗ ସହ ଏକ୍ସପର୍ଟ ଟିମ୍‌ ଜଙ୍ଗଲରେ ଛାନଭିନ କରୁଥିବା...

ଗୋପାଳ ପଣ୍ଡା ବିଦ୍ୟାଳୟ ଅଶାନ୍ତ: ଧାରଣାରେ ଛାତ୍ରୀଛାତ୍ର

ରସୁଲପୁର,୫।୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୫-ଟି ରୂପାନ୍ତରିତ ହିଙ୍ଗୁଳା ଗୋପାଳ ପଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାଧବ ସ୍ବାଇଁଙ୍କୁ ଅନ୍ୟ ବିଦ୍ୟାଳୟକୁ ୩ଦିନ ଡେପୁଟେଶନରେ ପଠାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଉକ୍ତ ନିର୍ଦ୍ଦେଶନାମାକୁ ନେଇ ଛାତ୍ର...

ଇକୋ ଟଏଲେଟ ନିର୍ମାଣ ପରେ ତାଲା ଖୋଲୁନି

ପଟ୍ଟାମୁଣ୍ଡାଇ,୫ ।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ଭାରତ ମିଶନରେ ସାମିଲ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ୨୦ଟି ଇକୋ ଟଏଲେଟ ନିର୍ମାଣ କରାଯାଇଛି। ଏଥିଲାଗି ୧ କୋଟି ୫୧ ଲକ୍ଷ ୨୦ ହଜାର ଟଙ୍କା ମଞ୍ଜୁର କରାଯାଇଥିଲା। ସହରର...

ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ

ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି ପତ୍ର ଦିଆଯାଇଛି। ଏନେଇ ଏରସମାରେ ପ୍ରତିବାଦ ସଭା ଆୟୋଜନ କରାଯାଇଥିଲା। ଏଥିରେ ଭାଜପା...

ବାଇକ୍‌ ଆରୋହୀଙ୍କୁ ୬ କି.ମି. ଘୋଷାରି ନେଲା ଟ୍ରକ୍‌

ସୋନପୁର,୫।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅଞ୍ଚଳରେ ଶନିବାର ଛାତି ଥରାଇଲା ଭଳି ଦୁର୍ଘଟଣା ଘଟିଛି। ଅର୍ଜୁନପୁର-ବୁର୍ଡା ରାସ୍ତାର ପଣ୍ଡକିଟାଲ ଛକ ନିକଟରେ ଏହି ଘଟଣା ଘଟିଛି। ଟ୍ରକ୍‌ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭିଂ ପାଇଁ ବୀରମହାରାଜପୁର ଥାନା କେଶଲପୁର ଗାଁର ରାଜକୁମାର...

୨ମାସ ବିତିଲା, ଘୋଷଣା ହୋଇନି ଅନୁଦାନ

ଖୋର୍ଦ୍ଧା ଅଫିସ,୫।୨: ରାଜ୍ୟର ଐତିହାସିକ ସ୍ଥଳ, ମନ୍ଦିର, ଶକ୍ତିପୀଠ ଆଦିର ଉନ୍ନତି ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିଭିନ୍ନ ଐତିହ୍ୟ ସ୍ଥାନ ଓ ମନ୍ଦିର ପରିଦର୍ଶନ କରୁଛନ୍ତି। ଏହି...

ଗୋପାଳଙ୍କ ଘର ପରେ ବ୍ୟାଙ୍କରେ ଯାଞ୍ଚ

ବ୍ରହ୍ମପୁର ଅଫିସ,୫।୨: ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପୋଲିସ ଗୁଳିରେ ମୃତ୍ୟୁ ପରେ ବ୍ରହ୍ମପୁରରେ ଥିବା ଗୋପାଳଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ଗତ...

ଲକ୍ଷେ ଟଙ୍କାରେ କାର୍‌ କିଣିଥିଲେ ଅଭିଯୁକ୍ତ ଗୋପାଳ

ବ୍ରଜରାଜନଗର,୫।୨ (ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୋଲିସ୍‌ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ ଜେରା କରୁଛି। ଗୋପାଳ ବିମାନବନ୍ଦର ଥାନା ପାଇଖାନା...

ଝାରସୁଗୁଡ଼ାରେ ସିଏଫ୍‌ଏସ୍‌ଏଲ୍‌ ଟିମ୍‌

କଟକ ଅଫିସ୍‌, ୫।୨: ନୂଆଦିଲ୍ଲୀରୁ ଆସିଥିବା ସେଣ୍ଟ୍ରାଲ ଫୋରେନ୍‌ସିକ ସାଇନ୍ସ ଲାବୋରେଟୋରି (ସିଏଫ୍‌ଏସ୍‌ଏଲ୍‌)ର ବିଶେଷଜ୍ଞମାନେ ଝାରସୁଗୁଡ଼ାରେ ଅଭିଯୁକ୍ତଙ୍କ ଫୋରେନ୍‌ସିକ ସାଇକୋଲୋଜିକାଲ ଆସେସ୍‌ମେଣ୍ଟ ଓ ଏଲ୍‌ଭିଏ ଟେଷ୍ଟ କରିଛନ୍ତି। ଗୋପାଳଙ୍କ ମାନସିକ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ...

ଜଷ୍ଟିସ ଜେ.ପି. ଦାସଙ୍କୁ ଭେଟିଲେ କ୍ରାଇମ୍‌ବ୍ରାଞ୍ଚ ଏଡିଜି

ବ୍ରଜରାଜନଗର,୫।୨ (ଡି.ଏନ୍‌.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୋଲିସ୍‌ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ ଜେରା କରୁଛି। ଗୋପାଳ ବିମାନବନ୍ଦର ଥାନା ପାଇଖାନା...

ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ ସମ୍ପର୍କରେ ଆଲୋଚନା

ପଟ୍ଟାଙ୍ଗି,୫।୨(ଡି.ଏନ.ଏ.): କୋରାପୁଟ ଜିଲାକୁ ଦିନିକିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫେରି ଯାଇଥିବା ବେଳେ ତାଙ୍କ ସହ ଆସିଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଜିଲାରେ ରହି ବିଭିନ୍ନ ଅଞ୍ଚଳକୁ ଗସ୍ତ କରି ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri