ଆମ ଜିଲା ଖବର

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ ବାହାର ସବୁଠି ତାତି ଥିବାବେଳେ ଜାରକା ବସ ଷ୍ଟାଣ୍ଡକୁ ଆସୁଥିବା ଲୋକେ ଛଟପଟ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଏଠାରେ ବିଧାୟକ ପ୍ରାର୍ଥୀ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ପ୍ରକାଶ ବେହେରା। ବାରବାଟୀ-କଟକ ବିଜେଡିର ବୈଠକ ସମୟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପ୍ରକାଶ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି ବଲାଙ୍ଗୀର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପାରମ୍ପରିକ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବଲାଙ୍ଗୀର ରାଜ ପରିବାର...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ ହେବାକୁ ଥିବା ଦଶାହ ଏବଂ ଏକାଦଶ କର୍ମରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନେ ଏବେ ମଧ୍ୟ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ପ୍ରଶାସନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍‌ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ ସୁନିତା ପଟ୍ଟନାୟକ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ଏଥି ପାଇଁ ବନବିଭାଗ, ଦମକଳ ବାହିନୀ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି ଘଟଣା ଘଟିଛି। ଶିକ୍ଷକ ଗଜେନ୍ଦ୍ର ପ୍ରସାଦ ବେହେରାଙ୍କ ଘରୁ ଚୋରି ହୋଇଛି। ସେ...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା ସାଙ୍ଗକୁ ଦଳୀୟ ଉତ୍ତରୀୟ ଦେଇ ଭବ୍ୟ ସ୍ବାଗତ କରିଥିଲେ। ଅନ୍ୟପକ୍ଷେ ଟିକେଟ କଟିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri