ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…
ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍ସର ସହ ଦୀର୍ଘଦିନ ଧରି ଯୁଦ୍ଧ କରି ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ବିଶାଖାପାଟଣାସ୍ଥିତ…
ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ
ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼ ରାଜ୍ୟର ତୁମଲା ଥାନା ଅନ୍ତର୍ଗତ ବରଡିହି ଗ୍ରାମର ଚମ୍ପା ତିର୍କୀ (୭୦), ଶୁଶିଲା…
ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ
ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି। ତଲନାଗିରୁ ଘୁଟ୍ରୁଖାଲା ହୋଇ ମାଲିଗାଁକୁ ଯୋଡ଼ିବା ପାଇଁ ଘୁଟ୍ରୁଖାଲାଠାରେ ୧୨୫ କୋଟି ଟଙ୍କାର…
ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ଗଞ୍ଜାମ ଜିଲା ଶାଖା। ଏନେଇ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…
ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍ଅପ୍: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ
ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ ଏକ ପିକ୍ଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ…
ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …
ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ପ୍ରାୟ ୨୦୦ କିଲୋଗ୍ରାମ ଗଞ୍ଜେଇକୁ ପୋଲିସ ଜବତ କରିଛି। ବିଶେଷ ସୂତ୍ରରୁ…
ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…
ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ ନିର୍ମାଣ କରି ଅଞ୍ଚଳକୁ…
ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍
ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଉଛି। ମଙ୍ଗଳବାର ଟୁର୍ଣ୍ଣାମେଣ୍ଟର ବିଭିନ୍ନ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ୍ରେ…
ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…
ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ ବାଇକରେ ପେଟ୍ରୋଲ ଭରିବା ବେଳେ ଠକେଇ ହୋଇଥିବା ଅଭିଯୋଗକୁ ନେଇ ପ୍ରବଳ ଉତ୍ତେଜନା…
ପିକଅପ୍-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ
ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଭଞ୍ଜନଗର ମେଡିକାଲରେ…
ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ
ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଫସଲ ନଷ୍ଟ ସହ ଘରଦ୍ୱାର ଭାଙ୍ଗିବା ଭଳି ଅଘଟଣ ଘଟୁଛି।…
ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ
କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ ଯେତେ ଦୁର୍ଘଟଣା କିମ୍ବା ଧନଜୀବନ କ୍ଷତି ହେଲେ ବି ବେପରୁଆ ହୋଇ ରହୁଛି।…

