କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ
ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ ଗୁରୁବାର ‘ବନ୍ଦ’ ପାଳନ କରାଯାଉଛି। ଏହାର ପ୍ରଭାବ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଦେଖିବାକୁ…
ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍
ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ ଦଳ ପକ୍ଷରୁ ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦେଇଛି । ଏହି ବନ୍ଦ…
ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ
ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ l ଗୋବିନ୍ଦପୁର ଗ୍ରାମର ସୁଦାମ ମିଶ୍ରଙ୍କ ଝିଅ ମଧୁସ୍ମିତା ମିଶ୍ର ଗୁରୁବାର ସକାଳେ…
ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ
ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର ଜଣକ ହେଉଛନ୍ତି ପଣ୍ଡାପଡ଼ା ଥାନା ଉକୁଚାବେଡ଼ା ଗ୍ରାମର ଗିରିଧାରୀ ମହାନ୍ତ(୪୮)। ସୂଚନା ଯେ, ମଙ୍ଗଳପୁର-ଭୀମକୁଣ୍ଡ…
ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ
ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ ଆଜି ସକାଳୁ ଏନ୍ଏସିସ୍ଥିତ ରାମପୁରଠାରେ ସମସ୍ତ କଂଗ୍ରେସ କର୍ମୀ ଏକତ୍ରିତ ହୋଇଥିଲେ। ପରେ ସହରର…
FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା: କଂଗ୍ରେସ-ସିପିଆଇର ବନ୍ଦ ପାଳନ
ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ ହୋଇଛି। କଂଗ୍ରେସ ଓ ସିପିଆଇ, ସିପିଏମ୍ କର୍ମୀମାନେ…
ମାଡ଼ିଗଲା ଟ୍ରେନ୍: ଜଣେ ମୃତ, ୨ ଗୁରୁତର
ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ…
କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦକୁ ସ୍ବତଃପୂର୍ତ୍ତ ସମର୍ଥନ
କର୍ଲାମୁଣ୍ଡା,୧୭ା୭(ପ୍ରଦୀପ କୁମାର ସାହୁ): ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି କଂଗ୍ରେସ। ଗୁରୁବାର କଂଗ୍ରେସ ସମେତ ବାମ ପନ୍ଥୀ ଦଳମାନେ ଦେଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦକୁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ସ୍ବତଃପୂର୍ତ୍ତ…
୫ ଯୁବକ ଆମ ପରିବାରକୁ ବଦନାମ କରୁଛନ୍ତି, ସୁରକ୍ଷା ନ ଦେଲେ ସପରିବାର ଆତ୍ମହତ୍ୟା କରିବୁ କହିଲେ ସୌମ୍ୟାଶ୍ରୀଙ୍କ ଭାଇ
ଭୋଗରାଇ,୧୭ା୭(ପ୍ରଦୀପ ଦାସ): ଆମକୁ ସୁରକ୍ଷା ଦିଅ, ନଚେତ୍ ସପରିବାର ଆତ୍ମହତ୍ୟା କରିବୁ ବୋଲି ଭୋଗରାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଭାଇ ସୌମ୍ୟରଞ୍ଜନ। ବୁଧବାର ରାତି ସାଢେ ୮ଟାରେ ସେ ଥାନାକୁ ଯାଇ ଏତଲା ଦେଇଛନ୍ତି।…
ସବୁକିଛି ଠପ୍: ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ-କମ୍ୟୁନିଷ୍ଟ କର୍ମୀ
ଦିଗପହଣ୍ଡି,୧୭।୭(ଅଶେଷ ନାଥ ମିଶ୍ର): ଶ୍ବାଲେଶ୍ୱର ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀ ସ୍ବର୍ଗତା ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ତଥା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ଦିଗପହଣ୍ଡିଠାରେ କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ…
ବନ୍ଦ ପାଳନବେଳେ ବ୍ୟାନରରୁ କାଟି ବାହାର କରିଦେଲେ କଂଗ୍ରେସ ବିଧାୟକଙ୍କ ଫଟୋ, କମିଟିର ଅବହେଳା ପାଇଁ…
ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ସାରା ରାଜ୍ୟରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ବନ୍ଦ ପାଳନ କରାଯାଉଛି। ତେବେ ବନ୍ଦ ପାଳନ ବେଳେ ଏକ ଅଭାବନୀୟ ପରିସ୍ଥିତି…
ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବି: କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ
ପାଟଣା,୧୭।୭(ବୀର କିଶୋର ଦାଶ): ଏଫ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ପାଟଣା କଂଗ୍ରେସ ପକ୍ଷରୁ କେନ୍ଦୁଝର ଜିଲା ପାଟଣା ବ୍ଲକ ଓ ସାହାର ପଡ଼ା ବ୍ଲକରେ ଶାନ୍ତି ପୂର୍ଣ୍ଣ…

