ଆମ ଜିଲା ଖବର

୧୧୩୨ ଗୋଷ୍ଠୀକୁ ୪୧.୯୭ କୋଟି ଋଣ

ଚାନ୍ଦବାଲି,୧୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲିରେ ବ୍ଲକସ୍ତରୀୟ ମେଗା ଋଣ ମେଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ଡ. ବ୍ୟୋମକେଶ ରାୟ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ବିଡିଓ ଜ୍ୟୋତିବିକାଶ ଦାସ, ବ୍ଲକ ଅଧ୍ୟକ୍ଷା ମିନତି ସୂତାର...

ଭିଜିଲାନ୍ସ ଜାଲରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ

ଭବାନୀପାଟଣା,୧୨ା୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଭବାନୀପାଟଣା ଜଳ ବିଭାଜିକା ପ୍ରକଳ୍ପର ସହକାରୀ ନିର୍ଦ୍ଦେଶକ ଶ୍ୟାମ ସୁନ୍ଦର ବଳ। ଭବାନୀପାଟଣା ସହର ଉପକଣ୍ଠସ୍ଥିତ ଜଳଶକ୍ତି କେନ୍ଦ୍ର କାର୍ଯ୍ୟାଳୟରେ ଜଣେ ଷ୍ଟାଫ୍‌ଙ୍କ ପାଖରୁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା...

ବ୍ଲକ ଉପାଧ୍ୟକ୍ଷାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ: ଏତଲାର ୨ ଦିନ ପରେ ବି ମିଳିନି ପତ୍ତା

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଉପାଧ୍ୟକ୍ଷା ବିନତି ବେହେରା ନିଖୋଜ ହୋଇଯାଇଛନ୍ତି। ସେ ଗତ ୪ ତାରିଖରେ ଅନୁଗୋଳ ଜିଲା ଖମାର ସ୍କୁଲରେ ପଢୁଥିବା ପୁଅକୁ ଛାଡିବାକୁ ଯାଇ ଘରକୁ ଫେରିନାହାନ୍ତି। ବୁଧବାର ବିନତିଙ୍କ ସ୍ବାମୀ ପ୍ରସନ୍ନ ବେହେରା...

ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଡାକ ଲଫାପା ଉନ୍ମୋଚିତ

ଛତ୍ରପୁର,୧୨ା୧(ଡି.ଏନ୍‌.ଏ.): ଆଧୁନିକ ଓଡ଼ିଶାର ନିର୍ମାତା ତଥା ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ୧୨୩ତମ ଜୟନ୍ତୀ ପାଳନ ଅବସରରେ ବ୍ରହ୍ମପୁର ଡାକ ବିଭାଗ ପକ୍ଷରୁ ଏକ ଡାକ ଲଫାପା ଗୁରୁବାର ଛତ୍ରପୁର ଡାକ ବିଭାଗ କାର୍ଯ୍ୟାଳୟ ପରିସରରେ ବ୍ରହ୍ମପୁର ଏମ୍‌ପି...

ହକିମୟ ହେଲା ରାଉରକେଲା ରେଳ ଷ୍ଟେଶନ

ରାଉରକେଲା ଅଫିସ, ୧୨ା୧: ଆଉ ମାତ୍ର ଦିନକ ପରେ ରାଉରକେଲା ସହରରେ ବିଶ୍ୱକପ୍‌ ମ୍ୟାଚ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଆରମ୍ଭ ହେବ। ବିଶ୍ୱକପ ହକି ମ୍ୟାଚକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇ ସାରିଛି। ସହରରେ ହକି ବିଶ୍ୱକପକୁ ନେଇ...

ଚାକିରି ଏସ୍‌ସିି କୋଟାରେ, ପଦୋନ୍ନତି ସାଧାରଣ ବର୍ଗରେ

ନବରଙ୍ଗପୁର,୧୨।୧(ବି.ପ୍ର.): ସଂରକ୍ଷଣ ବ୍ୟବସ୍ଥାରେ ଶିକ୍ଷକ ନିଯୁକ୍ତି ପାଇଲେ। ପଦୋନ୍ନତି ସମୟରେ ସାଧାରଣ ବର୍ଗର ସଂରକ୍ଷଣରେ ଫାଇଦା ନେଲେ। ଏହିଭଳି ଅଭିଯୋଗ ଆସିବା ପରେ ଜିଲା ଶିକ୍ଷା ଅଧିକାରୀ ତଦନ୍ତ ପାଇଁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବ୍ଲକ ଶିକ୍ଷା...

ଇକୋ ଟୁରିଜମର ରାସ୍ତାରେ ଗଛ ବାଡ଼

ନୟାଗଡ଼ ଅଫିସ,୧୨।୧: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜର ଶରଣକୁଳ ଝାଡେଶ୍ୱରୀ ପୀଠର ସୌନ୍ଦର୍ଯ୍ୟ ବଢ଼ାଇବା ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଁ ୬୨ ଲକ୍ଷ ଟଙ୍କା ବ୍ୟୟରେ ଶିଶୁ ଉଦ୍ୟାନ କାମ ଚାଲୁ ରହିଛି । ଏହି କାମ ଭଲ...

ଲକ୍ଷାଧିକ ଟଙ୍କାର ଶାଗୁଆନ ଗଣ୍ଡି ସହ ଟ୍ରକ୍‌ ଜବତ, ୨ ଗିରଫ

ଓଡ଼ଗାଁ,୧୨ା୧(ସ୍ବ.ପ୍ର.): ଗୁରୁବାର ଭୋର୍‌ରୁ ସ୍ଥାନୀୟ ବନ ବିଭାଗ ରାତ୍ରି ପାଟ୍ରୋଲିଂରୁ ଫେରୁଥିବା ବେଳେ ବାଉଁଶଗାଡ଼ିଆ ନିକଟରୁ ଏକ ଶାଗୁଆନ ବୋଝେଇ ମିନିଟ୍ରକ ଜବତ କରିଛି। ବନ କର୍ମଚାରୀ ସନ୍ଦେହଜନକ ଭାବେ ଅତିକ୍ରମ କରୁଥିବା ଓଆର୍‌ ୨୫ ଏମ୍‌ ୨୬୬୨ ନମ୍ବର...

ବିପଦରେ ପାରାଦୀପ ଭ୍ୟୁ ଟାୱାର

ପାରାଦୀପ,୧୨ା୧(ସ୍ବ.ପ୍ର.): ପାରାଦୀପର ପର୍ଯ୍ୟଟକଙ୍କ ପାଇଁ ସବୁଠାରୁ ଆକର୍ଷଣ ସ୍ଥାନ ନେହେରୁବଙ୍ଗଳା ମନ୍ମଦ ଉଦ୍ୟାନ ଅଞ୍ଚଳ। ଏବେ ଏହା ବିପଦରେ। କାରଣ ମହାନଦୀ ମୁହାଣରେ ତଟକ୍ଷୟ ବର୍ଷେ ହେଲା ହେବାରେ ଲାଗିଛି। ଏପରିକି ମୁହାଣ ପଥରବନ୍ଧଠାରୁ ମାଛଧରା ବନ୍ଦର ପର୍ଯ୍ୟନ୍ତ ନଦୀ...

ବିଧାୟକ-ଜିଲାପାଳ ମୁହାଁମୁହିଁ

ବଲାଙ୍ଗୀର ଅଫିସ,୧୨ା୧: ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ଜିଲାପାଳ ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି...

ତଟବନ୍ଧ ସୁରକ୍ଷା ନେଇ ଜିଲାପାଳଙ୍କୁ ଭର୍ତ୍ସନା

କେନ୍ଦ୍ରାପଡ଼ା ଅଫିସ, ୧୨ା୧: ହରିଦାସପୁର-ପାରାଦୀପ ନୂଆ ବ୍ରଡ୍‌ଗେଜ ରେଳପଥରେ ମହାନଦୀ ଓ ବ୍ରାହ୍ମଣୀ ତଟର ଲଘୁ ଖଣିଜ ସମ୍ପଦ ବିନିଯୋଗ ବିରୋଧରେ ହୋଇଥିବା ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମାମଲାର ଶୁଣାଣୀ ଗତ ୯ ତାରିଖରେ ହୋଇଛି। କେନ୍ଦ୍ରାପଡ଼ା ଜିଲାପାଳ...

ମନମୁଖି ଚାଲିଛି ମେଗା ପ୍ରକଳ୍ପ କାମ

ଯାଜପୁର ଅଫିସ/ଜେନାପୁର (ଡି.ଏନ.ଏ.),୧୨।୧: ଆଗକୁ ଆସୁଛି ଗ୍ରୀଷ୍ମଋତୁ । ଏବେଠୁ ନଦୀ ନାଳ ଶୁଖିବାକୁ ଆରମ୍ଭ ହେଲାଣି। ନଦୀନାଳ ଭରା ଯାଜପୁର ଜିଲାରେ ମଧ୍ୟ ବ୍ରାହ୍ମଣୀ ନଦୀ ପାଣି କୂଳରୁ ଦୂରେଇ ଯାଉଛି। ଏଭଳି ସ୍ଥିତିରେ ଧର୍ମଶାଳା ବ୍ଲକରେ ପାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri