ଆମ ଜିଲା ଖବର

୩ ମେଶିନ ଗାଡ଼ିକୁ ଅଟକାଇଲେ ଗ୍ରାମବାସୀ

ବାରଙ୍ଗ,୨୮ା୧(ଡି.ଏନ୍‌.ଏ.): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ପୁଣି ବିବାଦ ଦେଖାଦେଇଛି। ଗୁରୁବାର ଭୋରୁ ବିଏମ୍‌ସି ପକ୍ଷରୁ ଭୁଆସୁଣୀ ଡମ୍ପିଂୟାର୍ଡରେ ବାୟୋମାଇନିଂ ପ୍ଲାଣ୍ଟ ନିର୍ମାଣ ନିମନ୍ତେ ୫ଟି ଗାଡ଼ିରେ ମେଶିନ ଆଣି ରଖାଯାଇଥିଲା। ତେବେ ପ୍ଲାଣ୍ଟ ନିର୍ମାଣ ଉପରେ ବିନା ଆଲୋଚନାରେ ମେଶିନ...

ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ଆନନ୍ଦ

ନବରଙ୍ଗପୁର,୨୮।୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀଙ୍କ ସର୍ବପୁରାତନ ପାରମ୍ପରିକ ବାଦ୍ୟଯନ୍ତ୍ର ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାନକରି ଏବେ ଚର୍ଚ୍ଚାରେ ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ଆନନ୍ଦଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ସେ ଆଦିବାସୀ...

ପଞ୍ଚଲିଙ୍ଗେଶ୍ୱର, କୁଲଡ଼ିହାରେ ବିଦେଶୀ ପର୍ଯ୍ୟଟକ

ନୀଳଗିରି,୨୮ା୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ଓ କୁଲଡିହା ଅଭୟାରଣ୍ୟର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ସୁଅ ଛୁଟିଥାଏ। ଚଳିତବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ଦେଖି...

ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ

ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍‌...

ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର

ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ପୋଲିସ। ଡମୋଳ ଗ୍ରାମରୁ ଆସିଥିବା ଏଭଳି ହୃଦୟ ବିଦାରକ...

‘ଏଚ୍‌ଏସଟିଡିଭି’ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍‌ଏସଟିଡିଭି(ହାଇପର୍‌ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଶବ୍ଦର ଗତିଠାରୁ ୬ଗୁଣ ଅଧିକ ବେଗରେ ଗତି କରିପାରିବ।...

ଗ୍ରାମସଭା ବର୍ଜନ କଲେ ଜିଲାର ୩୧୭ ସରପଞ୍ଚ

ବଲାଙ୍ଗୀର ଅଫିସ, ୨୮ା୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରୀ କରାଯିବାକୁ ବଲାଙ୍ଗୀର ଜିଲାର ୩୧୭ ଗ୍ରାମ ପଞ୍ଚାୟତରେ ସର୍ଭେ କରାଯାଇଥିଲା। ଏହାର ନୂଆ ତାଲିକା ପ୍ରସ୍ତୁତ ହୋଇଛି। ଏହାକୁ ଗ୍ରାମସଭାରେ ଅନୁମୋଦନ କରାଯିବା କଥା। ତେବେ ପ୍ରସ୍ତୁତ ହୋଇଥିତ୍ବା ତାଲିକାରେ...

୫୦ ହଜାର ଟଙ୍କାର ଶାଳ ଗଣ୍ଡି ଜବତ

ପାଟଣା,୨୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ ଧନୁର୍ଯ୍ୟୟପୁର ଗ୍ରାମରୁ ଶାଳ ଗଣ୍ଡି ବନ ବିଭାଗ ଜବତ କରିଛି। ଜବତ ହୋଇଥିବା ୮ ଖଣ୍ଡ ଶାଳ ଗଣ୍ଡିର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ...

ନବମ ଶ୍ରେଣୀ ଛାତ୍ରୀ ହେଲେ ମାଆ: ପୋଲିସ ତନାଘନା ଆରମ୍ଭ

କେନ୍ଦୁଝର,୨୭ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ମାଆ ଦେହ ଭଲ ଥିବା ବେଳେ ଶିଶୁ ଏସଏନସିୟୁରେ ଭର୍ତ୍ତି ହୋଇଥିବା...

ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ଚମ୍ପୁଆ,୨୭ା୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଉତ୍ତରପ୍ରଦେଶର ବ୍ରିଜିଲାଲ ବୋଲି ଜଣାପଡ଼ିଛି। ସେ ରାଜମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ପୋଲିସ ତାଙ୍କୁ କୋର୍ଟଚାଲାଣ କରିଛି।...

ମାଛ ଧରିବାକୁ ନେଇ ବିବାଦ

ପଦ୍ମପୁର, ୨୭।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ପଦ୍ମପୁର ପଞ୍ଚାୟତ କପାଗଢ଼ିଆ ଓ ସୁଗୋ ପଞ୍ଚାୟତ କାଞ୍ଜିଖିଆ ଗ୍ରାମବାସୀ ଏକ ପୋଖରୀରୁ ମାଛ ଧରିବାକୁ ନେଇ ମୁହଁାମୁହିଁ ହୋଇଥିଲେ। ଏହି ଘଟଣାରେ ଗୁରୁବାର ଅପରାହ୍ନରେ ଏସ୍‌ଡିପିଓ ସୌରଭ...

 ପୋଲରୁ ଖସିଲା ବାଇକ୍‌

ଉଦଳା,୨୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା-ବଡ଼ସାହି ରାସ୍ତାର ଶ୍ମଶାନକାଳୀ ଛକଠାରେ ନିର୍ମାଣାଧିନ ଏକ ପୋଲରୁ ତଳକୁ ବାଇକ୍‌ ଖସି ୩ ଯୁବକ ଗୁରୁତର ହୋଇଛନ୍ତି। ଚିକିତ୍ସା ନିମନ୍ତେ ସେମାନଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ବେତନଟୀ ଥାନା ପାଇକପଡ଼ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri