ଆମ ଜିଲା ଖବର

ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ୧୭୯୩ରେ ପହଞ୍ଚିଲା

ରାଜନଗର, ୧୪ା୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଉପାୟରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୭୮୪ଟି...

ସୁଲବତୀଙ୍କୁ ନ୍ୟାୟ ନ ମିଳିଲେ ଆନ୍ଦୋଳନ: ଭାଜପା

ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୪।୧:ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅଣ୍ଡିରାକଞ୍ଚ ଅଞ୍ଚଳର ସୁଲବତୀ ନାଏକ(୩୬) କମ୍ପାନିକୁ ନିଜ ଅଧିକାର ମାଗିବାକୁ ଯାଇ ଜେଲଦଣ୍ଡ ଭୋଗିବା ସହ ଗୁରୁତର ଅବସ୍ଥାରେ ଏକ ଶିଶୁପୁତ୍ରକୁ ଜନ୍ମଦେଇ ଆଖିବୁଜିବା ଘଟଣାକୁ ରାୟଗଡ଼ା ଜିଲା ଭାଜପା ନିନ୍ଦା କରିଛି।...

ମକର ହାଟରେ ଭିଡ଼

ବାରିପଦା ଅଫିସ/ଉଦଳା/ସାରସକଣା,୧୪ା୧(ଡି.ଏନ.ଏ.): ମକର ପର୍ବ ଲାଗି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଉତ୍ସବମୁଖର ହୋଇଉଠିଛି। ଏହି ପର୍ବକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଜିଲାର ଜନ ସାଧରଣ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ଦୂର ଦୂରାନ୍ତରେ ରହୁଥିବା ଲୋକେ ଗାଁକୁ...

ଏମ୍‌ଭି-୧୧୧ ପ୍ରଥମ, ସୋରିଷମାଳ ଦ୍ୱିତୀୟ,ସିନ୍ଧ୍ରିମାଳ ତୃତୀୟ

ମାଲକାନଗିରି,୧୪।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଅବସରରେ ସତୀଗୁଡ଼ା ଜଳଭଣ୍ଡାରରେ ଶୁକ୍ରବାର ମତ୍ସ୍ୟଜୀବୀମାନଙ୍କୁ ନେଇ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରତ୍ନାକର ସାହୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ...

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ, ୧୪ା୧: ମକର ସଂକ୍ରାନ୍ତି ପୂର୍ବଦିନ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଲାଣ ଓ ଫୁଲ ମେଲାଣ ଉତ୍ସବ ସମ୍ପନ୍ନ ହୋଇଛି। ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଲାଗିକରିଥିଲେ। ବଡ଼ସିଂହାର...

ପ୍ରସ୍ତାବ ଦିଆଯିବା ସତ୍ତ୍ୱେ ପଦକ୍ଷେପ ନେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୧: ଭଙ୍ଗା ରତ୍ନପଲଙ୍କରେ ମହାପ୍ରଭୁଙ୍କ ଶୟନ ନୀତି ହେଉଛି। ରତ୍ନପଲଙ୍କ ଦୁର୍ବଳ ହୋଇ ପଡ଼ିଥିବାବେଳେ ଏହାର ଗୋଡ଼ ଦୋହଲୁଛି। ରୁପା କାରୁକାର୍ଯ୍ୟ ନଷ୍ଟ ହେବାକ ବସିଲାଣି। ବାରମ୍ବାର ଦାବି ସତ୍ତ୍ୱେ ଶ୍ରୀମନ୍ଦିର ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେଉନାହିଁ...

ଜଙ୍ଗଲରୁ ମହିଳା କ୍ରିକେଟରଙ୍କ ଝୁଲନ୍ତା ମୃତଦେହ ଜବତ

କଟକ ଅଫିସ/ଖୁଣ୍ଟୁଣୀ (ଡି.ଏନ.ଏ.),୧୪ା୧: ଦୁଇ ଦିନ ହେବ ନିଖୋଜ ଥିବା ସିନିୟର ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁ(୨୬)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବ୍ରାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଜବତ କରିଛି। ମୃତଦେହ ଝୁଲୁଥିବା ସ୍ଥାନଠାରୁ କିଛି...

