ଆମ ଜିଲା ଖବର

ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରକୁ ସବୁଜ ସଙ୍କେତ

କଟକ ଅଫିସ,୧୯ା୧: ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ପାଇଁ ରହିଥିବା ଅଦାଲତ କଟକଣା ଏବେ ଅପସରି ଯାଉଛି। ଏହି ପୁରସ୍କାର ପ୍ରଦାନ ଉପରେ ଜାରି ହୋଇଥିବା ରହିତାଦେଶ ହଟାଇବା ନିମନ୍ତେ ରାଜ୍ୟ ସରକାର କରିଥିବା ଆବେଦନକୁ ହାଇକୋର୍ଟ ଗ୍ରହଣ...

ଆଜି ମହିଳା ଥାନାରେ ହାଜର ହେବେ ହ୍ୟୁମାନ ସାଗର

କଟକ ଅଫିସ,୧୯ା୧: ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ ଶ୍ରେୟା ମିଶ୍ର। ଏହି ଅଭିଯୋଗ ଉପରେ ଆପୋସ ବୁଝାମଣା ଲାଗି କଟକ ମହିଳା ଥାନାରେ ହ୍ୟୁମାନ ସାଗର ଓ ଶ୍ରେୟାଙ୍କୁ ହାଜର ହେବାକୁ...

ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା: ଶ୍ରୀଲଙ୍କା ଢାଞ୍ଚାରେ ହେବ ସୌରବାଡ଼

କଟକ ଅଫିସ, ୧୯ା୧: ଓଡ଼ିଶାରେ ହାତୀ ମୃତ୍ୟୁ ରୋକିବାକୁ ୧୦ ସୂତ୍ରୀ ଯୋଜନା କରାଯାଇଥିବା ନେଇ ବୁଧବାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରିଛନ୍ତି ମୁଖ୍ୟ ବନ ସଂରକ୍ଷକ। ସେହିପରି ଜନସୁରକ୍ଷା ଗଜରକ୍ଷା ଯୋଜନାରେ ଶ୍ରୀଲଙ୍କା ଢାଞ୍ଚାରେ ସୌରବାଡ଼ ଘେରାଇବା...

ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ପ୍ରକାଶିତ

କଟକ ଅଫିସ,୧୯ା୧: ଚଳିତବର୍ଷର ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ୱେବ୍‌ସାଇଟ୍‌ (www.bseodisha.ac.in)ରେ ପରୀକ୍ଷାଫଳ ଉପଲବ୍ଧ। ହାଇସ୍କୁଲ ପରୀକ୍ଷା ପାଇଁ ୫ ଲକ୍ଷ ୩୨ ହଜାର ୭୪୬ ଜଣ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ।...

ଡକାୟତି ଯୋଜନା ଘଟଣା: ୩ ମାସ ପରେ ଜଣେ ଫେରାର ଅଭିଯୁକ୍ତ ଗିରଫ, ଏବେ ବି ଫେରାର ଅଛନ୍ତି ୬ ଜଣ

ବଡ଼ବିଲ,୧୮ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଡକାୟତି ଯୋଜନାରେ ସଂପୃକ୍ତ ଥାଇ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଯୋଡ଼ା ଥାନା ଅନ୍ତର୍ଗତ ମହାଦେବନସା ଅଞ୍ଚଳର...

କୋରାପୁଟରେ ପହଞ୍ଚିଲା ୩୫ ହଜାର କରୋନା ଟିକା, ଆସନ୍ତାକାଲିଠାରୁ ଟିକାକରଣ

କୋରାପୁଟ,୧୮ା୧(ସ୍ବ.ପ୍ର.): କୋରାପୁଟ ଜିଲାରେ ୩୫ ହଜାର କରୋନା ଟିକା ପହଞ୍ଚିଥିବା ବେଳେ ଗୁରୁବାରଠାରୁ ଟିକାକରଣ ଆରମ୍ଭ ହେବ ବୋଲି ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ସୂଚନା ଦେଇଛନ୍ତି। ଆସନ୍ତାକାଲିଠାରୁ ଏହା ଜିଲାର ମୁଖ୍ୟ ଚିକିତ୍ସାଳୟ,...

ଖଳା ନିର୍ମାଣ ପ୍ରାପ୍ୟ ଦାବିରେ ଆମରଣ ଅନଶନ

କର୍ଲାମୁଣ୍ଡା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୯-୨୦ ଆର୍ଥିକ ବର୍ଷରେ ବିଭିନ୍ନ ପଞ୍ଚାୟତରେ ଧାନଖଳା ନିର୍ମାଣର ୨ ବର୍ଷ ପରେ ମଧ୍ୟ ଟଙ୍କା ମିଳି ନ ଥିବାରୁ ବୁଧବାର କାମରେ ନିୟୋଜିତ ମେଟ୍‌ ଓ ଶ୍ରମିକମାନେ ବ୍ଲକ ସମ୍ମୁଖରେ ଆମରଣ...

୫୮ ପ୍ରଧାନମନ୍ତ୍ରୀ ଆବାସ କଟିଲା, ବିଡିଓଙ୍କୁ ଘେରିଲେ ହିତାଧିକାରୀ

କେନ୍ଦୁଝର,୧୮ା୧(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ତେନ୍ତଳାପଶି ପଞ୍ଚାୟତର (୨ ଏବଂ ୩ ନମ୍ବର ଓ୍ବାର୍ଡ) ବଡ଼କମଣ୍ଡରା ଗ୍ରାମକୁ ପୁରୁଣା ତାଲିକାରେ ୯୧ଟି ଘର ମଞ୍ଜୁର ହେଇଥିବା ବେଳେ ପଞ୍ଚାୟତରେ ଲାଗିଥିବା ନୂତନ ତାଲିକାରେ ୩୩ ଟି ଘର ଅଛି। ଅବଶିଷ୍ଟ ୫୮...

ଗାଁରେ ଝାଡ଼ାବାନ୍ତି ବ୍ୟାପିବା ପରେ ଚେତିଲା ପ୍ରଶାସନ

କୋକସରା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ପଞ୍ଚାୟତ କୋକସରା ଗ୍ରାମରେ ଗତ କିଛି ଦିନ ହେବ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୂଷିତ ପାନୀୟ ଜଳ ବୋଲି...

ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମହିଳା ଥାନାର ଦ୍ୱାରସ୍ଥ ହେଲେ ପତ୍ନୀ

କଟକ ଅଫିସ,୧୮।୧: ପୁଣି ବିବାଦରେ ଫସିଛନ୍ତି ଓଲିଉଡ ଗାୟକ ହ୍ୟୁମାନ ସାଗର। ହ୍ୟୁମାନ ଶାରିରୀକ ଏବଂ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ଆଣିଛନ୍ତି ପତ୍ନୀ। ସେ ଏଥିରେ ଅତିଷ୍ଠ ହୋଇ ମହିଳା ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡ଼ିଛି। ଗୁରୁବାର...

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୧୮ା୧: ହାଇକୋର୍ଟରେ ପହଞ୍ଚିଛି ହାତୀ ମୃତ୍ୟୁ ମାମଲା। ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ ଲାଗୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଏହି ଆକ୍ସନ ପ୍ଲାନ ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ...

ପଞ୍ଚାୟତ ସମିତି ବୈଠକକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ପୁରୁଷୋତ୍ତମପୁର,୧୮ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ଅଧ୍ୟକ୍ଷା ପିଙ୍କି ବେହେରାଙ୍କ ପୌରହିତ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇଥିବା ବେଳେ ବିଡିଓ ବିଜୟ କୁମାର ବେହେରା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri