ଆମ ଜିଲା ଖବର

୨୦୦ ବର୍ଷ ପରେ ମନ୍ଦିରକୁ ଗଲେ ମା’

କାମାକ୍ଷାନଗର, ୧୯।୧(ଡି.ଏନ୍‌.ଏ.): ଭଙ୍ଗା ଦଦରା ଘର। ସାମାନ୍ୟ ବର୍ଷାରେ ଛାତରୁ ଗଳୁଥିଲା ପାଣି। ଏଭଳି ଅବ୍ୟବସ୍ଥା ଭିତରେ ରାଜରାଜୁଡ଼ା ଅମଳରୁ ସେଠାରେ ପୂଜା ପାଉଥିଲେ ଆଦିଶକ୍ତି ମା’ ପାର୍ବତୀ। ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀଙ୍କ ପ୍ରାଚୀନ ପୀଠର ଏଭଳି ଦୁରାବସ୍ଥା ଅଞ୍ଚଳବାସୀଙ୍କ...

ମିଲର, ସମ୍ପାଦକ ଗିରଫ ଦାବିରେ ବିକ୍ଷୋଭ

କେନ୍ଦୁଝର,୧୯ା୧(ସ୍ବ.ପ୍ର.): ଏଫ୍‌ଏକ୍ୟୁ ଆଳରେ ଧାନର ମୂଲ୍ୟ କଟା ଯାଉଥିବା, ମିଲରମାନଙ୍କୁ ଅହେତୁକ ଅନୁକମ୍ପା ପ୍ରଦର୍ଶନ, ମଣ୍ଡିରେ ଧାନ କିଣା ଯାଉ ନ ଥିବା, ମିଲରମାନଙ୍କ ପ୍ରତି ଅହେତୁକ ଅନୁକମ୍ପା ପ୍ରଦର୍ଶନ ଆଦି ଦାବିରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ...

୨୩ରୁ ତାଳଚେର ପୁସ୍ତକମେଳା

ତାଳଚେର, ୧୯ା୧ (ନି.ପ୍ର.): ବିଂଶତମ ତାଳଚେର ପୁସ୍ତକ ମେଳା ଆସନ୍ତା ୨୩ ତାରିଖରୁ ହାଟତୋଟାସ୍ଥିତ ପ୍ରଜାମଣ୍ଡଳ ଭବନ ପରିସରରେ ଆରମ୍ଭ ହେବ। ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା...

ସତ୍ୟଙ୍କ କ୍ଷୁଦ୍ରତମ ହକି ଷ୍ଟିକ୍‌: ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନିତ

ବ୍ରହ୍ମପୁର ଅଫିସ,୧୯ା୧: ପୁରୁଷ ବିଶ୍ୱକପ୍‌ ହକି ଅବସରରେ ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା କ୍ଷୁଦ୍ରତମ ହକି ଷ୍ଟିକ୍‌ ନିର୍ମାଣ କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ନିମନ୍ତେ ମନୋନୀତ ହୋଇଛନ୍ତି। ସତ୍ୟ ଗତ ୮ ତାରିଖରେ ୫ ମିଲିମିଟର...

ଫଟୋଗ୍ରାଫିକୁ ନିଶା କରିଛନ୍ତି ସୌମ୍ୟଜିତ୍‌

କେନ୍ଦୁଝର,୧୯ା୧: ପାଠପଢ଼ା ସହ ଫଟୋଗ୍ରାଫିକୁ ନିଶା ଭାବେ ଗ୍ରହଣ କରିଛନ୍ତି। ନିଜର କଳା ମାଧ୍ୟମରେ ଅଞ୍ଚଳରେ ଯୁବ ସୁଲଭ ପ୍ରତିଭା ଭାବେ ନିଜକୁ ପରିଚିତ କରିପାରିଛନ୍ତି। ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ପୁରସ୍କୃତ ହେବା ସହ କ୍ଷୁଦ୍ର ଚଳଚ୍ଚିତ୍ରରେ କାମ...

ବାଘ ଛାଲ ଜବତ, ୩ କୋର୍ଟ ଚାଲାଣ

ମାଲକାନଗିରି,୧୯ା୧(ଡି.ଏନ୍‌.ଏ.): ମାଲକାନଗିରି ବନଖଣ୍ଡ ଅନ୍ତର୍ଗତ ମୋଟୁ ବନାଞ୍ଚଳର ପୋଟେରୁକୋଲେଠାରେ ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏହି ଚମଡ଼ାର ଲମ୍ବର ପ୍ରାୟ ୧.୧୩ ମିଟର। ମୋଟୁ ବନାଞ୍ଚଳର ସମସ୍ତ ବନପାଳ, ବନରକ୍ଷୀଙ୍କ ସହଯୋଗ ଏବଂ ବନାଞ୍ଚଳ ଅଧିକାରୀ ରଶ୍ମୀରଞ୍ଜନ...

୨୦ ସୁଦ୍ଧା ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ନ କଲେ ଦରମା ବନ୍ଦ

ଭଦ୍ରକ ଅଫିସ, ୧୯।୧: ସରକାରୀ କର୍ମଚାରୀମାନେ ଚଳିତମାସ ୩୧ ତାରିଖ ମଧ୍ୟରେ ନିଜ ଆଇଡିରେ ଏଚ୍‌ଆର୍‌ଏମ୍‌ଏସ୍‌ (ହ୍ୟୁମାନ ରିସୋର୍ସେସ୍‌ ମ୍ୟାନେଜମେଣ୍ଟ ସିଷ୍ଟମ) ପୋର୍ଟାଲରେ ବାର୍ଷିକ ସମ୍ପତ୍ତି ତାଲିକା ଦାଖଲ ପାଇଁ ଓଡ଼ିଶା ସରକାର ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...

କେନ୍ଦୁଝର ଟିବି ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲା ଡିଏମ୍‌ଏଫ୍‌

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଚିକିତ୍ସିତ ହେଉଥିବା ସମସ୍ତ ଯକ୍ଷ୍ମା (ଟିବି) ରୋଗୀଙ୍କୁ ଜିଲା ଖଣିଜ ପ୍ରତିଷ୍ଠାନ (ଡି.ଏମ୍‌.ଏଫ୍‌) ପୋଷ୍ୟ ଭାବେ ଗ୍ରହଣ କରିଛି। କାର୍ଯ୍ୟକ୍ରମର ଅଂଶସ୍ବରୂପ ସମସ୍ତ ଚିକିତ୍ସାଧୀନ ଯକ୍ଷ୍ମାରୋଗୀଙ୍କୁ ଡିଏମ୍‌ଏଫ୍‌ ତରଫରୁ ମଙ୍ଗଳବାର ପୁଷ୍ଟିସାର ଖାଦ୍ୟ ଯୋଗାଣର ଶୁଭାରମ୍ଭ...

ଓଲଟିଲା ବସ୍‌, ୨୧ ନିର୍ମାଣ ଶ୍ରମିକ ଗୁରୁତର

ରାଜକନିକା,୧୯ା୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଗଞ୍ଜା ନିକଟରେ ଗୁରୁବାର ସକାଳେ ‘ଦୟାଲ’ ନାମକ ଏକ ବସ୍‌ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଥିଲେ। ଏମାନଙ୍କ ମଧ୍ୟରୁ ୨୧ ଜଣ ଗୁରୁତର ହୋଇଛନ୍ତି। ୧୮...

ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରକୁ ସବୁଜ ସଙ୍କେତ

କଟକ ଅଫିସ,୧୯ା୧: ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ପାଇଁ ରହିଥିବା ଅଦାଲତ କଟକଣା ଏବେ ଅପସରି ଯାଉଛି। ଏହି ପୁରସ୍କାର ପ୍ରଦାନ ଉପରେ ଜାରି ହୋଇଥିବା ରହିତାଦେଶ ହଟାଇବା ନିମନ୍ତେ ରାଜ୍ୟ ସରକାର କରିଥିବା ଆବେଦନକୁ ହାଇକୋର୍ଟ ଗ୍ରହଣ...

ଆଜି ମହିଳା ଥାନାରେ ହାଜର ହେବେ ହ୍ୟୁମାନ ସାଗର

କଟକ ଅଫିସ,୧୯ା୧: ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ ଶ୍ରେୟା ମିଶ୍ର। ଏହି ଅଭିଯୋଗ ଉପରେ ଆପୋସ ବୁଝାମଣା ଲାଗି କଟକ ମହିଳା ଥାନାରେ ହ୍ୟୁମାନ ସାଗର ଓ ଶ୍ରେୟାଙ୍କୁ ହାଜର ହେବାକୁ...

ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା: ଶ୍ରୀଲଙ୍କା ଢାଞ୍ଚାରେ ହେବ ସୌରବାଡ଼

କଟକ ଅଫିସ, ୧୯ା୧: ଓଡ଼ିଶାରେ ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା କରାଯାଇଥିବା ନେଇ ବୁଧବାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରିଛନ୍ତି ମୁଖ୍ୟ ବନ ସଂରକ୍ଷକ। ସେହିପରି ଜନସୁରକ୍ଷା ଗଜରକ୍ଷା ଯୋଜନାରେ ଶ୍ରୀଲଙ୍କା ଢାଞ୍ଚାରେ ସୌରବାଡ଼ ଘେରାଇବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri