ଆମ ଜିଲା ଖବର

ଟାୟାର ଜାଳି ରାଜପଥ ଅବରୋଧ କଲେ କଂଗ୍ରେସ ନେତା: ଭିଡ଼ରେ ଫସିଲା ସ୍ବର୍ଗରଥ

ସାକ୍ଷୀଗୋପାଳ ୧୭।୭( କିଶୋର ମହାପାତ୍ର/ ପ୍ରଶାନ୍ତ ବାରିକ): FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସର ଓଡ଼ିଶା ବନ୍ଦ ପୁରୀ ଜିଲା ସତ୍ୟବାଦୀରେ ସଫଳ ହୋଇଛି। ସକାଳ ସାଢ଼େ ୯ଟାରୁ ଭୁବନେଶ୍ବର- ପୁରୀ ୩୧୬ ନମ୍ବର ଜାତୀୟ ରାଜପଥ ଉପରେ ଟାୟାର…

ମେଡିକାଲରୁ ଚୋରି କରିନେଇଥିଲେ ବାଇକ, ହେଲା ୧୮ ମାସ ଜେଲ ଦଣ୍ଡାଦେଶ

ଭଞ୍ଜନଗର,୧୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏସଡିଜେ ଏମ ସୌମ୍ୟ ରଞ୍ଜନ ପୃଷ୍ଟି ଏକ ବାଇକ ଚୋରି ମାମଲାରେ ୯ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତ କାହ୍ନୁ ବିଷୋୟୀଙ୍କୁ ଗୁରୁବାର ୧୮ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨…

ପୋଲିସ ଅଧିକାରୀଙ୍କୁ ଗାଁ ମଝିରେ ଅଟକ ରଖିଲେ ଗ୍ରାମବାସୀ

ପାଟଣାଗଡ଼,୧୭।୭: ଜଣେ ନାବାଳିକାଙ୍କ ମୃତ୍ୟୁର ତଦନ୍ତ ପାଇଁ ଯାଇଥିବା ୭ଜଣ ପୋଲିସ ଅଧିକାରୀଙ୍କୁ ଗ୍ରାମବାସୀ ଅଟକ ରଖିଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ବଲାଙ୍ଗୀର ଜିଲା ପାଟଣାଗଡ଼ ଅଞ୍ଚଳରୁ। ମିଳିଥିବା ସୂଚନା ମୁତାବକୁ, ମାସେ ତଳେ ଜଣେ ନାବାଳିକାଙ୍କ ମୃତ୍ୟୁ…

ତୁମୁଡିବନ୍ଧରେ ବନ୍ଦ ପ୍ରଭାବ: ଜନଜୀବନ ପ୍ରଭାବିତ

ତୁମୁଡିବନ୍ଧ,୧୭।୭(ଦୀପକ କୁମାର ପରାସେଠ):ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତିଙ୍କ ବନ୍ଦ ଡାକରାରେ କନ୍ଧମାଳ ଜିଲା ତୁମୁଡିବନ୍ଧ ପୁରା ବନ୍ଦ ଥିବା ଆଜି ଗୁରୁବାର ଦେଖିବାକୁ ମିଳିଛି। ତୁମୁଡିବନ୍ଧ ବ୍ଳକ କଂଗ୍ରେସ କମିଟିର…

ନିଜ ଦଳର ବିଧାୟକଙ୍କୁ ଗୋ ବ୍ୟାକ୍‌ କହିଲେ କଂଗ୍ରେସ କର୍ମୀ: ୨ ଗୋଷ୍ଠୀ ମୁହାଁମୁହିଁ

ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ଶାଖା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ବ୍ଲକ…

କଂଗ୍ରେସର ବନ୍ଦ ଡାକରା ପ୍ରଭାବ: ଚାଲି ଚାଲି ପରୀକ୍ଷା କେନ୍ଦ୍ରକୁ ଆସିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୭ ।୭ (ଅରୁଣ ସାହୁ)-ସାରା ରାଜ୍ୟରେ ଗୁରୁବାର ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ଶାଖା ବନ୍ଦ ଡାକରା ଦେଇଥିବାବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ତେବେ ଦାରିଙ୍ଗବାଡି ସରକାରୀ ଆଇଟିଆଇରେ ପୂର୍ବ ନିର୍ଦ୍ଧାରିତ…

ଏମିତି ପୁଅ ଆଉ ଖୋଜିଲେ ମିଳିବ ନାହିଁ…ରଘୁନାଥଙ୍କୁ ଝୁରୁଛି ସମଗ୍ର ଗାଁ

ଦାରିଙ୍ଗବାଡି,୧୭।୭ (ଅରୁଣ ସାହୁ)- ତାମିଲନାଡୁରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକଙ୍କ ମୃତଦେହ ଗୁରୁବାର ମଧ୍ୟାହ୍ନରେ ତାଙ୍କୁ ଗ୍ରୀନବାଡି ବାସଭବନରେ ପହଞ୍ଚିଛି। ରଘୁନାଥ ନାୟକ ଓରଫ ଦାସିଆଙ୍କ ମୃତଦେହ ପହଞ୍ଚିବା ସମୟରେ ଶହ ଶହ ଲୋକ ରୁଣ୍ଡ ହୋଇଥିଲେ। ରଘୁନାଥଙ୍କୁ ତାଙ୍କ ପରିବାର…

ଭଞ୍ଜନଗର ବନ୍ଦ ସଫଳ: ୨ ଗୋଷ୍ଠୀ ଅଲଗା ଅଲଗା କଲେ ଆନ୍ଦୋଳନ

ଭଞ୍ଜନଗର,୧୭।୭(ବାବୁଲା ପ୍ରଧାନ):ବାଲେଶ୍ୱର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟାକୁ ନେଇ ରାଜ୍ୟ ରାଜନୀତି ପଡୁଛିଉଠୁଛି। ଏହିଭଳି ପରିସ୍ଥିତିରେ ଗୁରୁବାର କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ମଧ୍ୟ ଭଞ୍ଜନଗରରେ ଦେଖିବାକୁ ମିଳିଛି। ଭଞ୍ଜନଗର…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ କଳାହାଣ୍ଡି ବନ୍ଦ ପ୍ରଭାବ: ସରକାରଙ୍କ ବିରୋଧରେ ବିକ୍ଷୋଭ

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ)-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଦେବା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ତେବେ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ପୂର୍ବରୁ ପ୍ରଦେଶ କଂଗ୍ରେସ…

ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ…

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ ଛକରେ ରାସ୍ତାରୋକୋବେଳେ କଂଗ୍ରେସ ନେତା ଆକ୍ୟୁବ ଖାଁ ଓ ଯୁବନେତା ହରିବନ୍ଧୁ ଶତପଥୀଙ୍କ ସମର୍ଥକଙ୍କ…

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତିକୁ ନେଇ ଦୋଷୀଙ୍କୁ କଠୋର ଦଣ୍ଡ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?