ଆମ ଜିଲା ଖବର

ଆବାସ ଯୋଜନା ଅଭିଯୋଗ ପାଇଁ ହିତାଧିକାରୀଙ୍କ ଭିଡ଼

ଏରସମା,୨୫ା୧(ସ୍ବ.ପ୍ର.): ଏରସମା ବ୍ଲକ ପରିସରରେ ମଙ୍ଗଳବାର ଜିଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ଅଭିଯୋଗକାରୀଙ୍କ ଭିଡ଼ ଜମିଥିଲା। ଶିବିରରେ ଅଧିକାଂଶ ଅଭିଯୋଗ ଆବାସ ଯୋଜନା ସମ୍ପର୍କିତ ଥିଲା। ଏ ବିଷୟରେ ଅଭିଯୋଗ କରିବା ପାଇଁ ହିତାଧିକାରୀମାନେ...

ପାଣି ପାଇଁ ରାସ୍ତା ଅବରୋଧ କଲେ ମହିଳା

ବାଲିକୁଦା,୨୫।୧(ସ୍ବ .ପ୍ର.): ୮ ପଞ୍ଚାୟତକୁ ପାନୀୟ ଜଳ ଆସୁ ନ ଥିବା ଅଭିଯୋଗ କରି ବାଲିକୁଦା ବ୍ଲକ ଅପଣ୍ଡରା ପଞ୍ଚାୟତ ଅନ୍ତର୍ଗତ ଓଳାଂଶ ଗ୍ରାମର ମହିଳାମାନେ ତିହୁଡି ନହରଣା ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ଏହି...

ପଞ୍ଚାୟତ ପୋଖରୀ ହୁଡ଼ାରୁ ୧୭ ଗଛ କାଟି ନେଲେ

ରାଜନଗର, ୨୫ା୧(ଡି.ଏନ.ଏ.): ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ହାତିଆଗଡି ପୋଖରୀ ହୁଡାରୁ ୧୭ଟି ବଡ ଗଛକୁ କେତେଜଣ ବ୍ୟକ୍ତି କାଟି ନେଇଛନ୍ତି। ୨୦ ବର୍ଷ ତଳେ ପରିବେଶ ସୁରକ୍ଷା ପାଇଁ ଲଗାଯାଇଥିବା ଏହି ଗଛକୁ କଟାଯିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ...

ରଥଯାତ୍ରା ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ

ପୁରୀ ଅଫିସ,୨୫ା୧: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ତେବେ ଗତ ୬ ତାରିଖଠାରୁ ଶ୍ରୀମନ୍ଦିର ସିଂହଦ୍ୱାର ପାର୍ଶ୍ୱ ରାସ୍ତା କାର୍ଯ୍ୟ ପାଇଁ ଶ୍ରୀନଅରଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ରାସ୍ତାକୁ ସର୍ବସାଧାରଣଙ୍କ ଯାତାୟାତ ପାଇଁ ବନ୍ଦ...

ତଦନ୍ତ ରିପୋର୍ଟ ୮ ସପ୍ତାହରେ ଦେବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୨୫ା୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁ ମାମଲାରେ ଗତ ୧୪ ତାରିଖରେ ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ଟିମ୍‌ ତଦନ୍ତ ଏବଂ ରାଜଶ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଲଢ଼େଇ ପରିବାରର ଓଡ଼ିଶାର...

ମହିଳା ମାଓବାଦୀ, ତାଙ୍କ ସମର୍ଥକ ଗିରଫ

ନବରଙ୍ଗପୁର/ରାଇଘର, ୨୫।୧(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ପୋଲିସ ମେନପୁର ନୂଆପଡ଼ା ଡିଭିଜନର ଜଣେ ମହିଳା ମାଓବାଦୀ ଓ ତାଙ୍କ ସମର୍ଥକଙ୍କୁ ଗିରଫ କରିଛି। ଏନେଇ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି। ଗିରଫ ମହିଳା...

କନଷ୍ଟେବଳ ନିଯୁକ୍ତି ବୟସ ସୀମା ୪ ବର୍ଷ କୋହଳ, ଆଶାୟୀ ଆଶ୍ୱସ୍ତ

କଟକ ଅଫିସ,୨୪।୧: ରାଜ୍ୟରେ କନଷ୍ଟେବଳ ନିଯୁକ୍ତି ନେଇ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ପଦବୀ ଲାଗି ଆବେଦନକାରୀଙ୍କ ଲାଗି ବୟସ ସୀମା ୪ ବର୍ଷ କୋହଳ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ କରୋନା ମହାମାରୀକୁ ନେଇ ୨୦୧୮ରୁ...

କଟକରେ ସେକ୍ସ ରାକେଟ୍‌ ଠାବ

କଟକ ଅଫିସ,୨୪।୧: କଟକ ସୂର୍ଯ୍ୟବିହାର ଅଞ୍ଚଳରେ ଚାଲିଥିଲା ସେକ୍ସ ରାକେଟ । ଏନେଇ କୌଣସି ସୂତ୍ରରୁ ଖବର ପାଇ ମଙ୍ଗଳବାର ବାଦାମବାଡ଼ି ଥାନା ପୋଲିସ ଅଚାନକ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ରାଣୀ ମହୁମାଛି ସମେତ ୫ ଦେହଜୀବୀଙ୍କୁ ଉଦ୍ଧାର...

ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗସ୍ତ କରିଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ...

ବିଜେଡିକୁ କଳାପତାକା ଦେଖାଇ ବିରୋଧ: ଭାଜପା କର୍ମୀ ଅଟକ

ଦେବଗଡ଼,୨୪।୧(ଡି.ଏନ୍‌.ଏ.): ବିଜେଡିକୁ କଳାପତାକା ଦେଖାଇ ବିରୋଧ  ବେଳେ ଭାଜପା କର୍ମୀ ଅଟକ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା ଶାସନସାହି ଛକରେ । ବିଜେଡ ପ୍ରତିଷ୍ଠା ଦିବସ ପାଳନ ଅବସରରେ ବିଜେଡି ଶୋଭାଯାତ୍ରାକୁ ବିରୋଧ କରାଯାଇଥିଲା। ଏହି ଘଟଣାରେ ଜିଲା...

ରଥାଯାତ୍ରା ପୂର୍ବରୁ ହେବ ଗୁଣ୍ଡିଚା ମନ୍ଦିର ମରାମତି

ପୁରୀ ଅଫିସ୍‌,୨୪।୧(ଡି.ଏନ୍‌.ଏ.): ମହାପ୍ରଭୁଙ୍କ ଘୋଷଯାତ୍ରା ଜୁଲାଇରେ ହେବ । ୩ ଠାକୁର ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଓ ବାହାର ମରାମତି କରିବାକୁ ପ୍ରଶାସନ ପ୍ରସ୍ତୁତି ଚଳାଇଛି । ଏହି...

ନାହିଁ ନାହିଁରେ ଚାଲିଛି ନବରଙ୍ଗପୁର ଜିଏନ୍‌ଏମ୍‌ କଲେଜ

ନବରଙ୍ଗପୁର,୨୪।୧(ବି.ପ୍ର.):ସ୍ବାସ୍ଥ୍ୟ ମଣିଷ ଜୀବନର ଅମୂଲ୍ୟ ସମ୍ପଦ। ଦେହ ଖରାପ ହୋଇଗଲେ ଆମେ ଦୌଡ଼ିଥାଉ ମେଡିକାଲକୁ। ଡାକ୍ତର, ଫାର୍ମାସିଷ୍ଟ, ଏଏନ୍‌ଏମ୍‌ ଓ ଜିଏନ୍‌ଏମ୍‌ମାନେ ଯାହା ଉପଚାର କରିଥାନ୍ତି, ତାହାକୁ ଗ୍ରହଣ କରିଥାଉ। ତେବେ ସେମାନେ ନେଇଥିବା ଟ୍ରେନିଂ ଯଦି ଠିକ୍‌ଭାବେ ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri