ଆମ ଜିଲା ଖବର

ପ୍ରେମିକା ଅନ୍ୟତ୍ର ବାହା ହୋଇଯିବାରୁ ସହି ପାରିଲେନି ଯୁବକ ନେଲେ ଏମିତି ନିଷ୍ପତ୍ତି

ପାଟଣା, ୯।୫(ବୀରକିଶୋର ଦାଶ): ପ୍ରେମିକା ପ୍ରେମିକଙ୍କୁ ପ୍ରତାରଣା ଦେଇ ଅନ୍ୟତ୍ର ବାହା ହୋଇଯିବାରୁ ପ୍ରେମିକ ଜଣକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ପଞ୍ଚାୟତ ଅନ୍ତର୍ଗତ ଦଳେଇପଶି…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି କଚାଡ଼ି ମାରିଲା ଦନ୍ତା

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପୋଷି ବିଟ୍‌ କେନ୍ଦେଇପୋଷି ଶନି ମନ୍ଦିର ନିକଟ କାଜୁ ବଗିଚାରେ ଏକ ଗୋଠ ଛଡ଼ା ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ୬୫ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତ ମୁରୁସୁଆଁ…

ବ୍ୟବସାୟୀଙ୍କୁ ଗୁଳିମାଡ଼: ଲୁଟିନେଲେ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର

ଖୋର୍ଦ୍ଧା,୯।୫: ଖୋର୍ଦ୍ଧା ଜିଲା ବାଲୁଗାଁ ଥାନା ଅଧୀନ ନିମିକ୍ଷେତା ଗାଁ ରାସ୍ତାରେ ଶୁକ୍ରବାର ଏକ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ସୁନା ବ୍ୟବସାୟୀ ଉମାକାନ୍ତପୁର ଗ୍ରାମର ବ୍ୟବସାୟୀ ପ୍ରହଲ୍ଲାଦ ନାୟକ(୪୨) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ଦେହରେ ୨ ରାଉଣ୍ଡ ଗୁଳି…

ଆଧ୍ୟାତ୍ମିକ ପରିବେଶରେ ସମ୍ପନ୍ନ ହେଲା ମହାଯଜ୍ଞର ପୂର୍ଣ୍ଣାହୁତି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମ ଶ୍ରୀ ଧବଳେଶ୍ୱର ଶୈବପୀଠ ପରିସରରେ ଶ୍ରୀ ହନୁମାନଙ୍କ ପ୍ରତିମୂର୍ତ୍ତି ଏବଂ ବୃଷଭ ପ୍ରତିଷ୍ଠା ନିମନ୍ତେ ବୈଶାଖ ଶୁକ୍ଳ ଦଶମୀ ତିଥି ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ମହାଯଜ୍ଞ ବୈଶାଖ ଶୁକ୍ଳ…

ରାସ୍ତା ଅବରୋଧକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳରେ ରାସ୍ତା ଅବରୋଧ କରି ବ୍ୟବସାୟୀମାନଙ୍କ ବିରୋଧରେ ପୌର ପରିଷଦ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସ୍ବରୂପ ପୌରାଞ୍ଚଳର ଜନଗହଳିପୂର୍ଣ୍ଣ ସ୍ଥାନରେ ଦୋକାନ ଖୋଲି ରାସ୍ତା ଉପରେ ସାମଗ୍ରୀ ରଖୁଥିବା ବ୍ୟବସାୟୀଙ୍କର…

ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା

ବାରଙ୍ଗ,୯ା୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍‌କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…

ପୁରୀରେ ପୋଲିସ ଛାଉଣି

ପୁରୀ,୯।୫: ଅପରେଶନ ସିନ୍ଦୂରର ପ୍ରଭାବରେ ଥରହର ହୋଇପଡିଛି ପାକିସ୍ତାନ। ଗୁରୁବାର ରାତିସାରା, ଜମ୍ମୁ, ପଠାନକୋଟ ଏବଂ ଉଧମପୁରର ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନରୁ ଡ୍ରୋନ ଏବଂ ମିଶାଇଲ ଦ୍ୱାରା ଟାର୍ଗେଟ କରାଯାଇଥିଲା। କିନ୍ତୁ ଭାରତର ୩ ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିଲେ। S-400…

