ଆମ ଜିଲା ଖବର

ରୋମାଞ୍ଚ ଭରିଲେ ଶାନ

ବ୍ରହ୍ମପୁର ଅଫିସ,୧୮।୧: ସିଲ୍କ ସିଟି ଫେଷ୍ଟ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ମହୋତ୍ସବ ମାଧ୍ୟମରେ ଗଞ୍ଜାମ ଜିଲାର ଲୋକ କଳା, ସଂସ୍କୃତିର ପ୍ରଚାରପ୍ରସାର...

ମେଶିନ ଲଗାଇ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

ବୁଗୁଡ଼ା,୧୮।୧(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ କାମ ଯୋଗାଇ ଦେବା ପାଇଁ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଗାଣ ଯୋଜନା (ଏମଜିଏନଆରଇଜିଏସ)ରେ ପ୍ରକଳ୍ପ ଚୟନ କରାଯାଇ ମଞ୍ଜୁର ହେବା ପରେ ଶ୍ରମିକ ପାଇଁ ଡିମାଣ୍ଡ ଦିଆଯାଉଛି ଏବଂ ଡିମାଣ୍ଡ ଦିଆଯିବା ପରେ ମଞ୍ଜୁରପ୍ରାପ୍ତ...

ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଅବସରରେ ସାଇକେଲ ରାଲି

କେନ୍ଦୁଝର,୧୮।୧(ସ୍ବ.ପ୍ର.): ସଡକ ସୁରକ୍ଷା ଜୀବନ ରକ୍ଷା ସ୍ଲୋଗାନ ଦେଇ ବୁଧବାର ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଅବସରରେ ସାଇକେଲ ରାଲି ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି ସହର ପରିକ୍ରମା କରି ଟ୍ରାଫିକ୍‌ ସୁରକ୍ଷା ଉପରେ ସଚେତନତା ସୃଷ୍ଟି...

ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ସିମୁଳିଆ,୧୮।୧(ଡି.ଏନ୍‌.ଏ.): ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଖୋ-ଖୋ, ସଫ୍ଟବଲ ଓ ଟେନିକଏଟ ପ୍ରତିଯୋଗିତା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଉଦ୍‌ଘାଟିତ ହୋଇଛି। ଏଥିରେ ୧୪ ଓ ୧୭ବର୍ଷ...

ମାରାଂବୁରୁ ବଞ୍ଚାଅ ଅଭିଯାନ ଆରମ୍ଭ

ବାରିପଦା ଅଫିସ/ ରାଇରଙ୍ଗପୁର,୧୮।୧(ଡି.ଏନ.ଏ.): ଝାଡ଼ଖଣ୍ଡର ଗିରିଡିହି ଜିଲା ପୀରଟାଣ୍ଡ ବ୍ଳକରେ ଅବସ୍ଥିତ ପାରସନାଥ ପର୍ବତକୁ ସାନ୍ତାଳ ଆଦିବାସୀମାନେ ଇଶ୍ୱର ଭାବେ ପୂଜା କରି ଆସୁଛନ୍ତି। ଏହି ପର୍ବତରେ ଆଦିବାସୀମାନଙ୍କର ଜାହେର ଥାନ (ପୂଜାସ୍ଥଳ) ରହିଛି। ଏହାକୁ ଝାଡ଼ଖଣ୍ଡ ସରକାର ଜାନୁଆରୀ...

୨ଟି ବସ୍‌ ମୁହାଁମୁହିଁ: ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦାରିଙ୍ଗବାଡି,୧୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ୯ନଂ ବୁଲାଣିରେ ବୁଧବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍‌ ମୁହାଁମୁହିଁ ପରିସ୍ଥିତି ହେବା ଫଳରେ ଉଭୟ ବସ୍‌ର ଯାତ୍ରୀ ମାନେ ବଡ ଅଘଟଣରୁ...

