ବାତ୍ୟା ଆଶଙ୍କା ଭିତରେ ଗହୀରମଥା ଦ୍ୱୀପରେ ଭୟ, ବିପଦରେ ୩୦ରୁ ଅଧିକ ମତ୍ସ୍ୟଜୀବୀ ପରିବାର
ମହାକାଳପଡ଼ା,୨୧।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଗହୀରମଥା ସାମୁଦ୍ରିଳ ଅଭୟାରଣ୍ୟର କେତେକ ଛୋଟ ଛୋଟ ଦ୍ବୀପ ପୁଞ୍ଜ ରହିଛି । ଏହି ଦ୍ବୀପ ପୁଞ୍ଜ ଜଙ୍ଗଲରେ ଏହି ଅଂଚଳର କେତେକ ୩୦ରୁ ଅଧିକ ଜନଜାତି ସମ୍ପ୍ରଦାୟ ମାଛ…
ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!
ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଯାଇନି । ସାପ କାମୁଡାର ଶିକାର ହୋଇ ଯୁବକଙ୍କୁ ଡାକ୍ତର ମୃତ…
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ ଥାନା ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗ୍ରାମର ମତ୍ସ୍ୟଜୀବୀ ଜି. ମୋହନ ରାଓଙ୍କ ବ୍ୟବହୃତ…
ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ
ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ ଦୁର୍ଘଟଣା ହୋଇଥିଲା । ଫଳରେ ଡଙ୍ଗରଦେବୀ ମନ୍ଦିର ନିକଟରେ ୨ ଜଣଙ୍କୁ ଧରିଲେ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ ଅନ୍ତେବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଛାତ୍ରୀଛାତ୍ରମାନେ ସୋମବାରେ ବିଦ୍ୟାଳୟ ହଷ୍ଟେଲରୁ…
ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍, ଆଉ ତା’ପରେ…
କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା ଥାନା ପାରୁଆଭାଡି ପଞ୍ଚାୟତ ସାନଜଟିଆପାଲି ଗ୍ରାମର ବିକ୍ରମ ବାଦୀ(୪୫)। ଏନେଇ ପୋଲିସ କୁଚିଣ୍ଡା…
ବସ୍ତା ରେଳ ଷ୍ଟେଶନ୍ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…
ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ମହିଳାଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି…
ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ଆଜି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲାର ସମସ୍ତ ମତଦାନ…
ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି ଦେବିପ୍ରସାଦ ମିଶ୍ର ଅନୁମୋଦନ କରିଛନ୍ତି । ପାଟଣା ବ୍ଲକ ବିଜେଡି ସଭାପତି ଭାବେ…
ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗ୍ୟାସ୍ ସିଲିଣ୍ଡର ଫାଟି ଏହି ରେଷ୍ଟୁରାଣ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି…
ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ । ଏଭଳି ଏକ ସଙ୍ଗୀନ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା…
ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ
ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ନାମ…

