ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ
ବେହେରା,୧୩।୭(ଭୂପେଶ ତିୱାରୀ)-କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଅଁଲାଜୋର ଗ୍ରାମର ଜଣେ ଯୁବକ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ଚେନ୍ନାଇକୁ ଯାଉଥିବା ବେଳେ ଆନ୍ଧ୍ରପ୍ରଦେଶର ବିଜୟନଗରମଠାରେ ନିଖୋଜ ହୋଇଥିବା ନେଇ ଧର୍ମଗଡ଼ ଥାନାରେ ଅଭିଯୋଗ ହୋଇଛି।…
ବଢ଼ି ପାଣିରେ ଭାସିଗଲା ବାଇକ୍, ଯୁବକ ଉଦ୍ଧାର
ପାଟଣା:୧୩।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ପୁରୁଣା ପାଣି ବିରଳ ନଦୀ ପୋଲ ଉପରେ ବଢ଼ି ପାଣିରେ ଜଣେ ଯୁବକ ବାଇକ୍ ସହ ଭାସି ଯାଇଥିଲେ। ହେଲେ ଯୁବକ ଜଣକ ବହୁ କଷ୍ଟରେ ପହଁରି ନଦୀ କୂଳରେ ପହଞ୍ଚି…
ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ: AIIMS ନିର୍ଦ୍ଦେଶକ କହିଲେ ୪୮ ଘଣ୍ଟା ବହୁ ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧୩।୭: ଏମ୍ସରେ ସଂକଟାପନ୍ନ ଅବସ୍ଥାରେ ବାଲେଶ୍ୱର FM କଲେଜ ଛାତ୍ରୀଙ୍କ ଚିକିତ୍ସା ଚାଲିଛି। ଛାତ୍ରୀଙ୍କ ଶରୀରର ପ୍ରାୟ ୯୦ରୁ ୯୫ ପ୍ରତିଶତ ପୋଡି ଯାଇଛି। ଆସନ୍ତା ୨୪ରୁ ୪୮ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ । ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ସେଭଳି କିଛି ସୁଧାର…
ବାଲୁଗାଁ ଷ୍ଟେଶନରୁ ଚୋରି ଶିଶୁକନ୍ୟା ଗୁରାପଲ୍ଲୀ ଟୋଲ୍ଗେଟ୍ରୁ ଉଦ୍ଧାର, ମା’କୁ ଦେଖି ଦୌଡ଼ିଦୌଡ଼ି ଆସି…
ଖଲ୍ଲିକୋଟ,୧୩ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଗୁରାପଲ୍ଲୀ ଟୋଲ ଗେଟ୍ଠାରେ ରବିବାର ଦୁଇ ବର୍ଷର ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଛାଡ଼ି ଫେରାର ହୋଇଯାଇଥିଲେ। ଶିଶୁ କନ୍ୟାଟି ଟୋଲ୍ଗେଟଠାରେ ଏକୁଟିଆ ବୁଲୁ ଥିବା…
ରେଭେନ୍ସାରେ ଝାଡ଼ାବାନ୍ତି: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମନ୍ତ୍ରୀ
କଟକ,୧୩।୭: କଟକ ରେଭେନ୍ସା ଓ୍ବେଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଘଟଣାକୁ ନେଇ ରାଜ୍ୟ ସରକାର ରବିବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ହଷ୍ଟେଲରେ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀର ଲିଜ୍ ବାତିଲ କରାଯାଇଥିବା ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରେଭେନ୍ସାରେ…
ଯାଜପୁରରେ ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ: ବିଲରେ କାମ କରୁଥିବା ବେଳେ ଘଟିଲା ଦୁର୍ଘଟଣା
ଯାଜପୁର,୧୩ା୭: ଯାଜପୁର ଜିଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତର ବଳଭଦ୍ରପୁର ଗାଁରେ ବଜ୍ରପାତ ଯୋଗୁଁ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଭାଗିରଥି ନାୟକ (୬୩)। ସୂଚନା ଅନୁଯାୟୀ, ଆଜି ଭାଗିରଥି ନିଜ ବିଲରେ କାମ…
ପ୍ରତ୍ୟେକ ଘରେ ଶ୍ରୀଅରବିନ୍ଦଙ୍କ ବାଣୀ ପହଞ୍ଚାଇବା ପାଇଁ ପ୍ରୟାସ
ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ରବିବାର ଆସ୍ପୃହା ମଣ୍ଡଳ ଅଧୀନରେ ଆସୁଥିବା ଗଞ୍ଜାମ, କନ୍ଧମାଳ ଓ ଗଜପତି ଜିଲା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ, ସମ୍ପାଦକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ନୂଆ ଶିକ୍ଷାନୀତି ଉପରେ…
ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…
ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର ଛାତ ଢଳେଇ କାମ ଚାଲିଥିବା ବେଳେ ରବିବାର ସକାଳେ ଉଚ୍ଚ କ୍ଷମତା ସମ୍ପନ୍ନ ୧୧…
ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା
ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍ଏଚ୍ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ ନେଇ ଭଞ୍ଜନଗର ବ୍ଲକ ପ୍ରଶାସନ ଖୁସିବ୍ୟକ୍ତ କରିଛନ୍ତି। ବିଡିଓ ଭାରତୀ ଦେବୀ, ଏବିଡିଓ ପୂର୍ଣ୍ଣଚନ୍ଦ୍ର…
ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି
ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି ଘେରାଉ କରାଯାଇଛି। ବିଧାୟକ ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ ପ୍ରମୁଖ ଏହି ଘେରାଉରେ ସାମିଲ…
ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…
ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ପକ୍ଷରୁ ଘଟଣାକୁ ନେଇ ଆନ୍ଦୋଳନ କରାଯାଉଛି। ଠିକ୍ ଢଙ୍ଗରେ ଘଟଣାର ତଦନ୍ତ ହେବାର…
ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର
ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ନିକଟ ନିର୍ମାଣାଧିନ ଜାମୁଘାଟ ପୋଲ ଉପରେ। ୧୦ ଫୁଟ ଉପରକୁ ଉଡ଼ି…