ବାରିପଦା-ପୁରୀ ଟ୍ରେନ୍‌ ରହଣି ଦାବି ତେଜିଲା

ବୈଶିଙ୍ଗା,୧୮।୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟସ୍ଥ ଯୁଗପୁରା ରେଳ ଷ୍ଟେଶନଠାରେ ବାରିପଦା-ପୁରୀ ସାପ୍ତାହିକ ଟ୍ରେନର ଷ୍ଟପେଜ ନ ଥିବା ଯୋଗୁ ଅଞ୍ଚଳବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତବର୍ଷ ଜାନୁୟାରୀ ୧୩ରେ ଏହି ରେଳ ସେବା ଶୁଭାରମ୍ଭ ହୋଇଥିଲା। ଏହି ରେଳ...

ରୋଜଗାର ବାଟ ବନ୍ଦ, ଚିକିତ୍ସା ଲାଗି ଅର୍ଥ ନାହିଁ

ଭଦ୍ରକ ଅଫିସ,୧୮।୧: ଦିନ ଥିଲା ସେ ତାଙ୍କ କଣ୍ଠର ଯାଦୁରେ ସମସ୍ତଙ୍କ ମନ ମୋହୁଥିଲେ। ବିଭିନ୍ନ କାର୍ଯ୍ୟକ୍ରମରେ ଷ୍ଟେଜ୍‌ରେ ଗୀତ ଗାଇ ଦର୍ଶକଙ୍କୁ ବାନ୍ଧି ରଖୁଥିଲେ ଭଦ୍ରକ ବାଇପାସ୍‌ ସାଇବିହାର ଜଗନ୍ନାଥ ମନ୍ଦିର ନିକଟରେ ବସବାସ କରୁଥିବା ଆନନ୍ଦ ପାତ୍ରଙ୍କ...

ଆଜିଠାରୁ ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୮ା୧(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ବୁଧବାର ଭୋର ସମୟରୁ ଆରମ୍ଭ ହେବ। ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାଘ ମାସ କୃଷ୍ଣପକ୍ଷ ଏକାଦଶୀ ତିଥିରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସଙ୍କ ବ୍ରହ୍ମଲୀନ ଦିବସ...

ଜଳାଶୟ କିସମ ବି ବାଦ୍‌ ପଡୁନି

ଅଭିଳାଷ ଦାସ ଯାଜପୁର ରୋଡ,୧୮ା୧: ଶିଳ୍ପାୟନ ଏବଂ ଦ୍ରୁତ ସହରୀକରଣ ଯାଜପୁର ଜିଲାର କଳିଙ୍ଗନଗର ଏବଂ ଏହାର ମୁଖଶାଳା ବ୍ୟାସନଗର ସହରରେ ଜମି ମାଫିଆଙ୍କୁ ଜନ୍ମ ଦେଇଛି । ଲୋକଙ୍କ ଘର ପାଇଁ ଜମିର ଆବଶ୍ୟକତା ମଧ୍ୟ ବୃଦ୍ଧି ପାଇବାରେ...

ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ତ୍ରୁଟି

ବରୀ,୧୮ା୧(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଆବଣ୍ଟନ କ୍ଷେତ୍ରରେ ସ୍ବଚ୍ଛତା ବଜାୟ ପାଇଁ ନିର୍ଦ୍ଦିଷ୍ଟ ନିୟମ ଜାରି କରାଯାଇଛି। ମାତ୍ର ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ଲାଗିଥିବା ତାଲିକା ତ୍ରୁଟିପୂର୍ଣ୍ଣ ଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ନେଇ ଜନସାଧାରଣଙ୍କ...

ସିଟି, ବି.ଏଡ୍‌ ତାଲିମରୁ ଛାତ୍ରୀଛାତ୍ର ବଞ୍ଚିତ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର (ଡିଆଇଇଟି)ରେ ଗତ ୨ ବର୍ଷ ହେଲା ସିଟି ଓ ବି.ଏଡ୍‌ ଆଡ୍‌ମିଶନ ବନ୍ଦ ରହିଛି। ପୂର୍ବରୁ ତାଲିମପ୍ରାପ୍ତ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ପ୍ରଦାନରେ ଅନିଶ୍ଚିତତା ରହିଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri