ଆମ ଜିଲା ଖବର

ଲଗାଣ ବର୍ଷାରେ ଭାଙ୍ଗିଲା ପୋଲ

ନୂଆପଡ଼ା,୨୫ା୭ (ମକାରୁ ବେମାଲ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକର ଏକ ନାଳ ଉପରେ ଥିବା ପୋଲ ଭାଙ୍ଗିଯାଇଛି। ଫଳରେ ଆଖପାଖର ୧୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ସୂଚନା ଅନୁଯାୟୀ କୋମନା…

ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

କୋରାପୁଟ,୨୫ା୭(ପବନ ପାଣିଗ୍ରାହୀ): ଜୟପୁର ଫରେଷ୍ଟ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି।ସକାଳ ୯:୪୧ରୁ ଜୟପୁର ଓ ଭୁବନେଶ୍ୱରର ସମେତ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଏହି…

ସ୍କୁଟିରେ କରୁଥିଲେ ଗଞ୍ଜେଇ ଚାଲାଣ: ୨ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି,୨୪ା୭(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶରେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡାଙ୍କ ନେତୃତ୍ୱରେ ଅବକାରୀ ଟିମ୍‌ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ସ୍କୁଟି ନଂ. ( ଓଡି…

ଜବରଦଖଲ ପାଇଁ ସହରରେ ପଶିଲା ବର୍ଷା ପାଣି, ଜଳସମ୍ପଦ ବିଭାଗ ଅଧିକାରୀଙ୍କୁ…

ଭଞ୍ଜନଗର,୨୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ମଧ୍ୟ ଦେଇ ଯାଇଥିବା ଜଳସମ୍ପଦ ବିଭାଗର କେନାଲ ଗୁଡ଼ିକୁ ଲୋକେ ଧିରେ ଧିରେ ଜବରଦଖଲ କରିନେଲେଣି। କେତେକ ସ୍ଥାନରେ ସରକାର ମଧ୍ୟ କେନାଲକୁ ଜବରଦଖଲ କରିଛି। ଏଥିସହ ପୁର୍ବ ପୁରୁଷରୁ ଥିବା ଅନେକ ବେସରକାରୀ…

ଝାଡାବାନ୍ତି ପ୍ରଭାବିତ ଅଞ୍ଚଳରେ ବିଜେଡ଼ି, କଂଗ୍ରେସ ଟିମ୍‌: ସରକାରୀ ବିଫଳତା ସହ ଡାକ୍ତର ପଦବୀ ଖାଲି ନେଇ…

ଦିଗପହଣ୍ଡି/ପାଟପୁର,୨୪ା୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର ଗାଁରେ ଝାଡାବାନ୍ତିରେ ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ପାଖରେ ଗୁରୁବାର ରାଜ୍ୟ ବିଜେଡି ନେତୃମଣ୍ଡଳୀ ପହଞ୍ଚି ଆଶ୍ୱାସନା ଦେଇଥିଲେ। ପରେ ସେମାନେ ଗ୍ରାମବାସୀଙ୍କ ସହ ଆଲୋଚନା କରିବାସହ ଉପସ୍ଥିତ…

ବଡ଼ମାଳ ଗୋଳାବାରୁଦ କାରଖାନା ପରିସରରୁ ଗଛ କାଟି କରୁଥିଲେ ଚୋରି, ସିକ୍ୟୁରିଟି ହାତରେ ଧରାପଡିଲେ…

ସଇଁତଳା,୨୪ା୭(ରାଖାଲ ପ୍ରସାଦ ଶତପଥି) – ବଲାଙ୍ଗିର ଜିଲା ସଇଁତଳା ବ୍ଲକ ଅନ୍ତର୍ଗତ ଗୋଳାବାରୁଦ କାରଖାନା ପରିସରରେ ଥିବା ଜଙ୍ଗଲରୁ ଗଛ କାଟି ଚୋରି କରୁଥିବାବେଳେ ସ୍ଥାନୀୟ ସିକ୍ୟୁରିଟି ହାତରେ ଜଣେ ଯୁବକ ସହ ଛତିଶଗଡ ଅଞ୍ଚଳର ଏକ ବୋଲେରୋ ପିକଅପ ଧରା…

ଜମିବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ପୋଲିସର ଏକତରଫା ଗିରଫଦାରୀକୁ ଚାଷୀ ମୁଲିଆ ସୁରକ୍ଷା ସମିତିର ବିରୋଧ  

ଦାରିଙ୍ଗବାଡି, ୨୪।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ରାମ୍ବୁଲି ଏବଂ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀ ପକ୍ଷରୁ ଆହତ ହୋଇଥିଲେ।…

ପରିତ୍ୟକ୍ତ ଅବସ୍ଥାରେ ଅଧାପନ୍ତରିଆ ଅଙ୍ଗନୱାଡି କେନ୍ଦ୍ର, ଛୋଟ ଶିଶୁମାନେ…

ବୁଗୁଡ଼ା,୨୪ା୭(କାଳିଚରଣ ଦାଶ)-ବୁଗୁଡ଼ା ଏନଏସି ଅନ୍ତର୍ଗତ ୫ନଂ ୱାର୍ଡରେ ଜନସଂଖ୍ୟା ଅନୁସାରେ ଅଙ୍ଗନୱାଡି କେନ୍ଦ୍ର ନାହିଁ। ଏଠାରେ ମାତ୍ର ଗୋଟିଏ ରହିଛି। ଏହି କେନ୍ଦ୍ରଟି ଅସଂପୂର୍ଣ୍ଣ ଥିବାରୁ କେନ୍ଦ୍ର ୬ନଂ ୱାର୍ଡରେ ଚାଲୁଛି। ୫ ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର ପାଇଁ ଲକ୍ଷାଧିକ…

ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୧୪ା୭(ଦୀପକ କୁମାର ପରାସେଠ): ତୁମୁଡିବନ୍ଧ ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ପକ୍ଷରୁ ଗୁରୁବାର ତୁମୁଡିବନ୍ଧ ବନାଞ୍ଚଳର କବରା ନାଳ ପାହାଡ଼ରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ତୁମୁଡିବନ୍ଧ ବ୍ଲକ୍‌ ଅଧ୍ୟକ୍ଷା ବାସନ୍ତି ମାଝି ମୁଖ୍ୟ ଅତିଥି ଭାବେ ଓ…

ବୁଗୁଡ଼ାରେ ଚାଲିଥିଲା ଚୋରା ମଦ କାରବାର: ଚଢାଉରେ ୫ହଜାର ଲିଟର ପୋଚ, ୨ଶହ ଲିଟର ଦେଶୀମଦ ଜବତ

ବୁଗୁଡା,୨୪ା୭(କାଳିଚରଣ ଦାଶ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ କରାଯାଇ ପ୍ରଚୁର ପରିମାଣର ପୋଚ ଓ ଦେଶୀମଦ ସହ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଥିବା ଜଣାପଡ଼ିଛିି। ପ୍ରକାଶ ଯେ, ବୁଗୁଡ଼ା ଅଞ୍ଚଳରେ ବ୍ୟାପକ…

ନିଶାରେ ଯୁବକଙ୍କ ଗାଲରେ ଭୁସିଥିଲେ ଛୁରୀ: ଜେଲ ଗଲେ ଅଭିଯୁକ୍ତ ଅରୁଣ ସେଠୀ

ଦିଗପହଣ୍ଡି,୨୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଜନତା ଲେନରେ ବୁଧବାର ପୂର୍ବାହ୍ନରେ ଅରୁଣ ସେଠୀଙ୍କ ଛୁରା ମାଡ଼ରେ ଦିଗପହଣ୍ଡି କମାର ସାହିର କାହ୍ନା ସେଠୀ ନାମକ ଯୁବକ ଗୁରୁତର ଆହାତ ହୋଇଥିଲେ। କାହ୍ନାଙ୍କ ମାଆ ଶକୁନ୍ତଳା ସେଠୀଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା…

ସହପାଠୀଙ୍କ ସହ ବନ୍ଧୁତା ପରେ ଅଶ୍ଳିଳ ଫଟୋ ଉଠାଇ ଭାଇରାଲ କରିବା ଧମକ ଦେଉଥିଲେ, ଯୁବକଙ୍କୁ ବାନ୍ଧିଲା… 

ବୈଶିଙ୍ଗା,୨୪।୭(ରତନ ଦାଶ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ପଡ଼ିଲା ମହଙ୍ଗା। ଏହି ଘଟଣାରେ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଖୁଣ୍ଟା ଥାନା ଅଞ୍ଚଳର କେଶ ମୁର୍ମୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?