ପୋଲିସର ଚଢ଼ାଉ: ୩ ବନ୍ଧୁକ, ୭୦ ଗୁଳି ଜବତ

କେନ୍ଦ୍ରାପଡ଼ା,୯ା୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ଥାନା ଅନ୍ତର୍ଗତ ଇନ୍ଦାଳୋଠାରେ ଗତ ୪ ତାରିଖରେ ଗୁଳିକାଣ୍ଡ ହୋଇଥିଲା। ଏହି ଗୁଳିକାଣ୍ଡରେ ଅପରାଧୀଙ୍କୁ ଧରିବାକୁ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହିି କ୍ରମରେ ଗୁରୁବାର ବିଳମ୍ବିତ ରାତିରେ ଟାଉନ ଥାନା ଅନ୍ତର୍ଗତ…

ଓ୍ବିଲିୟମ ହେନେଜ୍‌ଙ୍କ ବିରୋଧରେ ଆଉ ଏକ ଠକେଇ ମାମଲା

ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ନିଜକୁ ନେତା, ମନ୍ତ୍ରୀ ଓ ନିଜକୁ ପ୍ରଭାବଶାଳୀ ନେତା ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷଲକ୍ଷ ଟଙ୍କା ଠକେଇ କରି ଜେଲ୍‌ ହାଜତରେ ଥିବା ହାଇପ୍ରୋଫାଇଲ ଠକ…

ବାଲେଶ୍ୱରର ଚାନ୍ଦିପୁରରେ ହାଇ ଆଲର୍ଟ

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ। ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ସୀମାବର୍ତ୍ତୀ ଇଲାକାକୁ ହାଇ ଆଲର୍ଟରେ ରଖାଯାଇଛି। ଜମ୍ମୁ-କଶ୍ମୀର ପହଲଗାମଠାରେ ଆତଙ୍କୀ ହମଲା ପରେ ଭାରତ-ପାକିସ୍ତାନ ମୁହାଁମୁହିଁ ସ୍ଥିତିରେ ପହଞ୍ଚିଛି। ସମ୍ଭାବ୍ୟ ଯୁଦ୍ଧର…

ବିଭାଗୀୟ ଅବହେଳା: ହୋଇପାରୁନି ଶ୍ରମିକଙ୍କ ନାମ ପଞ୍ଜୀକରଣ

ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ଶ୍ରମ ବିଭାଗର ଚରମ ଅବହେଳା, ଉଦାସୀନତା ତଥା ଅବହେଳା ପାଇଁ ଦେବଗଡ଼ ଜିଲାରେ ବହୁ ଶ୍ରମିକ ବଞ୍ଚିତ ହୋଇଥିବା ବେଳେ ଶତାଧିକ ଶ୍ରମିକଙ୍କର କାର୍ଡ ନବୀକରଣ ହୋଇପାରୁନାହିଁ। ଏପରିକି ଅନ୍‌ଲାଇନ୍‌ ଯୋଗେ ଆବେଦନ କରିଥିଲେ ହେଁ ଶହଶହ…

ମନରେଗା ରାସ୍ତା ନିର୍ମାଣରେ ଅନିୟମିତା: ମେଶିନରେ ହେଉଛି କାର୍ଯ୍ୟ, ତଦନ୍ତ ଦାବି

ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତାଳକୁଣ୍ଡି ପଞ୍ଚାୟତରେ ବିନା ଶ୍ରମିକରେ ମେଶିନ ଯୋଗେ ରାତିଅଧିଆ ମନରେଗା ରାସ୍ତା ନିର୍ମାଣ ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ବିନା ସୂଚନାଫଳକରେ ଦିନ ଦ୍ୱି’ ପ୍ରହରରେ ଖୁଲମଖୁଲା ମେଶିନ ଲଗାଇ ରାସ୍ତା ନିର୍ମାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri