ଆମ ଜିଲା ଖବର

ପିଇବା ପାଣି ଅଭାବ: ବିଡିଓଙ୍କୁ ଜଣାଇଲେ ବସ୍ତିବାସୀ

ଧରାକୋଟ,୨୦ା୧(ଡି.ଏନ୍‌.ଏ.): ଧରାକୋଟ ବ୍ଲକ ଅନ୍ତର୍ଗତ ମୁଣ୍ଡମରାଇ ଗ୍ରାମ ଋଷିକୁଲ୍ୟା କେନାଲ ପାର୍ଶ୍ୱରେ ଥିବା କିଶୋରବିହାର ବସ୍ତିରେ ପିଇବା ପାଣିର ଅଭାବ ଦେଖାଦେଇଛି। କିଶୋର ବିହାର ଅଞ୍ଚଳରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ତରଫରୁ ପିଇବା ପାଣି ଯୋଗାଣ ଲାଗି ପାଇପ ବିଛା...

୨ ସ୍କୁଟି ମୁହାଁମୁହିଁ

ଝାରସୁଗୁଡ଼ା ଅଫିସ,୨୦ା୧: ଝାରସୁଗୁଡ଼ା ଟାଉନ ଥାନା ଅଧୀନ ବମ୍ବେଛକ ନିକଟ କାପୁମାଲ ରାସ୍ତାରେ ୨ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ସରବେର୍ଣ୍ଣା ଗ୍ରାମ ଓରାପଡାର ବିନୋଦ ମିଞ୍ଜ(୩୫), ବୁଡିପଦର ଗ୍ରାମର ଅମିତ...

ଓଲଟିଲା ଯାତ୍ରୀବାହୀ ବସ୍‌: ୨ ମୃତ, ୫ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର,୨୦।୧(ଡି.ଏନ୍‌.ଏ.): ଯାତ୍ରୀବାହୀ ମିନି ବସ୍‌ ଓଲଟି ୨ ମୃତ ଓ ୫ରୁ ଅଧିକ ଆହତ ହୋଇଛନ୍ତି। ଏଭଳି ଅଘଟଣ ଘଟିଛି ଗଞ୍ଜାମ ଜିଲା ସୀମାନ୍ତ କାନକଟା ଘାଟିରେ । ଆହତ ବ୍ୟକ୍ତିମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ...

ଟିପିଏସ୍‌ଓଡିଏଲ୍‌ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା: କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦।୧: ବ୍ରହ୍ମପୁର ଟିପିଏସ୍‌ଓଡିଏଲ୍‌ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଜଣେ ଆଉଟସୋର୍ସିଂ ମହିଳା କର୍ମଚାରୀଙ୍କୁ ଟାଟାପାୱାରର ଜଣେ ଅଧିକାରୀ ଅସଦାଚରଣ ସହ ଯୌନ ନିର୍ଯାତନା ଦେଉଥିବା ନେଇ ସଙ୍ଗିନ ଅଭିଯୋଗ ହୋଇଛି। ପୋଲିସ ଏହି ସଂକ୍ରାନ୍ତରେ ଏକ ମାମଲା...

ବେରୋଜଗାର ନେଲା ଜୀବନ

ପାରଳାଖେମୁଣ୍ଡି,୨୦।୧: ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମକ୍କାତୋଟାଆମ୍ମା ମନ୍ଦିର ପଛ ପାର୍ଶ୍ୱରେ ଥିବା ସାହିରେ ଶୁକ୍ରବାର ଜଣେ ଯୁବକ ବେକରେ ଶାଢିବାନ୍ଧି ପଙ୍ଖାରେ ଓହଳି ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ହେଲେ ଶ୍ରୀପତି ଚନ୍ଦ୍ରହାସନ(୨୨)। ଆତ୍ମହତ୍ୟାର କାରଣ...

୪୦୦ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଖୋର୍ଦ୍ଧା ଅଫିସ,୨୧।୧: ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ୪୦୦ ଗ୍ରାମ ବ୍ରାଉନସୁଗାର, ନଗଦ ୨୬ ହଜାର ଟଙ୍କା ସହ ୨ଜଣଙ୍କୁ ପୋଲିସ ଗିରଫ କରିଛି। ପୋଲିସ ତାଙ୍କଠାରୁ ଏକ ବୋଲେରୋ ଗାଡ଼ି ମଧ୍ୟ ଜବତ...

ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କ ନାଁରେ ଥାନାରେ ମାମଲା

ପୁରୁଷୋତ୍ତମପୁର,୨୦।୧(ଡି.ଏନ.ଏ.): ଅକ୍ରୋଶମୂଳକ ଭାବେ ଏକ ଗରିବ ପରିବାର ଦୋକାନ ଭାଙ୍ଗିଦିଆଯିବା ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପରେ ପୋଲିସ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କ ସମେତ ସ୍ମୃତି ରଞ୍ଜନ ଷଡଙ୍ଗୀ ଓ ସୁରଜ...

ବାବୁ ଆମକୁ ରକ୍ଷା କର: ଠେଲାଦୋକାନ ଭାଙ୍ଗିଲେ ଏବେ ଘର ବି ଭାଙ୍ଗିଦେବେ

ପୁରୁଷୋତ୍ତମପୁର,୨୦।୧(ଡି.ଏନ.ଏ.): ବାବୁ ଆମକୁ ରକ୍ଷା କର। ଠେଲାଦୋକାନ ଭାଙ୍ଗିଦେଲେ ଏବେ ଘରବି ଭାଙ୍ଗିଦେବେ। ଆମେ ଯିବୁ କୁଆଡେ ବୋଲି ଭାଜପା ନେତାଙ୍କ ଆଗରେ ଏକ ଗରିବ ପରିବାର କାନ୍ଦି ଗୁହାରି କରିଛନ୍ତି। ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ରାତିରେ...

ଶିକ୍ଷକ ଅନିରୁଦ୍ଧ ସ୍ବାଇଁ ମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅନଶନ

ହାଟଡିହୀ,୨୦ା୧(ଡି.ଏନ୍‌.ଏ.): ୨୦୨୨ ନଭେମ୍ବର ୧୪ରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲର ଶିକ୍ଷକ ଇଞ୍ଚଳ ଗ୍ରାମର ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁଠାରେ ଥିବା ତାଙ୍କ ଭଡ଼ାଘରୁ ଉଦ୍ଧାର ହୋଇଥିଲା। ପ୍ରକାଶ ଚନ୍ଦ୍ର ସ୍ବାଇଁଙ୍କ ଅଭିଯୋଗକୁ...

ମହିଳାଙ୍କୁ ଦଳିଦେଲା ହାତୀ

ରୁପ୍ରାରୋଡ଼,୨୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ବାଗପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଏକ ଦନ୍ତାହାତୀ ଜଣେ ମହିଳାଙ୍କୁ ଦଳି ଦେଇଛି। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚମ୍ପା ଗଉଡ଼(୫୨)। ମିଳିଥିବା ସୂଚନା ମୁତାବକ, ଶୁକ୍ରବାର...

ଖାଲଖମାରେ ଭର୍ତ୍ତି ମହାନଦୀ ସେତୁ

ବୌଦ୍ଧ,୨୦ା୧(ସ୍ବ.ପ୍ର.): ବୌଦ୍ଧ କିଆକଟା ମହାନଦୀ ସେତୁ ପାଲଟିଛି ମରଣଯନ୍ତା ା ବୌଦ୍ଧ ସହରର ଦ୍ରୁତ ବିକାଶ ଓ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ ଦିଆଯାଇ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି। ହେଲେ ବୌଦ୍ଧବାସୀଙ୍କ ଗର୍ବ ପାଲଟି ଥିବା ବୌଦ୍ଧ କିଆକଟା ମହାନଦୀ ସେତୁ ବର୍ତ୍ତମାନ...

ଥଣ୍ଡା କାକରରେ ରାସ୍ତାପାର୍ଶ୍ୱରେ କଟୁଛି ବୃଦ୍ଧଙ୍କ ଜୀବନ

ଗୁଣପୁର,୨୦ା୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଗୁଣପୁର ଷ୍ଟେଶନ ରୋଡ୍‌ ଛକ ରାସ୍ତାପାର୍ଶ୍ୱରେ ଜଣେ ବୃଦ୍ଧ ଦୀର୍ଘଦିନ ଧରି ଶୀତରେ ଅସହାୟ ଅବସ୍ଥାରେ ପଡ଼ି ରହିଛନ୍ତି। ହେଲେ ତାଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ ପାଇଁ କାହାର ନଜର ପଡ଼ୁନାହିଁ। ଏ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri