ଆମ ଜିଲା ଖବର

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଛି। ଏନେଇ ବାଉଁଶଲୁଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି ସଞ୍ଜୟ କୁମାର ମିଶ୍ରଙ୍କ ଜଣକିଆ ଖଣ୍ଡପୀଠ ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି। ଏଥିସହ…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ ସ୍ଥାନୀୟ ପାଷ୍ଟର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗର୍ଭବତୀ ମହିଳା ଜଣକ ଅସୁସ୍ଥ…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି । ତେବେ ବୁଧବାର ଭୋରରୁ ପାଇପରେ ଦୂଷିତ ଗୋଳିଆ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା। ଝଡ଼ବର୍ଷା ଯୋଗୁ ଗ୍ରାମର ଘରଦ୍ୱାର, ବୁଣାକାରଙ୍କ ମଙ୍ଗାଶାଳ ଭାଙ୍ଗି ଯାଇଥିଲା। ସେହିପରି ଗ୍ରାମରେ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଏହାର ଶୁଭାରମ୍ଭ କରିଥିଲେ l ଏନଏସି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ ହିଁ ଇଞ୍ଜିନିୟରିଂ କଲେଜ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ ଜଣକ କ୍ଷେତରାଜପୁର ଥାନା ଅନ୍ତର୍ଗତ ତିୱାରିଗଳିର ଗୋପାଳ ବଂଶଲ (ଚିଣ୍ଟୁ) ବୋଲି ପ୍ରାରମ୍ଭିକ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ ଘରର ଗ୍ରିଲ କବାଟରେ ଲାଗିଥିବା ତାଲା ଭାଙ୍ଗିବାରେ ବିଫଳ ହେବା ପରେ ନିକଟରେ…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ପୀଠରୁ ଲୁଟିନେଇଥିବା ବେଳେ ବର୍ତ୍ତମାନ ଦକ୍ଷୀଣକାଳୀଙ୍କ ପୀଠରୁ ଲୁଟିନେଇଛନ୍ତି । ଏହି…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ ହେବା ପାଇଁ ବିଭିନ୍ନ ଋଣ ପ୍ରଦାନ କରୁଛନ୍ତି। କିନ୍ତୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?