କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…
ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମ୍ୟାନ ଉମାଶଙ୍କର ବେହେରା ଯୋଗଦେଇ ଚଳିତବର୍ଷ ଯୁକ୍ତ ୨…
ଦିନ ଦ୍ୱିପ୍ରହରେ ହେଲମେଟ୍ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…
ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି ଯାତ୍ରା ଆରମ୍ଭ ହୋଇଗଲାଣି। ଗତ କାଲି ସମସ୍ତ ସାହି ଠାକୁରଙ୍କୁ ଫଗୁ ଅର୍ପଣ…
ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ
ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ ପରିବେଶ ମଞ୍ଜୁରୀ ନିମନ୍ତେ ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ…
ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ
ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା ଶିକ୍ଷକ ବଂଶୀଧର ଶବରଙ୍କ ଘରୁ ଗୁରୁବାର ରାତିରେ ବଡ଼ଧରଣର ଚୋରି ହୋଇଛି। ସୂଚନା…
ଲାଞ୍ଚ ନେଇ ଧରାପଡ଼ିଲେ ଆର୍ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…
ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…
ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ
ପୁରୀ,୨୭ା୨(ଅଜିତ୍ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍ରେ ହେବାକୁ ଥିବା କନ୍ଟେମ୍ପରାରି ଭେନିସ୍-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ। ଏହା ମାର୍ଚ୍ଚ ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସୁଦର୍ଶନ ଏଥର…
ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…
ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ ବଗିଚାଠାରେ ଥିବା ରୂପଶକ୍ତି ବିଉଟିପାର୍ଲର ବନ୍ଦଥିଲା । ପାର୍ଲର ମାଲିକ ନ ଥିବା…
ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ
ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ ପ୍ରଧାନ (୨୩)ଙ୍କୁ ଗିରଫ କରିଛି। ସୂଚନାନୁଯାୟୀ, ଲିପୁନ ୪ ବର୍ଷ ହେଲା ସଂପୃକ୍ତ…
ରୋଚକ ମୋଡ଼ରେ ଯନ୍ତ୍ରୀ-ଠିକାଦାର ବିବାଦ, ଶୀଘ୍ର ସମାଧାନ ନ ହେଲେ…
ବଲାଙ୍ଗୀର,୨୬ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୂର୍ତ୍ତ ବିଭାଗ (ରାସ୍ତା ଓ କୋଠା) ଯନ୍ତ୍ରୀ ଓ ଠିକାଦାରଙ୍କ ବିବାଦ ଏବେ ରୋଚକ ମୋଡ଼ରେ ପହଞ୍ଚିଛି । ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ସାମ୍ବାଦିକ ଭବନଠାରେ କେତେଜଣ ଠିକାଦାର (ସି-କ୍ଲାସ୍) ଖବରଦାତା ସମ୍ମିଳନୀ ଡାକିଥିଲେ। ସେମାନେ…
ଭଦ୍ରକ-ଧାମରା ରେଳପଥ ଅବରୋଧ: ଦେଲେ ଏମିତି ଚେତାବନୀ, ଦାବି ପୂରଣ ନ ହେବା ଯାଏ…
ତିହିଡି଼,୨୭।୨(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡି଼ ବ୍ଲକ୍ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତାର ଲେବଲ କ୍ରସିଂ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ରେଳପଥକୁ ଅବରୋଧ କରାଯାଇଛି । ପ୍ରଶାସନ ପକ୍ଷରୁ ରେଳପଥର ବିଭିନ୍ନ ଲେବଲ କ୍ରସିଂରେ ୧୬୫ଧାରା ଲାଗୁ କରାଯାଇଥିଲେ…
କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ
ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍ଜିଏନ୍ଆରଇଜିଏସ୍ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାରେ ବ୍ୟାପକ ହରିଲୁଟ ହେଉଥିବା ଅଭିଯୋଗ ହେଉଛି। ଉଚ୍ଚସ୍ତରୀୟ…
ଲଜିଷ୍ଟିକ୍ସ୍ରେ ପୂର୍ବ ପରିବହନ ସଂସ୍ଥାର ଦବଙ୍ଗଗିରି ଅଭିଯୋଗ, ସ୍ଥାନୀୟ ଯୁବକଙ୍କୁ…
ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଅବସ୍ଥିତ ଗ୍ରାସୀମ ଇଣ୍ଡ୍ରଷ୍ଟ୍ରିର ପରିବହନ ବ୍ୟବସ୍ଥାକୁ ନେଇ ପୁନର୍ବାର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଦୀର୍ଘ ୬ ବର୍ଷ ଧରି ଏକ ନିର୍ଦ୍ଧିଷ୍ଟ ପରିବହନ ସଂସ୍ଥା କମ୍ପାନୀ ସହ ଜଡିତ ରହି କାମ…
Archives