ଚାଷୀ ସମସ୍ୟା ନେଇ ବିଡିଓଙ୍କୁ ଭେଟିଲା ଋଷିକୁଲ୍ୟା ରୟତ ମହାସଭା

ପୋଲସରା,୧୩ା୧(ଡି.ଏନ.ଏ.)- ପୋଲସରା ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅଞ୍ଚଳର ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିଡିଓଙ୍କୁ ଋଷିକୁଲ୍ୟା ରୟତ ମହାସଭାର କର୍ମକର୍ତ୍ତା ଭେଟିଛନ୍ତି। ବିଡିଓ କୈଳାସ ଚନ୍ଦ୍ର ମୁର୍ମୁଙ୍କୁ ଭେଟି ଚାଷୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ମୌଖିକ ଆଲୋଚନା କରିବା ସହିତ...

କୁଣ୍ଡବନ୍ଧର ମୂଲ୍ୟବାନ ଗଛ କାଟିନେଲେ ଦୁର୍ବୃତ୍ତ

ପୋଲସରା,୧୩ା୧(ଡି.ଏନ.ଏ.): ପୋଲସରା ଏନ୍‌ଏସିସ୍ଥିତ ପାଟିଗଡ଼ ଯିବା ରାସ୍ତାରେ ବହୁ ପୁରାତନ କୁଣ୍ଡବନ୍ଧ ପୋଖରୀର ଚାରିପଟେ ଥିବା ବହୁ ମୂଲ୍ୟବାନ ଗଛଗୁଡ଼ିକୁ ସ୍ଥାନୀୟ ଅଞ୍ଚଳର କିଛି ଜମି ମାଫିଆ କାଟି ନେଇଥିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲସରା ଏନ୍‌ଏସି ପକ୍ଷରୁ...

କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା: ଢେଙ୍କାନାଳ ପୋଲିସ କବ୍‌ଜାରେ ମୁଖ୍ୟ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୩ା୧: ବ୍ରହ୍ମପୁର ସହରର କ୍ଷୀର ବ୍ୟବସାୟୀ ଲମ୍ବୋଧର ମୁନୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁ ଢେଙ୍କାନାଳ ପୋଲିସ ହାତରେ ଧରାପଡିଛନ୍ତି। ହତ୍ୟାକାଣ୍ଡ ପରଠାରୁ ଶଙ୍କର ଫେରାର ଥାଇ ଢେଙ୍କାନାଳରେ ଏକ ଡକାୟତି ଗ୍ୟାଙ୍ଗ ଚଳାଇଥିଲେ। ତାଙ୍କ...

ଚୋରି କରି ଦୋକାନୀଙ୍କୁ ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୧୩ା୧: ବଡବଜାର ଥାନା ଅନ୍ତର୍ଗତ ଶ୍ରୀରାମନଗରରେ ଏକ ହାର୍ଡୱେର ଦୋକାନରୁ ଚୋରି କରି ଧରାପଡିବା ଭୟରେ ଦୋକାନୀଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ହତ୍ୟା ଧମକ ଦେଇଛନ୍ତି। ଏ ନେଇ ଦୋକାନୀ ବି. ତ୍ରିମୁଲା ରାଓଙ୍କ ସ୍ତ୍ରୀ ବବିରାଣୀ ସୁବୁଦ୍ଧି...

ନ୍ୟାୟ ପାଇଁ ଏସ୍‌ପିଙ୍କୁ ଭେଟିଲେ ଯୁବତୀ

ଭଦ୍ରକ ଅଫିସ, ୧୩ା୧: ୧୨ବର୍ଷ ପ୍ରେମ ପରେ ପ୍ରେମିକଙ୍କ ଦ୍ୱାରା ପ୍ରତାରିତ ତିହିଡ଼ି ଥାନା ଅଞ୍ଚଳର ଜଣେ ଯୁବତୀ ନ୍ୟାୟ ପାଇଁ ଶୁକ୍ରବାର ଭଦ୍ରକ ଏସ୍‌ପିଙ୍କୁ ଭେଟିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ୨୦୧୧ରେ ପରିବାର ଲୋକ ପୁରୀ ଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri