ଆମ ଜିଲା ଖବର

ଭାରତୀୟ ହକି ଦଳର ଶୁଭକାମନା କଲେ ଅମିତ୍‌ ରୋହିଦାସଙ୍କ ମାଆ

ସୁନ୍ଦରଗଡ଼,୧୩।୧(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ମାଟିର ପୁଅ ଅମିତ୍‌ ରୋହିଦାସ। ୨୦୨୩ ପୁରୁଷ ହକି ବିଶ୍ବକପ୍‌ର ଭାରତୀୟ ହକି ଦଳର ସେ ଉପଅଧିନାୟକ। ରାଉରକେଲାଠାରେ ଆରମ୍ଭ ହେଉଥିବା ଏହି ହକି ବିଶ୍ବକପ୍‌ ନେଇ ସମସ୍ତଙ୍କ ମଧ୍ୟରେ ଭରି ରହିଛି...

ଷ୍ଟାଡିୟମ ସୁରକ୍ଷାରେ ବାଉଁଶ ବାଡ଼

ସମ୍ବଲପୁର,୧୩ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ରେ ସମ୍ବଲପୁର ଗସ୍ତରେ ଆସିଥିବାବେଳେ ବିଜୁ ଯୁବ ବାହିନୀ ସମାବେଶରେ ଯୋଗଦେଇ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଉନ୍ନତି ପାଇଁ ୩ କୋଟି ଟଙ୍କା ଦେବାକୁ ଘୋଷଣା କରିଥିଲେ। ଇତିମଧ୍ୟରେ ୩ବର୍ଷ ବିତିଯାଇଥିଲେ ବି ଟଙ୍କା...

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୩।୧( ଉତ୍କଳବନ୍ଧୁ ପଣ୍ଡା): ଆଉ ଦିନକ ପରେ ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆଲୋକସଜ୍ଜାରେ ଝଲସି ଉଠୁଛି କୁପାରୀ। ମେଳା ଯଜ୍ଞ ଓ...

ଆବାସ ଯୋଜନାରୁ ବଞ୍ଚିତ ଦିଲୀପ

ବାଉଁଶୁଣୀ,୧୩ା୧(ଡି.ଏନ.ଏ.):ଦିଲୀପ କୁମାର ଦେହୁରୀ(୫୮)। ଘର ବୌଦ୍ଧ ବ୍ଲକ ବାଉଁଶୁଣୀ ପଞ୍ଚାୟତ ଅନ୍ତର୍ଗତ ମାଲିପଡ଼ା ଖଣ୍ଡଜମି ଗ୍ରାମରେ। ତାଙ୍କର ଆର୍ଥିକ ପରିସ୍ଥିତି ସ୍ବଚ୍ଛଳ ନ ଥିବା ବେଳେ ଜମିବାଡି କିଛି ନାହିଁ ା ମୂଲ ଲାଗି କୌଣସି ମତେ ଚଳନ୍ତି। ଆବାସ...

ବିଦେଶୀ ମୁଦ୍ରା ଲୋଭ: ମହିଳାଙ୍କୁ ଠକିନେଲେ ୪.୮୨ଲକ୍ଷ

ବ୍ରହ୍ମପୁର ଅଫିସ,୧୩ା୧:ଗଞ୍ଜାମ ଜିଲାରେ ଏବେ ସାଇବର ଅପରାଧୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରଥମେ ଅଜଣା ନମ୍ବରରେ ଫୋନ୍‌, ପରେ ଇନ୍‌ଷ୍ଟାଗ୍ରାମରେ ଚାଟିଂ କରି ଜଣେ ମହିଳାଙ୍କୁ ନିଜ ଜାଲରେ ଫସାଇଲା ସାଇବର ଠକ। ପରେ ବିଦେଶୀ ମୁଦ୍ରା...

ତାରକା ଖେଳାଳି ଦେଇଛି ହକିର ଅନ୍ତୁଡ଼ିଶାଳ

ରାଉରକେଲା ଅଫିସ,୧୩।୧:(ଦିନେଶ ମିଶ୍ର): ହକିର ଅନ୍ତୁଡିଶାଳ ସୁନ୍ଦରଗଡ ଜିଲାରୁ ଆଜିଯାଏ ଜାତୀୟ ଓ ଅନ୍ତର୍ଜାତୀୟ ଦଳରେ ୬୦ ଜଣ ଖେଳାଳି ହକି ଖେଳିବାର ସୁଯୋଗ ପାଇଛନ୍ତି। ଜିଲାର ରାଜଗାଙ୍ଗପୁର ଓ ବାଲିଶଙ୍କରା ବ୍ଲକରୁ ଅଧିକ ଖେଳାଳି ଜାତୀୟ ସ୍ତରରେ ଖେଳିବାର...

ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି...

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟିହେଲା ୨୦ ନୂଆ ପଦବୀ

ଭୁବନେଶ୍ବର,୧୩ା୧(ବ୍ୟୁରୋ): କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣାପଡ଼ିଛି। ରାଜ୍ୟ...

ଫେବୃୟାରୀ ୨୭ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ମଙ୍ଗୁଳି-ଜଗତପୁର,୧୩ା୧(ଡି.ଏନ.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୧୯ଟି ଓ୍ବାର୍ଡରେ ଉନ୍ନତି ଯୋଜନାରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ବାବଦରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସୂଚନା ଅଧିକାର କର୍ମୀ ମନୋଜ ସାହୁ ଓ ଶ୍ରୀକାନ୍ତ ପାକଳ ଗତ...

ପାଇପ୍‌ ଫାଟି ରାସ୍ତାରେ ପାଣି ଜମୁଛି

ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗୋଠଦା ଗ୍ରାମରେ ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ପାଣି ପାଇପ୍‌ ଫାଟିଯାଇଛି। ଫଳରେ ରାସ୍ତାରେ ପାଣି ଜମିବା ସହ ଲୋକେ ବିଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଦୀର୍ଘ ଦିନ ହେବ...

ପ୍ରୋତ୍ସାହନ ଅଭାବ: ଲୁଣିମାଠିଆ ଆଦିବାସୀ ହକି ଖେଳାଳି

ମହାକାଳପଡ଼ା,୧୩ା୧(ଡି.ଏନ୍‌.ଏ.): ହକି ବିଶ୍ୱକପ୍‌ ପାଇଁ ସାରା ଓଡ଼ିଶା ସହ ବିଶ୍ୱ ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଭିନ୍ନ ଦେଶରୁ ଆସିଥିବା ଖେଳାଳି ଖେଳ ନୈପୁଣ୍ୟତା ଦେଖାଇବେ। ହେଲେ କେନ୍ଦ୍ରାପଡ଼ା...

ପୁଣି ବଢୁଛି ଦଲାଲଙ୍କ ରାଜ୍‌

ଯାଜପୁର ଅଫିସ,୧୩ା୧: ଯାଜପୁର ଜିଲାର ଚଣ୍ଡିଖୋଲ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ଚାଲିଥିବା ବ୍ୟାପକ ଦୁର୍ନୀତି ଏବଂ ଦଲାଲ୍‌ରାଜ ସମ୍ପର୍କରେ ବାରମ୍ବାର ଅଭିଯୋଗ ହୋଇଆସୁଛି। ଏଦିଗରେ ଜିଲା ପ୍ରଶାସନର ନିଦ ଭାଙ୍ଗୁନାହିଁ । ଏଠାରେ ସାଧାରଣ ଡ୍ରାଇଭିଂ ଲାଇସେନ୍ସଠାରୁ ଆରମ୍ଭ କରିି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri