ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….
ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…
ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ
ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଘଟଣା ଏମପିଙ୍କ ସମର୍ଥକ ମଧ୍ୟରେ ଘୋର ଅସନ୍ତୋଷ ଦେଖା…
ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ
ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଛି। ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ ଝିଅର ମୃତ୍ୟୁ ହୋଇଥିବା ନେଇ…
ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…
ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍ଓଆର୍ ବା ଜମି ପଟ୍ଟା ଅଛି ସେମାନେ ଧାନ ବିକିବା ବ୍ୟବସ୍ଥା ରହିଛି ବୋଲି କୁହାଯାଉଛି।…
ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ
ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ ଅପରାଧିକ କାର୍ଯ୍ୟକଳାପ ଯୋଗୁ ସହରବାସୀ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଗତ କିଛିଦିନ ତଳେ…
ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…
ବଞ୍ଚୋ, ୧୦।୮(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର ପୋଲିସ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ଆଜି…
ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…
ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ ଏକ ଅନ୍ନ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଆୟୋଜିତ ହୋଇଥିଲା। ପ୍ରତି ବର୍ଷ…
ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ ୨୦୨୧ ମସିହା ମେ ମାସ ୨୧ ତାରିଖରେ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା।…
୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ
ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର କରିଛି ଜିଲା ଶିଶୁ ସୁରକ୍ଷା ବିଭାଗ। ଉଦ୍ଧାର ନାବାଳିକାଙ୍କ ମଧ୍ୟରୁ ପୁରୁଷୋତ୍ତମପୁର ଓ…
ସାଇବର ଅପରାଧରୁ ଦୂରେଇ ରହିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ: ନନ୍ଦିପଦା ପୋଲିସ ତରଫରୁ…
ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ତରଫରୁ ଓରାଳି ହାଇସ୍କୁଲ ପରିସରରେ ସୋମବାର ଅପରାହ୍ନରେ ଛାତ୍ରୀଛାତ୍ରଙ୍କୁ ନେଇ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନଲାଇନ ଠକେଇ, ନକଲି ଲିଙ୍କ, ଓଟିପି ଓ ବ୍ୟାଙ୍କ ତଥ୍ୟର ଦୁରୁପଯୋଗ ସମ୍ପର୍କରେ ପୋଲିସ…
ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…
ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର ଦୁର୍ଗମ ତଥା ଆଦିବାସୀ ବହୁଳ ଲଇମୁରା ଥାନାଂଚଳର ତିଲେଇମାଳ ଗ୍ରାମରେ । ସୂଚନା…
ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର
ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ ସଂଯୋଗ କରିଥିବା କଂକ୍ରିଟ ରାସ୍ତାରେ ଗତ କିଛି ଦିନର ଲଗାଣ ବର୍ଷାରେ ୧୨…

